ସମ୍ଭାବ୍ୟ ବାତ୍ୟାକୁ ନେଇ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାରଙ୍କ ଆଗୁଆ ପ୍ରସ୍ତୁତି
ଭୁବନେଶ୍ୱର : ଖରାଦିନିଆ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଆଗୁଆ ପ୍ରସ୍ତୁତି । ଗତକାଲି ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିରୋ କାଜୁଆଲିଟି ନୀତି ଉପରେ ଗୁରୁତ୍ୱ ଦେଇଛନ୍ତି । ବିଭିନ୍ନ ବିଭାଗ ମଧ୍ୟରେ…