ମହାନଦୀ କୂଳରୁ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ

ଆଠଗଡ଼: ମହାନଦୀ କୂଳରୁ ଉଦ୍ଧାର ହୋଇଛି ଜଣେ ଯୁବତୀଙ୍କ ମୃତଦେହ। ମୁଣ୍ଡଳୀ ବ୍ରିଜ ଠାରୁ ୨ କିମି ଦୂର ଆଠଗଡ଼ ଖୁଣ୍ଟୁଣୀ ଥାନା ଅନନ୍ତପୁର ଗାଁ ପାଖ ମହାନଦୀ କୂଳରେ ମୃତଦେହ ଭାସୁଥିବାର ଦେଖି ଅଗ୍ନୀଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯଇଛି। ଘଟଣାସ୍ଥଳରେ…

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀ

ଭୁବନେଶ୍ୱର: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବରିଷ୍ଠ ଆଇପିଏସସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଡିଜି ଭାବେ ବଦଳି କରାଯାଇଛି। ପୂର୍ବରୁ ସ୍ପେଶାଲ ଡିଜି ପୋଲିସ ରେଲୱେ ଆଣ୍ଡ କୋଷ୍ଟାଲ…

ଭିଜିଲାନ୍ସ ଜାଲରେ ଗାଇସିଲେଟ ଥାନା IIC, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ବରଗଡ଼ : ଗାଇସିଲେଟ ଥାନା ଆଇ ଆଇ ସିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆଇ ଆଇ ସି ବୀରବର ଭଗତଙ୍କ ସରକାରୀ ଓ ବେସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚାଲିଛି ଭିଜିଲାନ୍ସ…

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ବିଦ୍ୟୁତ୍ ବିଭ୍ରାଟ୍ ପ୍ରସଙ୍ଗ: ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

ମୟୂରଭଞ୍ଜ : ମହାମହିମ ରାଷ୍ଟ୍ରପତିଙ୍କୁ ଅସମ୍ମାନ ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ହରତାଳ ଡାକରା ଦିଆ ଯାଇଥିଲା। ସକାଳ ୬ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଇଥିଲା। ସକାଳୁ ସକାଳୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଥିଲା। ବାରିପଦରେ…

ନୂଆ ମନ୍ତ୍ରୀ ହେବେ ବିକ୍ରମ, ସୁଦାମ ମାରାଣ୍ଡି ଓ ସାରଦା

ଭୁ‌ବନେଶ୍ବର: ଲୋକସେବା ଭବନ ସମ୍ମିଳନୀ କକ୍ଷରେ ସୋମବାର ସକାଳ ୯ଟା ୫୦ରେ ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେବେ। ସ୍ବାସ୍ଥ୍ୟ, ଶିକ୍ଷା ଓ ଶ୍ରମ ମନ୍ତ୍ରୀ ଭାବେ ତିନି ଜଣ ବିଧାୟକଙ୍କୁ ଦାୟିତ୍ବ ମିଳିବ। ବିଧାୟକ ବିକ୍ରମ କେଶରୀ ଆରୁଖ,…

ରୋଗୀଣା ବାପାଙ୍କୁ ଦେଖିବାକୁ ଯାଇ ପୁଅ ନିଖୋଜ

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମା କଣ୍ଡାସାହିର ରୋଗୀଣା ବାପା କୋଡୁରୁ ଆପାରାଓଙ୍କୁ ଦେଖିବା ପାଇଁ ଯିବା ପୁଅ କୋଡୁରୁ ବିନୋଦ(୨୫) ନିଖୋଜ ହୋଇଥିବା ଥାନାରେ ଲିଖିତ ଅଭିଯୋଗ ହୋଇଛି। ରୋଗୀଣା ବାପା କୋଡୁରୁ ଆପାରାଓ ବହୁ ଦିନ…

ରାଜଧାନୀରୁ ୧ କେଜି ୧୦୭ ଗ୍ରାମ ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀର ୟୁନିଟ ୮ରେ ଥିବା ଏକ ଘରୁ ଏସଟିଏଫ୍ ୧ କେଜି ୧ ଶହ ୭ ଗ୍ରାମ ବ୍ରାଉନସୁଗାର ଜବତ କରିଥିବାର ସୂଚନା ମିଳିଛି। ଘଟଣାସ୍ଥଳରୁ ଜଣେ ଡ୍ରଗ୍ ମାଫିଆକୁ ବି ଧରିବାରେ ସଫଳ ହୋଇଛି ଏସଟିଏଫ୍। ସୂଚନା ଅନୁଯାୟୀ,…

ମହୁମାଛି ଆକ୍ରମଣରେ ସରପଞ୍ଚଙ୍କ ମୃତ୍ୟୁ

ପ୍ରତାପୁର: ମହୁମାଛି ଆକ୍ରମଣରେ ଜଗନ୍ନାଥପ୍ରସାଦ ବ୍ଲକ କୁଡୁତାଇ ପଞ୍ଚାୟତ ସରପଞ୍ଚ ସନତ କୁମାର ପ୍ରଧାନଙ୍କ ମୃତ୍ୟୁ ମିଳିଛି। ଭୁବନେଶ୍ୱରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଗତକାଲି ବିଲରେ କାମ କରୁଥିବା ବେଳେ ସନତ କୁମାର ପ୍ରଧାନଙ୍କୁ ମହୁମାଛି ଆକ୍ରମଣ କରିଥିଲା।…

ରଥଯାତ୍ରାବେଳେ ଲାଇନ୍ କଟିବନି: ଶକ୍ତି ମନ୍ତ୍ରୀ

ଭୁବନେଶ୍ବର : ରଥଯାତ୍ରାବେଳେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଜାରି ରଖିବାକୁ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ ଆଜି ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ଦିନ ଶକ୍ତି ମନ୍ତ୍ରୀ ଶ୍ରୀ ଦେବଙ୍କ ଅଧ୍ୟକ୍ଷତାରେ ରଥଯାତ୍ରାକୁ ନେଇ ବସିଥିବା ପ୍ରସ୍ତୁତି ବୈଠକରେ…

ରାଉରକେଲା ତହସିଲ ଅଧିକାରୀଙ୍କ ଅବହେଳା, ମିଳିଲାନି ୩୦୦ ଉତ୍ତରାଧିକାରୀ ପ୍ରମାଣପତ୍ର!

ରାଉରକେଲା: ରାଉରକେଲା ତହସିଲରେ ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଆବେଦନକାରୀଙ୍କୁ ମିଳୁନି ଉତ୍ତରାଧିକାରୀ ପ୍ରମାଣପତ୍ର। ତା’ ପୁଣି ଜଣେ କି ଦୁଇଜଣ ନୁହେଁ ୩୦୦ ଆବେଦନକାରୀଙ୍କୁ। ଗତ ଚାରି ମାସ ଅର୍ଥାତ୍‌ ଜାନୁଆରି ରୁ ଫେବ୍ରୁଆରି ମଧ୍ୟରେ ୩୦୦ ଆବେଦନକାରୀଙ୍କ ଉତ୍ତରାଧିକାରୀ ପ୍ରମାଣପତ୍ରକୁ…