May 2023

ପ୍ରିଣ୍ଟିଂ ପ୍ରେସ ବନ୍ଦ କରିବାକୁ ଘୋଷଣା କଲା ରେଳବାଇ

ନୂଆଦିଲ୍ଲୀ: ରେଳବାଇ ଉପରୁ ଅଯଥା ଭାର କମାଇବାକୁ ଏବେ ପ୍ରିଣ୍ଟିଂ ପ୍ରେସ ବନ୍ଦ କରିବାକୁ ଘୋଷଣା କରିଛି ରେଳବାଇ | ବାସ୍ତବରେ ଅକ୍ଟୋବର ୨୦୧୭ରେ ତତ୍କାଳୀନ ରେଳମନ୍ତ୍ରୀ ପୀୟୁଷ ଗୋୟଲ ରେଳବାଇ ଦ୍ୱାରା ନିୟନ୍ତ୍ରିତ ସମସ୍ତ ପ୍ରିଣ୍ଟିଂ ପ୍ରେସ ବନ୍ଦ କରିବାକୁ…

ସଂସ୍କୃତ ବୋର୍ଡ ପରୀକ୍ଷାରେ ୧୩ ହଜାର ପିଲାଙ୍କୁ ପଛରେ ପକାଇ ଟପ୍ପର ହେଲେ ମହମ୍ମଦ ଇରଫାନ

ଇତିହାସ ରଚିଛନ୍ତି ଜଣେ ମୁସଲିମ ଛାତ୍ର। ନାଁ ତାଙ୍କର ମହମ୍ମଦ ଇରଫାନ। କିନ୍ତୁ ସେ ଉତ୍ତର ପ୍ରଦେଶର ଦ୍ୱାଦଶ ଶ୍ରେଣୀ ସଂସ୍କୃତ ବୋର୍ଡ ପରୀକ୍ଷାରେ ଟପ୍ପର ହୋଇଛନ୍ତି। ସେ ମୁସଲିମ ହୋଇଥିଲେ ମଧ୍ୟ ସଂସ୍କୃତ ଭାଷା ପ୍ରତି ତାଙ୍କର ବେଶ ଦୁର୍ବଳତା…

ସୁଦାନରୁ ଆଉ ୧୯୨ ଭାରତୀୟ ଉଦ୍ଧାର

ହିଂସା ପ୍ରଭାବିତ ସୁଦାନରୁ ଆଉ ୧୯୨ ଜଣ ଭାରତୀୟଙ୍କୁ ଅପରେସନ କାବେରି ଦ୍ୱାରା ସ୍ୱଦେଶ ଅଣାଯାଇଛି। ଭାରତୀୟ ବାୟୁସେନାର ସି-୧୭ ଗ୍ଲୋବମାଷ୍ଟର-୩ ବିମାନରେ ସମସ୍ତଙ୍କୁ ନନ୍‌ ଷ୍ଟପ ୨୪ ଘଣ୍ଟାର ଅପରେସନ ଦ୍ୱାରା ଭାରତରେ ପହଞ୍ଚା ଯାଇଛି। ଅପରେସନ ବେଳେ କେବଳ…

‘ଖଡଗେ ଓ ତାଙ୍କ ପରିବାରକୁ ହତ୍ୟା କରିବାକୁ ଷଡଯନ୍ତ୍ର ରଚୁଛି ବିଜେପି’

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ତାଙ୍କ ପରିବାରକୁ ହତ୍ୟା କରିବାକୁ ଯୋଜନା କରୁଛି ବିଜେପି। ପ୍ରଧାନମନ୍ତ୍ରୀ ମୋଦି ତଥା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ଖାସ୍‌ ଅନୁଗତ ଏଥିନିମନ୍ତେ ପ୍ରସ୍ତୁତ କରୁଛନ୍ତି ଯୋଜନା । କଂଗ୍ରେସ ପ୍ରତି କର୍ଣ୍ଣାଟକବାସୀଙ୍କ ଭଲ ପାଇବା ଦେଇ…

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ନିହତ

ଜମ୍ମୁ ଓ କଶ୍ମୀରର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ରଜୌରୀ ଜିଲ୍ଲାର କାଣ୍ଡି ଜଙ୍ଗଲରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ବାରାମୁଲା ଜିଲ୍ଲାର କୁଞ୍ଜର ଅଞ୍ଚଳରେ ଆଉ ଜଣେ ଆତଙ୍କବାଦୀ…

ବାହା ହେବାକୁ ଜିଦ୍‌ କରି ବାପାକୁ ହତ୍ୟା କଲା ପୁଅ

ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ତିହାଡିପାଲି ଗାଁରେ ଘଟିଛି ଅଭାବନୀୟ ଘଟଣା। ବାହା କରାଇଦେବାକୁ ଜିଦ୍ କରୁଥିବା ପୁଅ ଘଟାଇଛି ଅଘଟଣ। ଜିଦ୍ ପୂରଣ ନକରିବାରୁ ବାପାକୁ ହତ୍ୟା କରିଛି ପୁଅ। ଆଜି ମଧ୍ୟାହ୍ନରେ ଏହି ଘଟଣା ଘଟିଛି। ମୃତକ ତିହାଡିପାଲିର…

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପରେ ଘନୀଭୂତ ହୋଇ ୯ ତାରିଖରେ ଅବପାତ ରୂପ ନେଇପାରେ । ଉତ୍ତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡକୁ ଗତି କରିବ…

ଉଦାରତା ଏବଂ ସହଯୋଗ ଜରିଆରେ ଏକ ସୁସ୍ଥ ସମାଜ ଗଠନ କରାଯାଇ ପାରିବ: ରାଷ୍ଟ୍ରପତି

ବାରିପଦା: ଛାତ୍ରଛାତ୍ରୀମାନେ ଜୀବନରେ ଆଗକୁ ବଢ଼ିବା ସମୟରେ ସେମାନେ ଯେତେବେଳେ ପଛକୁ ଫେରି ଚାହିଁବେ, ସେମାନେ ଏମିତି କିଛି ଲୋକଙ୍କୁ ଦେଖିବାକୁ ପାଇବେ ଯେଉଁମାନେ ସେମାନଙ୍କ ସହିତ ପ୍ରତିଯୋଗିତା କରିବା ଲାଗି ସମର୍ଥ ନୁହନ୍ତି। ବଞ୍ଚିତ ଲୋକମାନଙ୍କୁ ସହାୟତାର ହାତ ବଢ଼ାଇବା…

ପ୍ରଥମ ଥର ପାଇଁ ଝାରସୁଗୁଡାରେ ସବୁ ବୁଥରେ ହେବ ୱେବ୍‌କାଷ୍ଟିଂ

ଭୁବନେଶ୍ବର: ଓଡିଶାରେ ପ୍ରଥମ ଥର ପାଇଁ ଝାରସୁଗୁଡାରେ ସବୁ ବୁଥରେ ହେବ େଓ୍ଵବ୍‌କାଷ୍ଟିଂ । ଝାରସୁଗୁଡା ଉପନିର୍ବାଚନରେ ଏହାକୁ କାର୍ଯ୍ୟକାରୀ କରାଯିବ । ଯାହାଦ୍ୱାରା ସିଧାସଳଖ ନିର୍ବାଚନ ଅଧିକାରୀ ଦେଖି ପାରିବେ । ଜିଲ୍ଳାରେ ୪୦ ପ୍ରତିଶତ ସମ୍ବେଦନଶୀଳ ବୁଥ ରହିଛି…

ଛାତ୍ରୀଙ୍କୁ ଅଶ୍ଳିଳ ଇଂଗିତ ସହ ପ୍ରେମ ନିବେଦନ କଲେ ଖେଳ ଶିକ୍ଷକ, ବିଇଓଙ୍କ ଅଫିସରେ ତାଲା ପକାଇଲେ ସ୍ଥାନୀୟ ଲୋକ

କେନ୍ଦ୍ରାପଡା: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ବିଇଓଙ୍କ ଅଫିସରେ ତାଲା ପକାଇଲେ ସ୍ଥାନୀୟ ଲୋକ । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଶିକ୍ଷା ଅଧିକାରୀଙ୍କୁ ୨ ଘଣ୍ଟା ଘଣ୍ଟା ତାଲା ପକାଇଦେଲେ ସ୍ଥାନୀୟ ଲୋକେ । ମଙ୍ଗଳପୁର ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ…