ଭୁବନେଶ୍ବରରେ ଫ୍ଲାଟ ଦେବା ନାମରେ ଠକେଇ, କଂପାନି ପରିଚାଳନା ନିର୍ଦ୍ଦେଶକ ଗିରଫ

ଭୁବନେଶ୍ବର: ୧୫ କୋଟି ଟଙ୍କା ଠକେଇ ଅଭିଯୋଗରେ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଏକ ରିୟଲ ଇଷ୍ଟେଟ୍ କଂପାନିର ପରିଚାଳନା ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ରାଜଧାନୀ ଭୁବନେଶ୍ବରର ଚନ୍ଦକା ଅଞ୍ଚଳରେ ଫ୍ଲାଟ ଦେବାକୁ କହି ୧୨୭ ଜଣଙ୍କୁ ଠକି ଆସୁଥିବା ମିଶ୍ର…

ନସ୍କଲ ଏରିଆ କମାଣ୍ଡର ସମେତ ଦୁଇ ଗିରଫ

ରାଉରକେଲା: ରାଉରକେଲା ପୁଲିସକୁ ଏକ ବଡ଼ ସଫଳତା ମିଳିଛି। ପିପୁଲ ଲିବରେସନ ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଲଏଫଆଇ)ର ଏରିଆ କମାଣ୍ଡର ନେଲସନ୍ ଗୁଡ଼ିଆ ଏବଂ ତାର ଅନ୍ୟ ଜଣେ ସହଯୋଗୀଙ୍କୁ ଧରିବାରେ ପୁଲିସ ସଫଳ ହୋଇଛି। ସେମାନଙ୍କ ନିକଟରୁ ଦୁଇଟି ପିସ୍ତଲ…

ଜୁନ ୪ ରେ କେରଳରେ ପହଞ୍ଚିବ ମୌସୁମୀ

ଏବର୍ଷ ଚାରି ଦିନ ବିଳମ୍ବରେ ଆସିପାରେ ମୌସୁମୀ। ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଜୁନ ୪ତାରିଖ ସୁଦ୍ଧା କେରଳରେ ପହଞ୍ଚିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ୨୦୨୨ରେ ମୌସୁମୀ ବାୟୁ ମେ ୨୯ ତାରିଖରେ କେରଳ ଛୁଇଁବ ବୋଲି ଅନୁମାନ…

ରାଜଧାନୀରେ ବ୍ୟାଙ୍କ ଲୁଟ ଉଦ୍ୟମ ପଣ୍ଡ, ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ରାଜଧାନୀରେ ବ୍ୟାଙ୍କ ଲୁଟ ଉଦ୍ୟମ ପଣ୍ଡ । ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ। ପାହାଳ ଥାନା ହଂସପାଳରେ ଥିବା ବ୍ୟାଙ୍କ ଅଫ ଇଣ୍ଡିଆରେ ଲୁଟ ପାଇଁ ଉଦ୍ୟମ ହୋଇଥିଲା । ଏଥିରେ ତିନି ଅଭିଯୁକ୍ତ ବସନ୍ତ ପ୍ରଧାନ, ସାଗର…

ବାପାର ଟାଙ୍ଗିଆ ଚୋଟରେ ପୁଅ ମୃତ

କୋରାପୁଟ: ବାପା ଟାଙ୍ଗିଆ ଚୋଟରେ ପୁଅ ମୃତ । ଦାମନଯୋଡ଼ି ଥାନା ଆମ୍ବଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା । ବାପାର ଟାଙ୍ଗିଆ ଚୋଟରେ ପୁଅ ସୁରେନ୍ଦ୍ର ବୁଡିଆର ମୃତ୍ୟୁ ଘଟିଛି। ମୃତ ସୁରେନ୍ଦ୍ର ବୁଡ଼ିଆଙ୍କ ବୟସ ୧୮ ବର୍ଷ ହେବ ବୋଲି…

ଶଶୀଭୂଷଣ ବେହେରାଙ୍କ ବୋହୂ ରୋନାଲି ଆଣିଲେ ଯୌତୁକ ନିର୍ଯାତନା ଅଭିଯୋଗ

ବାଙ୍କୀ: ଅଡୁଆରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶଶୀଭୂଷଣ ବେହେରା । ବିଧାୟକ ଶଶି ବେହେରାଙ୍କ ପୁଅ ସତ୍ୟପ୍ରକାଶଙ୍କ ନାଁରେ ଯୌତୁକ ନିର୍ଯାତନା ନେଇ ବାଙ୍କୀ ଥାନାରେ ଅଭିଯୋଗ କରିଛନ୍ତି ବୋହୂ ରୋନାଲି। ରୋନାଲିଙ୍କ ଅଭିଯୋଗ ମୁତାବକ, ବିବାହ ପରେ ୪୦…

ପତଞ୍ଜଳି ଷ୍ଟୋରରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଭୁବନେଶ୍ୱର: ପତଞ୍ଜଳି ଷ୍ଟୋରରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ମୁହଁରେ ମୁଖା, ହାତରେ ଶାବଳ ଧରି ରାଜଧାନୀରୁ ଲୁଟିଲେ ଲୁଟେରା । ତମାଣ୍ଡୋ ଥାନା କଳିଙ୍ଗ ବିହାର K4ଏଲଆଇଜି ପ୍ଲଟ ୮୬୭ ଥିବା ପତାଞ୍ଜଳି ଷ୍ଟୋରରୁ ଲୁଟ୍ ଲକ୍ଷାଧିକ ଟଙ୍କାର ମେଡିସିନ ସହ…

ଆସନ୍ତା ୧୮ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ: ୧୮ ତାରିଖରେ ବାହାରିବ ମାଟ୍ରିକ ରେଜଲ୍ଟ। କଟକ ବୋର୍ଡ କାର୍ଯ୍ୟାଳୟରେ ଆଜି ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରାଯାଇଛି। ବୋର୍ଡର ୱେବସାଇଟ www.bseodisha.ac.in ରେ ପରୀକ୍ଷାର୍ଥୀ ଦେଖିପାରିବେ ରେଜଲ୍ଟ। ପିଲାମାନେ ମୋବାଇଲରେ ଏସଏମଏସ କରି ମଧ୍ୟ ଜାଣିପାରିବେ। ଅପରାହ୍ନ ୧୨ ଟା…

ଅର୍କେଶଙ୍କ ବିରୋଧ ଅଭିଯୋଗ କଲେ ପତ୍ନୀ ଅଦ୍ରିଜା

ବଲାଙ୍ଗିର : ଏବେ ଚର୍ଚ୍ଚାରେ ବଡ ଘର ବଡ ଗୁମର କଥା। ପଦାରେ ପଡିଲା ବଲାଙ୍ଗିର ରାଜ ପରିବାରର ଘରୋଇ କଳି । ଏବେ ରାଜ ପରିବାରର ଅର୍କେଶ ନାରାୟଣ ସିଂଦେଓ ଓ ଆଦ୍ରିଜା ମଞ୍ଜରୀ ସିଂ ଦେଓଙ୍କ କଳି ହାଟରେ ପଡି…

ଚୋର ଲେଖିଲା ପ୍ରାୟଶ୍ଚିତ ଚିଠି, ନଅ ବର୍ଷ ପରେ ଫେରାଇଲା ଠାକୁର ଗୋପୀନାଥଙ୍କ ଚୋରି ଗହଣା

ଭୁବନେଶ୍ୱର: “ହଁ ମାନୁଛି ନଅ ବର୍ଷ ତଳେ ପ୍ରଭୁ ଗୋପୀନାଥଙ୍କର ଅଳଙ୍କାର ସବୁ ଚୋରି କରି ନେଇଯାଇଥିଲି। ହେଲେ ଶାନ୍ତିରେ ଗୋଟିଏ ଦିନ ବି ରହିପାରିନି। ବିଭିନ୍ନ ରୋଗ ବ୍ୟାଧି ହେଲା । ଯେତେ ଯୁଆଡେ ଡାକ୍ତର ଦେଖାଇଲି ଭଲ ହୋଇପାରୁନଥିଲା ।…