ନିଲମ୍ବିତ ପୁଲିସ୍ କନେଷ୍ଟବଲଙ୍କ ମାଡ଼ରେ ଯୁବକ ଗୁରୁତର
ନିଲମ୍ବିତ ପୁଲିସ୍ କନେଷ୍ଟବଲଙ୍କ ବାଟୁଳି ମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ଖଡ଼ିଆପଡ଼ାରେ। ଯୁବକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଯୁବକଙ୍କ…
