ଶିଳ୍ପପତି ଏସ୍‌ପି ହିନ୍ଦୁଜାଙ୍କ ପରଲୋକ

ନୂଆଦିଲ୍ଲୀ : ଆଉ ନାହାନ୍ତି ବିଶିଷ୍ଟ ଶିଳ୍ପପତି ଶ୍ରୀଚାନ୍ଦ ପରମାନନ୍ଦ ହିନ୍ଦୁଜା। ଦୀର୍ଘ ଦିନ ହେଲା ଅସୁସ୍ଥ ଥିବା ହିନ୍ଦୁଜା ଗ୍ରୁପର ଅଧ୍ୟକ୍ଷ ଏସ୍‌ପି ହିନ୍ଦୁଜା ଆଜି ଲଣ୍ଡନରେ ସବୁଦିନ ପାଇଁ ଆଖି ବୁଜିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ ବୟସ…

ଖୁବ୍‌ ଶୀଘ୍ର ବଦଳିବେ ଦିଲ୍ଲୀର ମୁଖ୍ୟ ଶାସନ ସଚିବ

ନୂଆଦିଲ୍ଲୀ : ଖୁବ୍‌ ଶୀଘ୍ର ବଦଳିବେ ଦିଲ୍ଲୀର ମୁଖ୍ୟ ଶାସନ ସଚିବ । ଦିଲ୍ଲୀର ମୁଖ୍ୟ ଶାସନ ସଚିବ ନରେଶ କୁମାରଙ୍କୁ ହଟାଇ ତାଙ୍କ ସ୍ଥାନରେ ପିକେ ଗୁପ୍ତାଙ୍କୁ ବସାଇବାକୁ ଅଣ୍ଟା ଭିଡିଲେଣି କେଜ୍ରିୱାଲ ସରକାର । ଏନେଇ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ…

ରାଜ୍ୟର ୨୧ଟି ସହରରେ ତାପମାତ୍ରା ୪୦ ଡିଗ୍ରି ରୁ ଊର୍ଦ୍ଧ୍ବ ରେକର୍ଡ, ସୋନପୁର ସର୍ବାଧିକ ୪୪.୨ ଡିଗ୍ରି

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି। ପଶ୍ଚିମଓଡ଼ିଶାର ସହରଗୁଡ଼ିକ ପ୍ରବଳ ଖରା ଅନୁଭୂତ ହେଉଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳି ଅସହ୍ୟ ହୋଇପଡ଼ିଛି। ଭୁବନେଶ୍ବର ଓ କଟକରେ ପାରା ୪୦ ଡିଗ୍ରି ଥିଲେ ବି ଗୁଳୁଗୁଳିରୁ ନିସ୍ତାର ମିଳିପାରି ନାହିଁ।…

ଜଲ୍ଲିକଟୁକୁ ସବୁଜ ସଙ୍କେତ ଦେଲେ ଦେଶର ସର୍ବୋଚ୍ଚ ଅଦାଲତ

ନୂଆଦିଲ୍ଲୀ : ତାମିଲନାଡୁର ପାରମ୍ପରିକ କ୍ରୀଡ଼ା ଜଲ୍ଲିକଟୁକୁ ସବୁଜ ସଙ୍କେତ ଦେଲେ ଦେଶର ସର୍ବୋଚ୍ଚ ଅଦାଲତ । ଏହା ତାମିଲନାଡ଼ୁର ସାଂସ୍କୃତିକ ପରମ୍ପରାର ଅଂଶ ହୋଇଥିବାରୁ ଏହି ମାମଲାରେ ତାମିଲନାଡୁ ସରକାରଙ୍କ ଆଇନକୁ କାଏମ ରଖିଛନ୍ତି ସୁପ୍ରିମକୋର୍ଟ । ଜଲ୍ଲିକଟୁ କ୍ରୀଡ଼ା…

ବରିଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ସରକାର ୫ ଜଣ ଏସ୍‌ପିଙ୍କ ସମେତ ମୋଟ ୧୮ ଜଣ ଆଇପିଏସ୍‌ ଅଧିକାରୀଙ୍କୁ ବଦଳି କରିଛନ୍ତି। ସମ୍ବଲପୁରରେ…

ଭାରତ ଫେରିବ ଆତଙ୍କବାଦୀ ତହବ୍ବୁର ହୁସେନ ରାଣା

ନୂଆଦିଲ୍ଲୀ : ୨୦୦୮ ନଭେମ୍ବର ୨୬ରେ ମୁମ୍ବାଇରେ ହୋଇଥିବା ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଘଟଣାର ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ତହବ୍ବୁର ହୁସେନ ରାଣା ଭାରତ ଫେରିବା ବାଟ ପରିଷ୍କାର ହୋଇଛି। ଆମେରିକା କାଲିଫର୍ଣ୍ଣିଆର ଏକ କୋର୍ଟ ପାକିସ୍ତାନୀ ମୂଳ ବ୍ୟବସାୟୀ…

ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁ ଗିରଫ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁଙ୍କୁ ଗୁରୁବାର ଗିରଫ କରିଛି ଭିଜିଲାନ୍ସ। ସେ ତାଙ୍କ ଆୟ ଠାରୁ ୧୩୯% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।…

ସିଦ୍ଦରମୈୟାଙ୍କ ଶପଥ ପାଠ ଉତ୍ସବ ପାଇଁ ୧୧ ବିରୋଧୀ ନେତାଙ୍କୁ ନିମନ୍ତ୍ରଣ

ବେଙ୍ଗାଲୁରୁ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଆସନ୍ତା ୨୦ ତାରିଖରେ ଶପଥ ନେବେ ସିଦ୍ଦରମୈୟା। ଏଥିସହ ଡିକେ ଶିବକୁମାର ମଧ୍ୟ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଶପଥ ପାଠ ଉତ୍ସବକୁ ବେଶ ଧୂମଧାମରେ ପାଳନ କରିବା ପାଇଁ ପ୍ରସ୍ତୁତି ଆରମ୍ଭ…

ଆଉ ୯ ସହରରେ ଗଡ଼ିବ ମୋ ବସ

ମୋ ବସ୍ ଗଞ୍ଜାମ, ସମ୍ବଲପୁର ଏବଂ  ଝାରସୁଗୁଡ଼ା ଜିଲ୍ଲାକୁ ଅନ୍ତର୍ଭୁକ୍ତ କରୁଥିବା ନଅରୁ ଅଧିକ ସହରରେ ଚାଲିବ। ଉନ୍ନତ ସହରରେ ବସ୍ ସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋ ବସ୍ ସେବା ସମ୍ବଲପୁର, ଝାରସୁଗୁଡ଼ା  ଏବଂ ଗଞ୍ଜାମ ଜିଲ୍ଲା ସହ ୯ଟି…

ରେଳ ପ୍ରକଳ୍ପ ଉଦଘାଟନ ବେଳେ ସଭା ଅଧାରୁ ଚାଲିଗଲେ ମନ୍ତ୍ରୀ ଓ ସାଂସଦ

କାମାକ୍ଷାନଗର: ଅନୁଗୁଳ- ସୁକିନ୍ଦା ରେଳ ଲାଇନର ଶୁଭ ଉଦଘାଟନ କାର୍ଯ୍ୟକ୍ରମ କାମାକ୍ଷାନଗରଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମର ଉଦଘାଟନ କରିଥିବା ବେଳେ କାମାକ୍ଷାନଗରଠାରେ ରେଳ ବିଭାଗ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…