ଫାଇନାନ୍ସ କର୍ମଚାରୀଙ୍କ ଆଖିରେ ଲଙ୍କାଗୁଣ୍ଡ ପକାଇ ୬୩ ଲକ୍ଷ ଲୁଟ୍ ଅଭିଯୋଗ
ବନ୍ତ: ଭଦ୍ରକ ଜିଲ୍ଲା ବନ୍ତ ଥାନା ଅନ୍ତର୍ଗତ ନିମପଲ୍ଲୀ ନିକଟରୁ ଗତ ରବିବାର ରାତିରେ ଏଲ୍ଆଣ୍ଡଟି ଫାଇନାନ୍ସ କମ୍ପାନିର ଦୁଇଜଣ କର୍ମଚାରୀଙ୍କ ଆଖିରେ ଲଙ୍କାଗୁଣ୍ଡ ପକାଇ ତିନି ଜଣ ଦୁର୍ବୃତ୍ତମାନେ ଏକଲକ୍ଷ ତେଷଠି ହଜାର ଟଙ୍କା ଲୁଟି ନେଇଥିବା ବନ୍ତ ଥାନାରେ…
