ମହାପ୍ରଭୁଙ୍କ ସ୍ନାନଯାତ୍ରାଠୁ ନେଇ ରଥଯାତ୍ରା ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ
ପୁରୀ : ଆସନ୍ତା ଜୁନ୍ ୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାବିଗ୍ରହ। ଏହାପରେ ପରେ ରଥଯାତ୍ରା, ବାହୁଡ଼ା, ସୁନାବେଶ, ନୀଳାଦ୍ରିବିଜେ ଆଦି ବିଶେଷ ପର୍ବପର୍ବାଣୀ ରହିଛି। ଏହିସବୁ ପର୍ବପର୍ବାଣୀ ସମୟରେ ଠାକୁରଙ୍କ ନୀତିକାନ୍ତି କିପରି ସୁଚାରୂ ରୂପେ…
