ବନ୍ଦ ଘରୁ ୩ ମୃତଦେହ ମିଳିବା ଘଟଣା, ସନ୍ଦିଗ୍ଧ ଯୁବକଙ୍କୁ ଖୋଜୁଛି ପୋଲିସ
ସମ୍ବଲପୁର: ଘର ଭିତରେ ତିନି ଜଣଙ୍କୁ ଗଳା କାଟି ହତ୍ୟା । ସେଥିରେ ପୁଣି ଅଛନ୍ତି ଦୁଇ ଜଣ ନିରୀହ ଶିଶୁ । ଇଏ ହେଉଛି ସମ୍ବଲପୁର ଟ୍ରିପଲ ମର୍ଡ଼ର ଘଟଣା । ସମ୍ବଲପୁର ଧନୁପାଲି ଥାନା ସୁନାପାଲି ଅଞ୍ଚଳରେ ଘଟିଛି ବିଭତ୍ସ…
ସମ୍ବଲପୁର: ଘର ଭିତରେ ତିନି ଜଣଙ୍କୁ ଗଳା କାଟି ହତ୍ୟା । ସେଥିରେ ପୁଣି ଅଛନ୍ତି ଦୁଇ ଜଣ ନିରୀହ ଶିଶୁ । ଇଏ ହେଉଛି ସମ୍ବଲପୁର ଟ୍ରିପଲ ମର୍ଡ଼ର ଘଟଣା । ସମ୍ବଲପୁର ଧନୁପାଲି ଥାନା ସୁନାପାଲି ଅଞ୍ଚଳରେ ଘଟିଛି ବିଭତ୍ସ…
ଭୁବନେଶ୍ବର: ଦେଶ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବନ୍ଧା ହେଲେ ୩ ଅଭିଯୁକ୍ତ। ଏମାନଙ୍କୁ ନୟାଗଡ଼ ଓ ଯାଜପୁରରୁ ଗିରଫ କରିଛି ଏସଟିଏଫ୍। ଅଭିଯୁକ୍ତମାନେ ହେଲେ ନୟାଗଡ଼ର ପଠାଣି ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ ଗିରଫ…
ସମ୍ବଲପୁର: ସମ୍ବଲପୁର ସର୍କଲ ଜେଲରେ ବିଚାରଧୀନ କଏଦୀର ଆତ୍ମହତ୍ୟା । ମୃତକ ହେଲେ ସିନ୍ଦୁରପଙ୍କ ଅଞ୍ଚଳର ଧରଣୀଧର ମହାନନ୍ଦ । ଘରୋଇ କଳି ଓ ସ୍ତ୍ରୀକୁ ମାଡ଼ ମାରିବା ଅଭିଯୋଗରେ ଗତକାଲି ସେ ଗିରଫ ହୋଇ ଜେଲକୁ ଆସିଥିଲେ । ଆଜି…
ଆଠଗଡ଼: ରଣକ୍ଷେତ୍ର ପାଲଟିଲା ଯାତ୍ରା ପେଣ୍ଡାଲ । ସାମାନ୍ୟ ବଚସାକୁ କେନ୍ଦ୍ର କରି ଯାତ୍ରା ପେଣ୍ଡାଲରେ ପିଟାପିଟି । ଚେୟାର୍ ଫିଙ୍ଗା ଫୋପଡା । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ତିଗିରିଆ ନୂଆପାଟଣା ତଳ ସାହିର । ଚନ୍ଦନ ଯାତ୍ରାରେ…
ବୌଦ୍ଧ: ବୌଦ୍ଧ ରାଧାନଗର ଗାଁରେ ରାତି ଅଧରେ ଘର ଭିତରକୁ ପଶିଲା ଇନୋଭା କାର। ଘରେ ସୋଇଥିବା ମହିଳାଙ୍କ ଉପରକୁ ମାଡ଼ିଗଲା କାର । ଘଟଣା ସ୍ଥଳରେ ମହିଳାଙ୍କ ମୃତ ହୋଇଥିବା ସୂଚନା । ମୃତ ମହିଳା ଜଣକ ହେଲେ ରାଧାନଗର…
କୋରପୁଟ: କୋଲାବ ଡ୍ୟାମରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣା । ଅଭିଯୁକ୍ତ ପ୍ରେମିକକୁ ଗିରଫ କଲା ନନ୍ଦପୁର ପୋଲିସ । ଗତ ୬ ତାରିଖରେ କୋରାପୁଟ ଜିଲ୍ଲା ବୋରିଗୁମା ଥାନା ଚାରାଗାଁର ଯୁବତୀ ଗୌରୀ ହରିଜନର ମୃତଦେହ ବାଲିପଦରଗୁଡା ନିକଟ କୋଲାବ…
ଜୟପୁର: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍) ୧୬ତମ ସଂସ୍କରଣର ୬୦ତମ ମ୍ୟାଚରେ ରବିବାର ରାଜସ୍ଥାନ ରୟାଲ୍ସକୁ ରୋୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୧୧୨ ରନରେ ପରାସ୍ତ କରିଛି। ଜୟପୁରସ୍ଥିତ ସୱାଇ ମାନସିଂହ ଷ୍ଟାଡିୟମରେ ୧୭୨ ରନ୍ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ରାଜସ୍ଥାନ…
ଢାକା : ଓଡ଼ିଶା ଠାରୁ ଦୂରେଇ ଯାଇଥିବା ବାତ୍ୟା ମୋକାର ଭୟଙ୍କର ରୂପ ଧାରଣ କରିଛି। ଅତି ଭୀଷର ବାତ୍ୟାର ରୂପ ନେଇ ମୋକା ମିଆଁମାର ଓ ବାଂଲାଦେଶ ସୀମାରେ ଲ୍ୟାଣ୍ଡଫଲ କରିବା ପ୍ରକ୍ରିୟା ଆରମ୍ଭ କରିଦେଇଛି। ଏହାର ପ୍ରଭାବରେ ବାଂଲାଦେଶର…
କିଭ୍ : ୟୁକ୍ରେନ ସହ ଯୁଦ୍ଧ କରୁଥିବା ରୁଷକୁ ପୁଣି ଝଟକା ଲାଗିଛି। ୟୁକ୍ରେନ ସୀମାନ୍ତରେ ରୁଷର ଦୁଇଟି ଯୁଦ୍ଧ ବିମାନ ଓ ଦୁଇଟି ହେଲିକପ୍ଟରକୁ ଗୁଳି ମାଡ଼ରେ ଧ୍ୱଂସ ହୋଇଯାଇଛି। ଗୋଟିଏ ସମୟରେ ୪ଟି ଏୟାରକ୍ରାଫ୍ଟ ଧ୍ୱଂସ ହେବାର କିଛି…
ଚେନ୍ନାଇ : ବିଷାକ୍ତ(ଅପ୍ରାକୃତ) ମଦ ପିଇ ଚାଲିଗଲା ୩ ଜୀବନ, ୧୬ ଡାକ୍ତରଖାନାରେ ଭର୍ତ୍ତି। ତାମିଲନାଡ଼ୁର ମର୍କକାନମ୍ରେ ଏହି ଅଘଟଣ ଘଟିଛି। ଗୁରୁତରମାନେ ପୁଡ଼ୁଚେରୀ ଜିଆଇପିଏମ୍ଇଆର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ମେଡିକାଲ କର୍ତ୍ତୃପକ୍ଷ କହିଛନ୍ତି। ମୃତକମାନେ…