ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ପୋଲିସ ଉପରେ ମରଣାନ୍ତକ ଆକ୍ରମଣ, ମହିଳା ଏଏସଆଇ ଗୁରୁତର
ତିର୍ତ୍ତୋଲ: ଅଭିଯୁକ୍ତକୁ ଧରିବାକୁ ଯାଇ ପୋଲିସ ହଟହଟା । ପୋଲିସ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ଶିରୋଳ ଗାଁରେ ପୋଲିସ ଉପରେ ଆକ୍ରମଣ ହୋଇଛି । ଏକ ମାମଲାର ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ…
