ବରମୁଣ୍ଡା ବସ୍ଷ୍ଟାଣ୍ଡରୁ ବ୍ୟାପକ ପରିମାଣର କଫ୍ସିରଫ୍ ଜବତ, ୨ ଅଭିଯୁକ୍ତ ଗିରଫ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ବଜାରରେ ଭେଜାଲ କଫ୍ ସିରଫ୍ ଦେଖିବାକୁ ମିଳୁଛି। ଯେଉଁ କଫ୍ ସିରଫ୍ ଖାଇଲେ ଆପଣଙ୍କ ଦେହ ଭଲ ହେବା ବଦଳରେ ଆପଣଙ୍କୁ ନିଶା ହେବ। ଏଥିସହ ଦେହ ଖରାପ ହେବ। ଭୁବନେଶ୍ୱରରୁ ନୟାଗଡ଼ ଯିବା ସମୟରେ ଭରତପୁର…