May 2023

ହନିଟ୍ରାପ୍‌ରେ ଡିଆରଡିଓ ବୈଜ୍ଞାନିକ, ପାକିସ୍ତାନକୁ ଦେଉଥିଲେ ଗୁପ୍ତ ତଥ୍ୟ

ଶତ୍ରୁ ଦେଶ ପାକିସ୍ତାନ ବିଛାଥିବା ସୁନ୍ଦରୀ ଜାଲରେ ଫସି ଭାରତକୁ ଧୋକା ଦେଇଥିବା ଜଣେ ୫୯ ବର୍ଷୀୟ ବୈଜ୍ଞାନିକ କଳାକରାନାମା ସାମ୍ନାକୁ ଆସିଛି। ସେ ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେଇ ଗିରଫ ହୋଇଛନ୍ତି। ଏହି ବୈଜ୍ଞାନିକ ଜଣଙ୍କ ହେଲେ ପିଏମ କୁରୁଲକର।…

ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଦେଲା ଅଗ୍ରିଆ ସମାଜ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଅଗ୍ରିଆ ସମାଜ । ନିକଟରେ ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କରିଥିଲେ ମୁଖ୍ୟମନ୍ତ୍ରୀ । ଅଗ୍ରିଆ ସମାଜ ପଶ୍ଚିମ ଓଡିଶାର ଏକ…

ଠକ ତାନ୍ତ୍ରିକ କୈଫି ଖାନର ୮୦ଟି ଆକାଉଣ୍ଟ ଠାବ

କଟକ: ଯେତେ ଖୋଳିଲେ ସେତେ ବାହାରୁଛି କଟକର ଠକ ତାନ୍ତ୍ରିକ କୈଫି ଖାନ୍‌ ଠକେଇ ଚେର। କୈଫି ଖାନର ୮୦ଟି ଆକାଉଣ୍ଟ ଠାବ ହୋଇଛି। ଯେଉଁଥିରୁ ଲକ୍ଷାଧିକ ଟଙ୍କା ମିଳିଛି। କଟକ ସହରର ବିଭିନ୍ନ ବ୍ୟାଙ୍କରେ ରହିଛି କୈଫିର ଏସବୁ ଆକାଉଣ୍ଟ।…

ଶିମିଳିପାଳ ପରିଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଯଶିପୁର: ତିନିଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଗତକାଲି ରାଇରଙ୍ଗପୁରରେ ପହଞ୍ଚିଥିଲେ। ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ରାତିରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ରାଇରଙ୍ଗପୁର ମହୁଲଡ଼ିହାସ୍ଥିତ ବ‌ାସଭବନରେ ଅବସ୍ଥାନ କରିଥିବା ବେଳେ ଆଜି ସକାଳେ ଜଳଖିଆ…

ଗୁଳିମାଡ଼ରେ ବଡ଼ବିଲ ପୌରାଧ୍ୟକ୍ଷଙ୍କ ସହଯୋଗୀ ମୃତ୍ୟୁ ଘଟଣା: ମହିଳା ମାଷ୍ଟରମାଇଣ୍ଡ ସହ ୨ ଗିରଫ

ବଡ଼ବିଲ: ଦିନ ଦ୍ବିପ୍ରହରରେ ଗତ ୧ ତାରିଖ କେନ୍ଦୁଝର ଜିଲ୍ଲା ବଡ଼ବିଲ ସହରସ୍ଥିତ ମୋନି ଟାୱାର ଛକ ନିକଟରେ ସ୍ଥାନୀୟ ପୌରାଧ୍ୟକ୍ଷଙ୍କ ଅତି ଘନିଷ୍ଠ ସହଯୋଗୀ ସୁନୀଲ ସିହ୍ନା ଓରଫ ଭୋଳାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଘଟଣାର ପର୍ଦ୍ଦାଫାସ କରିଛି…

ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ପୁଷ୍ପା-୨ ସିନେମା

ମାଲକାନଗିରି:ଓଡ଼ିଶାରେ ତେଲୁଗୁ ଫିଲ୍ମ ପୁଷ୍ପାର ଟିମ୍‌। ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ପୁଷ୍ପା-୨ ସିନେମା। ମାଲକାନଗିରିର ପୋଲୁରୁ ଠାରେ ସିନେମା ସୁଟିଂ ହେବାକୁ ଯାଉଛି। ଆଜି ପୁଷ୍ପାର ନିର୍ଦ୍ଦେଶକ ସୁକୁମାର ସୁଟିଂ ସେଟ ଚୟନ କରିବା ପାଇଁ ପୋଲୁରୁ ଅଞ୍ଚଳ…

ଦୁଇଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି, ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ

ପୁରୀ: ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଆଜିଠାରୁ ଦୁଇଦିନିଆ ଓଡ଼ିଶା ଗ୍ରସ୍ତରେ ଆସିଛନ୍ତି। ଏହି ଗସ୍ତର ପ୍ରଥମ ଦିନରେ ସେ ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି। ସେ ଆଜି ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ…

ଲଘୁଚାପ ପରେ ବାତ୍ୟା ନେଇ ସ୍ପଷ୍ଟତା ଆସିବ: ଆଇଏମଡି ଡିଜି

ଭୁବନେଶ୍ୱର: ଓଡ଼ିଶାରେ ବାତ୍ୟା ହେବ କି ନାହିଁ ସେନେଇ ଏଯାଏ କୌଣସି ସ୍ପଷ୍ଟ ସୂଚନା ନାହିଁ। ଲଘୁଚାପ ପରେ ବାତ୍ୟା ନେଇ ସ୍ପଷ୍ଟତା ଆସିବ। ଏହା କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସେ ଆହୁରି କହିଛନ୍ତି, ଗତକାଲି ପାଣିପାଗ ବିଭାଗ…

ସି.ଆଇ.ଏସ.ଏଫର ଶାରୀରିକ ପରୀକ୍ଷା ଦେଉଥିବା ବେଳେ ଚାଲିଗଲା ଯୁବକଙ୍କ ଜୀବନ

ଅନୁଗୁଳ: ନାଲ୍‌କୋ ନଗରରେ ସି.ଆଇ.ଏସ.ଏଫର ଶାରୀରିକ ପରୀକ୍ଷା ଦେବା ବେଳେ ଯୁବକଙ୍କ ମୃତ୍ୟୁ। ଅନୁଗୁଳ ଜିଲ୍ଲା ନାଲ୍‌କୋ ନଗରଠାରେ ଷ୍ଟାପ ସିଲେକ୍ସନ କମିଶନ ଅଧୀନରେ ସି.ଆଇ.ଏସ.ଏଫ୍‌ର ଶାରୀରିକ ପରୀକ୍ଷା ଚାଲିଥିଲା। ଗତକାଲି ସକାଳ ୯.୩୦ ମିନିଟ୍‌ରେ ଦୌଡୁଥିବା ବେଳେ ହଠାତ୍‌ ଅସୁସ୍ଥ…

କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ୧୧୧ କୋଟିର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଉପକୃତ ହେବେ ୮ ଲକ୍ଷରୁ ଅଧିକ ହିତାଧିକାରୀ

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର…