ଭାରସାମ୍ୟ ହରାଇ ଓଲଟିଲା କାର, ୫ ଆହତ
ମୋହନା: ଗଜପତି ଜ଼ିଲ୍ଲା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ବୁଲାଣି ରାସ୍ତାରେ ଆଜି ସକାଳ ସମୟରେ ଭାରସାମ୍ୟ ହରାଇ ଏକ କାର୍ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ କାର୍ ଟି ରାସ୍ତାରୁ ୧୫ ଫୁଟ ତଳକୁ ଚାଲିଯାଇଛି। ପୁରୀରୁ ଏକ ପରିବାରର…
ମୋହନା: ଗଜପତି ଜ଼ିଲ୍ଲା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟପୁର ବୁଲାଣି ରାସ୍ତାରେ ଆଜି ସକାଳ ସମୟରେ ଭାରସାମ୍ୟ ହରାଇ ଏକ କାର୍ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ କାର୍ ଟି ରାସ୍ତାରୁ ୧୫ ଫୁଟ ତଳକୁ ଚାଲିଯାଇଛି। ପୁରୀରୁ ଏକ ପରିବାରର…
ଭୁବନେଶ୍ୱର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ଘୋଷଣା କରିଛି ଯେ ‘ଗୋଲଡେନ ବାବା’ ଭାବେ ପରିଚିତ ଜ୍ୟୋତି ରଞ୍ଜନ ବେଉରାଙ୍କ ବିରୋଧରେ ଏକ ମାମଲାର ତଦନ୍ତ ସମୟରେ ପ୍ରାୟ ୫୧ ଲକ୍ଷ ଟଙ୍କା ମୂଲ୍ୟର ଏକ ବିଳାସପୂର୍ଣ୍ଣ ଅଡି କ୍ୟୁ୫ କାର୍…
ପାରାଦ୍ଵୀପ: ଭୂତୁମୁଣ୍ଡାଇ ଗ୍ରାମ କୂମ୍ଭାର ସାହିରେ ବିଭତ୍ସ ହତ୍ୟା। ମାନସିକ ବିକୃତ ପୁଅ ନିଜ ମା’ କୁ ହାଣି ହତ୍ୟା କରିଛି ।ପୁଅର ଆକ୍ରମଣରେ ମା’ର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମା’ ସୁଲୋଚନା ଦେବୀ ନୂଆଗଡ ସ୍କୁଲର ଶିକ୍ଷୟତ୍ରୀ। ସୁଲୋଚନାଙ୍କ…
ଟାଙ୍ଗୀ : ଠିକାଦାର ବିଡିଓଙ୍କ ଜାଲ ଦସ୍ତଖତ କରି ବ୍ୟାଙ୍କରୁ ଠକି ନେଲେ ୧୫ ଲକ୍ଷରୁ ଅଧିକ ଟଙ୍କା । ଠିକାଦାର ହେଉଛନ୍ତି ଚିଲିକା ବ୍ଲକ୍ ଅଧ୍ୟକ୍ଷଙ୍କ ସ୍ୱାମୀ କିଶୋର ବେହେରା । ଘଟଣା ହେଉଛି ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକରେ ।…
କରଞ୍ଜିଆ: ଶିକାରୀ ଗୁଳିମାଡ଼ରେ ଫରେଷ୍ଟଗାର୍ଡ ମୃତ । ଶିମିଳିପାଳ ଅଭୟାରଣ୍ୟରେ ଶିକାରୀ ଗୁଳିରେ ଜଣେ ବନ କର୍ମଚାରୀଙ୍କ ମୃତ ହୋଇଛି । ବାଙ୍ଗିରିପୋଷି ରେଞ୍ଜ ଚାକିଡି ବିଟ୍ ଅଞ୍ଚଳରେ ଘଟିଛି ଘଟଣା । ମୃତ ଫରେଷ୍ଟ ଗାର୍ଡ ହେଲେ ବିମଲ କୁମାର ଜେନା…
ଚେନ୍ନାଇ: ଘରୋଇ ଦର୍ଶକଙ୍କ ସମ୍ମୁଖରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ମଙ୍ଗଳବାର ଫାଇନାଲ୍ ସ୍ଥାନ ପାଇଁ ବିଜେତା ଗୁଜରାଟ ଟାଇଟନ୍ସକୁ ଭେଟିବ। ଚଳିତ ଋତୁର ଏହି ପ୍ରଥମ ପ୍ଲେ ଅଫ୍ ମ୍ୟାଚ୍ ବିଜେତା ରବିବାର ଖେଳାଯିବାକୁ ଥିବା ଫାଇନାଲ୍ରେ ପହଞ୍ଚିବ। ପରାଜିତ…
ନୂଆଦିଲ୍ଲୀ : ୨୦୧୬ ମସିହା ବିମୁଦ୍ରାକରଣ ପରେ ବଜାରକୁ ଆସିଥିବା ୨ ହଜାର ଟଙ୍କିଆ ନୋଟକୁ ଆରିବିଆଇ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି। ଆରବିଆଇର ଏପରି ନିଷ୍ପତ୍ତି ପରେ ୨୦୧୬ ବିମୁଦ୍ରାକରଣ ପୂର୍ବରୁ ବଜାରରେ ବ୍ୟବହାର କରାଯାଉଥିବା ୧୦୦୦ ଟଙ୍କିଆ ନୋଟ…
ଭୋପାଳ : କର୍ଣ୍ଣାଟକାରେ ପ୍ରଚଣ୍ଡ ଜନମତ ସହ ସରକାର ଗଠନ କରିଥିବା କଂଗ୍ରେସ ଏବେ ମଧ୍ୟପ୍ରଦେଶ ଉପରେ ଫୋକସ କରିଛି। ଚଳିତ ବର୍ଷ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। କର୍ଣ୍ଣାଟକାର ସଫଳତା ମଧ୍ୟପ୍ରଦେଶରେ ଦୋହରାଇବା ପାଇଁ କଂଗ୍ରେସ ଏବେଠାରୁ ଅଣ୍ଟା…
ନୂଆଦିଲ୍ଲୀ : ପଞ୍ଜାବ ସୀମାରେ ପାକିସ୍ତାନ ଡ୍ରୋନ୍କୁ ଗୁଳି କରି ଖସାଇଲା BSF । ଉକ୍ତ ଡ୍ରୋନରେ ୨ ପ୍ୟାକେଟ୍ ହେରୋଇନ୍ ଭାରତ ଆସୁଥିବା ସୂଚନା ମିଳିଛି। ଏହାପରେ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରି ଦିଆଯାଇଛି। ଅମୃତସର ଜିଲ୍ଲାର…
ମୁମ୍ବାଇ : ‘ମୁମ୍ବାଇରେ ଖୁବ୍ ଶୀଘ୍ର ଫୁଟିବ ବୋମା। ସବୁ କିଛି ଛାରଖାର ହୋଇଯିବ ।’ ଏପରି କିଛି ଅଜଣା କଲ୍ ଆଜି ମୁମ୍ବାଇ ପୁଲିସ୍କୁ ଅସ୍ତବ୍ୟସ୍ତ କରି ପକାଇଥିଲା। ଶେଷରେ ପୁଲିସ୍ ଏହି ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ଅଟକ ରଖି…