ବଦଳିଲା OTET ନିୟମ, ଏଣିକି ଥରେ ପାସ କଲେ ଆଉ ଦେବେନି ପରୀକ୍ଷା
ଭୁବନେଶ୍ୱର : ଶିକ୍ଷା ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଥରେ OTET ପାସ୍ ହେଲେ ଏହା ଲାଇଫ ଟାଇମ ବୈଧ ରହିବ । ଏଣିକି ଥରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଆଉ ଦେବାକୁ ପଡିବନି…
ଭୁବନେଶ୍ୱର : ଶିକ୍ଷା ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଥରେ OTET ପାସ୍ ହେଲେ ଏହା ଲାଇଫ ଟାଇମ ବୈଧ ରହିବ । ଏଣିକି ଥରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଆଉ ଦେବାକୁ ପଡିବନି…
ପୁରୀ : ୧୮ରେ ଗଡ଼ିବ ପୁରୀ-ହାଓ୍ଵାଡା ବନ୍ଦେ ଭାରତ ଏକ୍ସପ୍ରେସ । ଆସନ୍ତା ୧୮ ତାରିଖ ମଧ୍ୟାହ୍ନରେ ପୁରୀରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳର ଶୁଭାରମ୍ଭ ହେବ । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଏହାର ଲୋକାର୍ପଣ…
ବଣାଇ: ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ବ୍ଲକର ସାଲେଇ ପାଲି ଗାଁରେ ଘଟିଛି ଅଘଟଣ। ଭାତ ସହିତ ବାଡ଼ି ଶାଗ ଖାଇବା ପରେ ଅସୁସ୍ଥ ହୋଇ ଜଣେ ଯୁବତୀଙ୍କ ଜୀବନ ଚାଲିଯାଇଥିବା ଅଭିଯୋଗ ହୋଇଥିବା ବେଳେ ତାଙ୍କ ମାମୁ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ମୃତ…
ଭୁଅନେଶ୍ୱର: ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା। ଝୁଲନ୍ତା ଅବସ୍ଥାରେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଥିଲା ପୋଲିସ। ମୃତୁର କାରଣ ଅସ୍ପଷ୍ଟ ରହିଛି । ମୃତକ ଜଣକ ମଞ୍ଚେଶ୍ୱରର ଏକ ଘରୋଇ କଲେଜର ITI ଇଲେକଟ୍ରିକାଲ ଛାତ୍ର ଥିଲେ । ତାଙ୍କ ଘର…
ଭୁବନେଶ୍ୱର : ରାଜଧାନୀରେ ATM ଲୁଟ୍ କୁ ପଣ୍ଡ କଲା ପୋଲିସ। ଗତକାଲି ବିଲମ୍ବିତ ରାତିରେ ସୈନିକ ସ୍କୁଲ ପଛପଟେ ଥିବା sbi ATM ଲୁଟ ପାଇଁ ଉଦ୍ୟମ କରୁଥିଲେ ଦୁର୍ବୃତ୍ତ। ଲୁଟେରାଙ୍କୁ ୩ଘଣ୍ଟା ଧରି ପିଛା କଲା କମିଶନରେଟ୍ ପୋଲିସର…
ଗଜପତି : ବିପତ୍ତି ହଟୁ ନାହିଁ ଗଜରାଜଙ୍କ ଉପରୁ । ବିଦ୍ୟୁତ୍ ଆଘାତରେ ୪ ହାତୀଙ୍କ ମୃତ୍ୟୁ ଅନୁମାନ। ସୀମାନ୍ତ ଆନ୍ଧ୍ର ଶ୍ରୀକାକୁଲମ ଜିଲ୍ଲା ବାମିନି ମଣ୍ଡଳମ କାଟ୍ରାଗଡ଼ ଗାଁ ନିକଟରେ ଏହି ଅଘଟଣ ଘଟିଛି। ଟ୍ରାନ୍ସଫର୍ମର ନିକଟରେ ପଡିଛି ହାତୀଙ୍କ ମୃତଦେହ।…
ଝାରସୁଗୁଡ଼ା: ଉତ୍କଣ୍ଠାରେ ନେତା, ଉତ୍କଣ୍ଠାରେ ଜନତା । ଆସନ୍ତାକାଲି ଆସିବ ଝାରସୁଗୁଡ଼ା ଉପ ନିର୍ବାଚନର ଫଳାଫଳ । ସକାଳ ୮ ଟାରୁ ଆରମ୍ଭ ହେବ ଭୋଟ ଗଣତି । ଏହାପୂର୍ବରୁ ଭୋଟ୍ ଗଣନା କରିବାକୁ ଥିବା କର୍ମଚାରୀଙ୍କୁ ଆଜି ଟ୍ରେନିଂ ଦିଆଯିବ। ବିଜେଡିର…
ଢେଙ୍କାନାଳ : କେନାଲ ହୁଡ଼ାରୁ ଉଦ୍ଧାର ହେଲା ଡ୍ରୋନ୍। ଢେଙ୍କାନାଳ ଜିଲ୍ଲା ସଦର ଥାନା ଇନ୍ଦିପୁର ଗାଁର ରେଙ୍ଗାଳି କେନାଲ ହୁଡ଼ା ନିକଟରୁ ଉଦ୍ଧାର ହୋଇଛି ମିନି ପ୍ଳେନ ଭଳି ଦିଶୁଥିବା ଡ୍ରୋନ୍ । ଗାଁର କିଛି ଯୁବକ ପ୍ରଥମେ ଏହି…
ଚେନ୍ନାଇ: ଦିଲ୍ଲୀ କ୍ୟାପିଟାଲ୍ସ ସହ ଚଳିତ ଆଇପିଏଲ୍ରେ ହୋଇଥିବା ପ୍ରଥମ ମୁକାବିଲାରେ ଚେନ୍ନାଇ ସୁପର କିଙ୍ଗ୍ସ ବାଜି ମାରି ନେଇଛି। ବୁଧବାର ଏମ୍ଏ ଚିଦାମ୍ବରମ୍ ଷ୍ଟାଡିୟମ୍ରେ ଘରୋଇ ଚେନ୍ନାଇ ୨୭ ରନ୍ରେ ଦିଲ୍ଲୀକୁ ହରାଇଛି। ଚେନ୍ନାଇ ପକ୍ଷରୁ ଧାର୍ଯ୍ୟ ୧୬୮ ରନ୍ର…
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ମୋଚା ଆହୁରି ଘନୀଭୂତ ହୋଇ ଏକ ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇଛି । ଏହା ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଉତ୍ତର ଦିଗରେ ଗତି କରୁଛି । ଭାରତୀୟ ପାଣିପାଗ ବିଭାଗ…