ଅତିରିକ୍ତ CSOଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଅତିରିକ୍ତ ସିଭିଲ ସପ୍ଲାଇ ଅଫିସର ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସଞ୍ଜୟଙ୍କ ଘର, ଅଫିସ୍ ସମେତ ମୋଟ ୭ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଭୁବନେଶ୍ୱରର,…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଅତିରିକ୍ତ ସିଭିଲ ସପ୍ଲାଇ ଅଫିସର ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସଞ୍ଜୟଙ୍କ ଘର, ଅଫିସ୍ ସମେତ ମୋଟ ୭ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଭୁବନେଶ୍ୱରର,…
ନୂଆଦିଲ୍ଲୀ : ଆଦାନି ଗ୍ରୁପ୍ ବିରୋଧରେ ଆମେରିକୀୟ କମ୍ପାନୀ ହିଣ୍ଡେବର୍ଗ ଦେଇଥିବା ରିପୋର୍ଟର ତଦନ୍ତ ପାଇଁ ଆଉ ୩ ମାସ ସମୟ ନେଇଛି ସେବି। ତଦନ୍ତ ଶେଷ କରିବାକୁ ସେବି ପକ୍ଷରୁ ୬ ମାସର ସମୟ ମଗାଯାଇଥିଲା। କିନ୍ତୁ ଏହାକୁ ଅଗ୍ରାହ୍ୟ…
ନୂଆଦିଲ୍ଲୀ : କଂଗ୍ରେସକୁ ସବୁବେଳେ ବିରୋଧ କରୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କର୍ଣ୍ଣାଟକା ନିର୍ବାଚନ ପରେ ସମର୍ଥନ କରିବାର ସଙ୍କେତ ଦେଇଛନ୍ତି। ମମତାଙ୍କ ଏପରି ପରବର୍ତ୍ତନ ପଛରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ୱାନ ଟୁ ୱାନ ଫର୍ମୁଲା ରହିଛି।…
ଭୁବନେଶ୍ବର: ପ୍ରବଳ ଖରା ଓ ଗୁଳୁଗୁଳିରେ ସାରା ଓଡ଼ିଶା ଛଟପଟ ହେଉଛି। ଗୁଳୁଗୁଳି ଅସହ୍ୟ ହୋଇଯାଉଛି। ଆଜି ରାଜ୍ୟର ୧୮ଟି ସହରରେ ତାପମାତ୍ରା ୪୦ ଡିଗ୍ରିରୁ ଊର୍ଦ୍ଧ୍ବ ରେକର୍ଡ କରାଯାଇଛି। ୪୪ ଡିଗ୍ରି ଉପରେ ୪ଟି ସହର ଥିବା ବେଳେ ସମ୍ବଲପୁର…
ସପ୍ତାହରେ ୬ ଦିନ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ୍। ୧୮ତାରିଖରେ ଲୋକାର୍ପିତ ହେବ ବନ୍ଦେ ଭାରତ ଏକ୍ସପ୍ରେସ। ଭିଡିଓ କନ୍ଫରେନ୍ସିଂରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଶୁଭାରମ୍ଭ କରିବେ। ପୁରୀ ରେଳଷ୍ଟେସନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ରେଳ…
ପୁରୀ: କାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଆସନ୍ତାକାଲି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥି । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ୨ୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ନୀତି। ସନ୍ଧ୍ୟା ୬ଟାରୁ…
ଯାଜପୁର: ନଦୀରେ ବୁଡ଼ିଯାଇ ଦୁଇ ଯୁବକଙ୍କ ମୃତ୍ୟୁ। ଯାଜପୁର ଜିଲ୍ଲା ବଡ଼ଚଣା ଥାନା ରାଧାଦେଇପୁରରେ ଅଘଟଣ। ଗେଙ୍ଗୁଟି ନଦୀକୁ ଗାଧୋଇବାକୁ ଯାଇ ଦୁଇ ଯୁବକଙ୍କ ସଲିଳ ସମାଧି। ନଦୀକୁ ଗାଧୋଇବାକୁ ତିନି ଜଣ ଯୁବକ ଯାଇଥିବା ବେଳେ ଦୁଇ ଜଣ ଯୁବକଙ୍କ…
ଭୁବନେଶ୍ୱର: ସ୍କାଏ ଲାଇଟ୍ ଭାଙ୍ଗି ବ୍ୟାଙ୍କ ଭିତରେ ପଶିଥିଲେ। ବ୍ୟାଙ୍କରୁ ଟଙ୍କା ଓ ସୁନା ଲୁଟ୍ କରିବାକୁ ଉଦ୍ୟମ କରିଥିଲେ। ହେଲେ ଫେଲ୍ ମାରିଥିଲା ସେମାନଙ୍କ ଉଦ୍ୟମ। ଆଉ ଶେଷରେ ସେମାନେ ପୁଲିସ ହାତରେ ଧରାପଡ଼ିଛନ୍ତି। ଭୁବନେଶ୍ୱରରେ ପାହାଳ ଥାନା ହଂସପାଳ…
ଯାଜପୁର: ଯାଜପୁରରୋଡ ଥାନା ବ୍ୟାସନଗରରେ ସେନକୋ ଗହଣା ସୋ’ରୁମ୍ରୁ ଡକାୟତିମାନେ ଲୁଟ୍ କରିଥିବା ୧୫ କିଲୋ ସୁନା ଅଳଙ୍କାର ନେଇ ପୁଲିସ ଡକାୟତମାନଙ୍କର ଫଟୋ ଜାରି କରିଛି। ଘଟଣା ଦିନ ଲୁଟ୍ ହୋଇଥିବା ସୁନାର ଆନୁମାନିକ ମୂଲ୍ୟ ପ୍ରାୟ ୨୦ କୋଟି…
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ତଥ୍ୟନୁସାରେ ଓଡ଼ିଶାର ଗର୍ଭବତୀ ମାଆ, ନବଜାତ ଶିଶୁ, କିଶୋର କିଶୋରୀଙ୍କ ଅବସ୍ଥା ଚିନ୍ତାଜନକ। ଓଡ଼ିଶାରେ ଗଭର୍ଣ୍ଣାନ୍ସର ଅଭାବ କାରଣରୁ ଏହି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦୈନିକ…