ରାଜ୍ୟର ୧୪ଟି ଜିଲ୍ଲାର ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଦେଶ। ଜଗନ୍ନାଥ ସଂସ୍କୃତି ସହିତ ଆମର ଜନଜାତି ସଂସ୍କୃତିର ଗଭୀର ସଂପର୍କ ରହିଛି। ପ୍ରକୃତି ଓ ପରିବେଶର ବିଶେଷ ଗୁରୁତ୍ବ ରହିଛି। ପ୍ରକୃତି, ପୂଜା ଓ ଭାଇଚାରା ଆଦିବାସୀ ସଂସ୍କୃତିର ମୁଖ୍ୟ ଆଧାର। ସ୍ବାଧୀନତା ସଂଗ୍ରାମ…
