ତେଲେଙ୍ଗାନା ସଚିବାଳୟର ଉଦଘାଟନ ପାଇଁ ମୋତେ ନିମନ୍ତ୍ରଣ କରାଯାଇନଥିଲା – ତେଲେଙ୍ଗାନା ରାଜ୍ୟପାଳ

ନୂଆଦିଲ୍ଲୀ:କଂଗ୍ରେସ, ‘ଆପ୍‌’, ଶିବସେନା (ୟୁବିଟି), ତୃଣମୂଳ କଂଗ୍ରେସ ଏବଂ ଜନତା ଦଳ (ୟୁନାଇଟେଡ୍‌) ସମେତ ୧୯ଟି ବିରୋଧୀ ଦଳ ମେ ୨୮ ତାରିଖରେ ହେବାକୁ ଥିବା ନୂତନ ସଂସଦ ଭବନ ଉଦ୍‌ଘାଟନ ଉତ୍ସବ ବର୍ଜନ କରିବେ ବୋଲି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ…

‘ସେଙ୍ଗୋଲ’କୁ ନେଇ ଦାବି ମିଥ୍ୟା ବୋଲି କହିଲା କଂଗ୍ରେସ; ଜବାବ ଦେଲେ ସରକାର

ନୂଆଦିଲ୍ଲୀ: ଲର୍ଡ ମାଉଣ୍ଟବ୍ୟାଟେନ, ସି ରାଜଗୋପାଳାଚାରୀ ଏବଂ ଜବାହରଲାଲ ନେହେରୁ ‘ସେଙ୍ଗୋଲ’କୁ ଭାରତକୁ ଇଂରେଜମାନଙ୍କ ଦ୍ୱାରା କ୍ଷମତା ହସ୍ତାନ୍ତରର ପ୍ରତୀକ ବୋଲି ବର୍ଣ୍ଣନା କରିଥିବାର କୌଣସି ଦସ୍ତାବିଜ ପ୍ରମାଣ ନାହିଁ ବୋଲି କଂଗ୍ରେସ ଦାବି କରିଛି। ତେବେ, କଂଗ୍ରେସର ଏପ୍ରକାର ଦାବିକୁ…

ମାଓବାଦୀଙ୍କଠାରୁ ୨୦୦୦ ଟଙ୍କିଆ ନୋଟ ବିଡ଼ା ଜବତ, ୨ ଗିରଫ

ମାଲକାନଗିରି: ମାଓବାଦୀଙ୍କଠାରୁ ୩ଟି ୨୦୦୦ ଟଙ୍କିଆ ନୋଟ ବିଡ଼ା ଜବତ ହୋଇଛି। ଏଥିରେ ମୋଟ ୬ ଲକ୍ଷ ଟଙ୍କା ଥିଲା। ବ୍ୟାଙ୍କରେ ଜମା ହେବାକୁ ଯାଉଥିବା ବେଳେ ୬ ଲଷ ଟଙ୍କା ନଗଦ ଜବତ ହୋଇଛି। ଏଥି ସହିତ ମାଓବାଦୀଙ୍କ ନାଁରେ…

୬୫୦ଫୁଟ ଉଚ୍ଚରେ ଉଡ଼ୁଥିବା ବେଳେ ବିମାନର ଜରୁରୀକାଳିନ ଦ୍ବାର ଖୋଲି ଦେଲେ ଯାତ୍ରୀ, ୯ଜଣ ଆହତ

ନୂଆଦିଲ୍ଲୀ: ସାଉଥ କ‌ୋରିଆର ଏସିଆନା ଏୟାରଲାଇନ୍ସର ବିମାନରେ ଜଣେ ଯାତ୍ରୀ ବିମାନର ଜରୁରୀକାଳିନ ଦ୍ବାର ଖୋଲି ଦେଇଥିଲେ। ଏହି ଘଟଣା ବିମାନ ଅବତରଣ କରିବାର କିଛି ସମୟ ପୂର୍ବରୁ ଘଟିଥିବା କୁହାଯାଉଛି। ଏହି ସମୟରେ ବିମାନଟି ପାଖାପାଖି ୬୫୦ଫୁଟ ଉଚ୍ଚରେ ଉଡ଼ୁଥିଲା।…

ପର୍ଜଙ୍ଗ ତହସିଲଦାରଙ୍କୁ ମରଣାନ୍ତକ ଆକ୍ରମଣ, ଜେସିବି ଚଢାଇ ଦେବାକୁ ଉଦ୍ୟମ

କାମାକ୍ଷାନଗର: ପର୍ଜଙ୍ଗ ତହସିଲଦାରଙ୍କୁ ମରଣାନ୍ତକ ଆକ୍ରମଣ।ଜେସିବି ଚଢାଇ ଦେବାକୁ ଉଦ୍ୟମ।ପଥରଖମ୍ବ ଗ୍ରାମ ନିକଟରେ ସରକାରୀ ଜମିରୁ ଜେସିବି ମାଧ୍ୟମରେ ବେଆଇନ ଭାବେ ମାଟି ଖୋଳା ଯାଉଥିବା ଖବର ପାଇ ତହସିଲଦାର ଶୁଭ୍ର ପଟେଲ ଚଢାଉ ପାଇଁ ଯାଇଥିଲେ। ବେଆଇନ ଭାବେ ମାଟି ଉଠାଉଥିବା…

ନିଜ ଦଳରେ ଏକୁଟିଆ ହୋଇଗଲେ ଇମ୍ରାନ, ସେନା ଭୟରେ ହାତ ଛାଡ଼ିଦେଲେ ଘନିଷ୍ଠ ସହଯୋଗୀ

ଲାହୋର : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ପାଇଁ ବିପଦ ବଢିଚାଲିଛି । ସେନା ବିରୋଧରେ ସେ ଲଢୁଥିବା ଲଢେଇରେ ଧୀରେ ଧୀରେ ତାଙ୍କ ସହଯୋଗୀମାନେ ତାଙ୍କୁ ତ୍ୟାଗ କରିଚାଲିଛନ୍ତି । ନିଜ ଦଳରେ ବି ସେ ଏକୁଟିଆ ହୋଇଯାଇଛନ୍ତି…

୨୦୨୪ ଲୋକସଭା ନିର୍ବାଚନକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଭବିଷ୍ୟବାଣୀ: ମିଳିବ ୩୦୦ରୁ ଅଧିକ ଆସନ

ରାୟପୁର: ଆସନ୍ତା ବର୍ଷ ଦେଶରେ ଲୋକସଭା ନିର୍ବାଚନ ହେବାକୁ ଥିବାବେଳେ କିଛି ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଲେଣି | ଆଉ ଏବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ନିର୍ବାଚନର ବର୍ଷକ ପୂର୍ବରୁ ଫଳାଫଳ କଣ ହେବ ତାହାକୁ ନେଇ ଭଵିଷ୍ୟବାଣୀ କରିଛନ୍ତି |…

ନବ ଦାସ ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ ପରେ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ବର:ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ୫୪୩ ପୃଷ୍ଠାର ପ୍ରିଲିମନାରି ଚାର୍ଜସିଟ ଦାଖଲ କରିବା ପରେ ଏହାକୁ ନେଇ ବିରୋଧୀ ଓ ବିଜେଡି ପକ୍ଷରୁ ପ୍ରତିକ୍ରିୟା ପକାଶ ପାଇଛି। କଂଗ୍ରେସ ବିଧାୟକ ସୁରେଶ ରାଉତରାୟ କହିଛନ୍ତି, ଏହା…

ଆଣ୍ଟାର୍କଟିକାରେ ବରଫ ତରଳିବା ଯୋଗୁଁ ଆସିପାରେ ବଡ଼ ସୁନାମୀ : ବୈଜ୍ଞାନିକଙ୍କ ସତର୍କବାଣୀ

ନୂଆଦିଲ୍ଲୀ : ସମଗ୍ର ବିଶ୍ବରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଯାଇଛି । କିନ୍ତୁ ଆଗକୁ ବଡ଼ ବିପଦ ଆସୁଛି ବୋଲି ବୈଜ୍ଞାନିକମାନେ ସତର୍କ କରାଇଦେଇଛନ୍ତି । ଏକ ନୂତନ ଅଧ୍ୟୟନରେ ଦାବି କରାଯାଇଛି ଯେ ଜଳବାୟୁ ପରିବର୍ତ୍ତନ ଯୋଗୁଁ…

ବ୍ୟକ୍ତିଗତ ଶତ୍ରୁତାରୁ ନବ ଦାସଙ୍କୁ ହତ୍ୟା: ୫୪୩ ପୃଷ୍ଠାର ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ  ପ୍ରିଲିମନାରି ଚାର୍ଜସିଟ ଦାଖଲ କରିଥିବା ଜଣାଯାଇଛି। ଏହା ୫୪୩ ପୃଷ୍ଠା ସମ୍ବଳିତ ବୋଲି ଜଣାଯାଇଛି। ଏଥିରେ ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ସେ…