ନୂଆ ସଂସଦ ବିଶ୍ବ ବିକାଶର ନେତୃତ୍ବ ନେବ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଭାରତ ଅଗ୍ରସର ହେଲେ, ବିଶ୍ବ ଅଗ୍ରସର ହୁଏ। ଭାରତର ବିକାଶ ମାଧ୍ୟମରେ ଏହି ନୂଆ ସଂସଦ ବିଶ୍ବ ବିକାଶର ନେତୃତ୍ବ ନେବ ବୋଲି ଆଜି ନୂଆ ସଂସଦ ଭବନରେ ଦେଇଥିବା ପ୍ରଥମ ଉଦ୍‌ବୋଧନରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି। ପ୍ରତ୍ୟେକ ଦେଶର…

ନୂତନ ସଂସଦ ଭବନର ଭିଡିଓ ସେୟାର କରି ଶାହରୁଖ୍ ଖାନ୍ କହିଲେ ଏହି ମର୍ମସ୍ପର୍ଶୀ କଥା

ମୁମ୍ବାଇ: ଆଜି ଅର୍ଥାତ୍ ରବିବାର (ମେ ୨୮) ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂତନ ସଂସଦ ଭବନର ଉଦଘାଟନ କରିବାକୁ ଯାଉଛନ୍ତି। ଏହା ବହୁ ଅତ୍ୟାଧୁନିକ ସୁବିଧା ସହିତ ସଜ୍ଜିତ। ସମ୍ପ୍ରତି ଏହା ଭିତରେ ଥିବା ଚିତ୍ରଗୁଡ଼ିକ ସାମ୍ନାକୁ ଆସିଛି, ଯାହାକୁ…

ମହମ୍ମଦ ମୋକିମ୍ ଓ ଚିରଞ୍ଜିବ ବିଶ୍ବାଳଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ବର: ଏଆଇସିସି ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଏବଂ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ‘ଜାନକୀ-ବସନ୍ତଙ୍କ ଯୋଡି: କଂଗ୍ରେସର ସୁବର୍ଣ୍ଣ ଯୁଗ’ ଶୀର୍ଷକରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଦୁଇ ନେତାଙ୍କ ବୟାନକୁ…

ବିବିଧତାରେ ରହିଛି ଭାରତର ସାମର୍ଥ୍ୟ: ‘ମନ୍‌ କୀ ବାତ୍‌’ରେ କହିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ବିବିଧତାରେ ଭାରତର ସାମର୍ଥ୍ୟ ରହିଛି ବୋଲି ଆଜି ‘ମନ୍‌ କୀ ବାତ୍‌’ର ୧୦୧ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, କିଛି ଦିନ ପୂର୍ବେ ବାରାଣସୀରେ କାଶୀ-ତେଲୁଗୁ ସଙ୍ଗମନମ୍‌ ଅନୁଷ୍ଠିତ ହୋଇଥିଲା। ଭାରତର ସାମର୍ଥ୍ୟ ରହିଛି ତା’ର…

ଗାଁ ଦାଣ୍ଡରେ ଦୁଇ ଭାଇଙ୍କୁ ଗୋଡାଇ ଗୋଡାଇ ହାଣିଲା ଦୁର୍ବୃତ୍ତ, ସାନଭାଇର ମୃତ୍ୟୁ ଓ ବଡ଼ଭାଇ ଗୁରୁତର

ଖୋର୍ଦ୍ଧା: ଜଘନ୍ୟ ହତ୍ୟା । ଗାଁ ଦାଣ୍ଡରେ ଦୁଇ ଭାଇଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଆକ୍ରମଣରେ ସାନଭାଇର ମୃତ୍ୟୁ, ବଡ଼ଭାଇ ଗୁରୁତର । ଖୋର୍ଦ୍ଧା ବୋଲଗଡ ବ୍ଲକ ସାନକୁମାରୀ ଗାଁରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ…

ନୂଆ ସଂସଦ ଭବନ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜି ସକାଳେ ବିଧିବିଧାନ ଅନୁଯାୟୀ ହୋମ ସମ୍ପନ୍ନ କରି ଲୋକସଭା କକ୍ଷରେ ‘ସେଙ୍ଗୋଲ୍‌’ ସ୍ଥାପନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ନୂଆ ସଂସଦ ଭବନ ଲୋକାର୍ପଣ କରିବା ସଙ୍କେତ ସ୍ବରୂପ ଏକ ‘ଫଳକ’ ବା ‘ପ୍ଲେକ୍‌’ ଉନ୍ମୋଚନ କରିଛନ୍ତି।…

ବିଳମ୍ବିତ ରାତିରେ ରାଜଧାନୀର ନାଇଟ କ୍ଳବ, ବାର ଓ ହୋଟେଲରେ ଚଢ଼ଉ

ଭୁବନେଶ୍ବର: ବିଳମ୍ବିତ ରାତିରେ ରାଜଧାନୀର ନାଇଟ କ୍ଳବ, ବାର ଓ ହୋଟେଲରେ କମିସନରେଟ ପୁଲିସ ଚଢ଼ଉ କରିଥିଲା। ଇନ୍ଫୋସିଟି ଓ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ସମସ୍ତ ବାର, ନାଇଟ କ୍ଳବ ଓ ହୋଟେଲରେ ଚଢ଼ଉ କରାଯାଇଥିଲା।  ସ୍ୱତନ୍ତ୍ର ୨ଟି ପୁଲିସ ଟିମ,…

ନେମାଳ ଥାନା ନାଗସପୁର ବାଲିଘାଟରେ ଗୁଳିମାଡ଼

କଟକ: ବାଲିଘାଟରେ ଗୁଳିମାଡ଼ । ବୁଲଡୋଜର ଜାଳିଦେଲ ଦୁର୍ବୃତ୍ତ । କଟକ ଜିଲ୍ଲା ନେମାଳ ଥାନା ନାଗସପୁର ଥିବା ଏକ ବାଲି ଘାଟରେ ଗୁଳିମାଡ ହୋଇଛି। ଗୁଳିମାଡ଼ ସହ ଏକ ବୁଲଡୋଜର ଜାଳିଦେଇଛନ୍ତି ଦୁର୍ବୃତ୍ତ । ବାଲିଘାଟର କର୍ମଚାରୀଙ୍କ ଅଭିଯୋଗ ମୁତାବକ,…

ପର୍ଜଙ୍ଗ ତହସିଲଦାରଙ୍କୁ ପ୍ରାଣାନ୍ତକ ଆକ୍ରମଣ ଘଟଣା: ୮ ଅଭିଯୁକ୍ତ ଗିରଫ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ତହସିଲଦାର ସିରିୟଲ ସୁଭ୍ର ପଟେଲ ଓ ରାଜସ୍ବ ନିରୀକ୍ଷକ ଆଲୋକ ଲେଙ୍କାଙ୍କୁ ଶୁକ୍ରବାର ଦିନ ପ୍ରାଣାନ୍ତକ ଆକ୍ରମଣ ଘଟଣାରେ ପୁଲିସ ଏହି ମାମଲାରେ ସଂପୃକ୍ତ ଥିବା ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମୁକ୍ତାପସି…

FBI ତଦନ୍ତ ପ୍ରସଙ୍ଗରେ କ୍ରାଇମବ୍ରାଞ୍ଚର ସ୍ପଷ୍ଟୀକରଣ

ନବ ଦାସ ହତ୍ୟା ମାମଲା ତଦନ୍ତରେ ଆମେରିକାର ଏଫବିଆଇ ସହାୟତା ପ୍ରସଙ୍ଗରେ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ଚିଠି ଲେଖାଯାଇଥିଲା । ଏନେଇ ରାଜ୍ୟ ଗୃହ ମନ୍ତ୍ରାଳୟ ଗତ ଫେବ୍ରୁଆରୀ ୨୨ତାରିଖରେ ଚିଠି ନଂ 187/Cରେ ଅନୁରୋଧ କରିଥିଲେ । ଆଜି କ୍ରାଇମବ୍ରାଞ୍ଚ…