ଚଢ଼ାଉ ବେଳେ ତହସିଲ ଏନଫୋର୍ସମେଣ୍ଟ ଟିମକୁ ଆକ୍ରମଣ

ନୟାଗଡ଼ : ରଣପୁର ତହସିଲ ଏନଫୋର୍ସମେଣ୍ଟ ଟିମ୍‌କୁ ଆକ୍ରମଣ । ୨୦ରୁ ଅଧିକ ପଥର ମାଫିଆ ଆକ୍ରମଣ କରିଛନ୍ତି । ଜୋର ଜବରଦସ୍ତ ଗାଡି ନେଇଯିବା ସହ ଗାଡି ଚଢାଇ ମାରି ଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏଥିରୁ ଅଳ୍ପକେ…

ଭୂଷଣ ଷ୍ଟିଲ ପ୍ଲାଣ୍ଟ କ୍ୱାର୍ଟର ୬ ମହଲା ଉପରୁ ପଡି ଦେଢ଼ ବର୍ଷର ଶିଶୁପୁତ୍ରର ମୃତ୍ୟୁ

ସମ୍ବଲପୁର  : ଭୂଷଣ ଷ୍ଟିଲ ପ୍ଲାଣ୍ଟ କ୍ୱାର୍ଟର ୬ ମହଲା ଉପରୁ ପଡି ଦେଢ଼ ବର୍ଷର ଶିଶୁପୁତ୍ରର ମୃତ୍ୟୁ। ବାଲକୋନୀରେ ଖେଳୁଥିବା ବେଳେ ତଳକୁ ଖସି ପଡ଼ିଥିବା ସୂଚନା ମିଳିଛି । ଶିଶୁଟିକୁ ଝାରସୁଗୁଡା ମୁଖ୍ୟ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର…

ରମାଦେବୀ ବିଶ୍ବବିଦ୍ୟାଳୟକୁ ଦିଆଯିବ ୟୁନିଟ୍‌-୯ ବାଳିକା ହାଇସ୍କୁଲ ଜମି

ଭୁବନେଶ୍ବର: ବନ୍ଦ ହେବାକୁ ଯାଉଛି ରାଜଧାନୀର ଆଉ ଏକ ପୁରାତନ ଉଚ୍ଚ ବିଦ୍ୟାଳୟ। ୧୯୬୭ ମସିହାରେ ସହରର ଛାତି ଉପରେ ଗଢ଼ିଉଠିଥିବା ୟୁନିଟ୍‌-୯ ବାଳିକା ଉଚ୍ଚ ବିଦ୍ୟାଳୟରେ ସବୁଦିନ ଲାଗି ତାଲା ପକାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୫୭ ବର୍ଷ…

ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ରେଡ୍

ଭୁବନେଶ୍ୱର: ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ। କେନ୍ଦୁଝର , ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରାରେ ଏକକାଳୀନ ଚଢ଼ାଉ କରାଯାଉଥିବା ସୂଚନା । ଭୁବନେଶ୍ଵରର ବାସ ଭବନରେ ମଧ୍ଯ ଚାଲିଛି ଚଢ଼ାଉ। ଟ୍ୟାକ୍ସ ଫାଙ୍କିବା ନେଇ ରେଡ ଚାଲିଥିବା…

ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ

ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ। ଆଜି ଅପରାହ୍ନରେ କଟକ ତଳତେଲେଙ୍ଗା ବଜ଼ାର ସ୍ଥିତ ଘରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ହେବ ସେ କର୍କଟ ଓ ଲିଭର ରୋଗରେ ପୀଡିତ ଥିଲେ।…

କୂଅରୁ ଅର୍ଦ୍ଧଦଗ୍ଧ ମହିଳାଙ୍କ ଶରୀର ଉଦ୍ଧାର, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ତାରାସିଙ୍ଗି ଥାନା ଅନ୍ତର୍ଗତ ଗେରେଡା ଗାଁ ନିକଟ ପେଣ୍ଡୁରାବାଲି ଜଙ୍ଗଲ ନିକଟ କୂଅରୁ ଅର୍ଦ୍ଧଦଗ୍ଧ ମହିଳାଙ୍କୁ ଉଦ୍ଧାର। ପରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କର ମୃତ୍ୟୁ ହୋଇଛି । ମୃତ ମହିଳା ଜଣକ ନିକଟସ୍ଥ ଗେରେଡା ଗାଁର ମାଳା…

ପୂର୍ବତନ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ଦୁର୍ଗମ ମାଓ ଅଧ୍ୟୁଷିତ ଅଞ୍ଚଳ କୁହାଯାଉଥିବା ଫିରିଙ୍ଗିଆ ବ୍ଲକ ଅଧୀନରେ ଥିବା ସୁମେରବନ୍ଧ ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବଳ କହଁରଙ୍କୁ ଅତି ନିର୍ମମ ଭାବରେ ମାଓବାଦୀମାନେ ହତ୍ୟା କରି ପୁଣି ଥରେ ନିଜର ସ୍ଥିତି ଜାହିର କରିଛନ୍ତି।…

ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୨.୯ ଡିଗ୍ରୀ ‌ରେକର୍ଡ

ଭୁବନେଶ୍ବର: ଗରମ ଓ ଗୁଳୁଗୁଳିରେ ଦେହମୁଣ୍ଡ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଦେହରୁ ଝାଳ ଶୁଖୁନି କି ଘରେ କିମ୍ବା ବାହାରେ କେଉଁଠି ବି ଶାନ୍ତି ନାହିଁ। ତଣ୍ଟି ବାରମ୍ବାର ଶୁଖିଯାଉଛି। ଖରାରେ ୫ ମିନିଟ୍‌ ରହିଲେ, ଅଚେତ ହେବା ଭଳି ଲାଗୁଛି। ୩…

ଅକ୍ଟୋବର ୫ରୁ ଆରମ୍ଭ ହେବ ଆଇସିସି ଏକଦିବସୀୟ ବିଶ୍ୱକପ୍

ନୂଆଦିଲ୍ଲୀ: ଅକ୍ଟୋବର ୫ରୁ ଭାରତରେ ଆରମ୍ଭ ହେବ ଆଇସିସି ଓଡିଆଇ କ୍ରିକେଟ୍ ବିଶ୍ୱକପ୍ ୨୦୨୩। ବର୍ତ୍ତମାନ ଏହି ବିଶ୍ୱକପକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ‘କ୍ରିକବଜ୍ ଡଟ୍ କମ୍’ର ରିପୋର୍ଟ ଅନୁଯାୟୀ, ଅକ୍ଟୋବର ୫ତାରିଖରେ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ…

କର୍ଣ୍ଣାଟକ ନିର୍ବାଚନ : କିଙ୍ଗମେକର୍ ହେବ କି ଜେଡିଏସ୍ ?

ବେଙ୍ଗାଲୁରୁ : କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ଭୋଟଗ୍ରହଣ ଶେଷ ହୋଇଛି । ଆସନ୍ତା ୧୩ ତାରିଖରେ ଭୋଟ ଗଣତି ହେବ । ଏହା ପୂର୍ବରୁ ବିଭିନ୍ନ ସଂସ୍ଥା ଦ୍ବାରା ବୁଥ୍ ବାହୁଡ଼ା ମତାମତ ବା ଏକଜିଟ୍ ପୋଲ ପ୍ରକାଶ ପାଇଛି…