ପାଲା ଗାୟିକାଙ୍କୁ ପଥରରେ ଛେଚି ହତ୍ୟା

କେନ୍ଦୁଝର : ପାଲା ଗାୟିକାଙ୍କୁ ପଥରରେ ଛେଚି ହତ୍ୟା । କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ବିନିଦା ଗ୍ରାମରେ ପୂର୍ବତନ ସମିତି ସଭ୍ୟା ତଥା ପାଲା ଗାୟିକା ସତ୍ୟଭାମା ସିଂହଙ୍କୁ ପଥରରେ ଛେଚି ହତ୍ୟା । ଘର ଠାରୁ ୩୦୦ ମିଟର ଦୂରରେ…

ଇନ୍ଦ୍ରାବତୀ ନଦୀରେ ବୁଡି ଠିକା ସଂସ୍ଥା କମ୍ପାନୀ ମ୍ୟାନେଜରଙ୍କ ମୃତ୍ୟୁ

ନବରଂଗପୁର : କାଳ ହେଲା ନଦୀରେ ଗାଧୁଆ । ଇନ୍ଦ୍ରାବତୀ ନଦୀରେ ଗାଧୋଇବା ବେଳେ ପାଣିରେ ବୁଡି ଏକ ଠିକା ସଂସ୍ଥା କମ୍ପାନୀର ସିନିୟର ମ୍ୟାନେଜରଙ୍କ ମୃତ୍ୟୁ ହୋଇଛି । ମୃତକ ଆର କେ ଇମ୍ଫ୍ରା କମ୍ପାନୀର ସିନିୟର ମାନେଜର ଦୁର୍ଗେସ୍‌ ବ୍ରମ…

ବିବାହ ଭୋଜି ଖାଇ ଫେରିବାବେଳେ ଜେଇଙ୍କୁ ସଂଘବଦ୍ଧ ଆକ୍ରମଣ

ବାଲେଶ୍ୱର : ଜେଇଙ୍କୁ ସଂଘବଦ୍ଧ ଆକ୍ରମଣ। ବିବାହ ଭୋଜି ଖାଇ ଫେରିବାବେଳେ ମରଣାନ୍ତକ ଆକ୍ରମଣ। ବିଦ୍ୟୁତ୍‌ କାଟ୍‌ ନେଇ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ନୀଳଗିରି ବିଦ୍ୟୁତ୍‌ ବିଭାଗ ଜେଇ ପାର୍ଥ ସାରଥୀ ବାରିକ ଓ ଜଣେ କର୍ମଚାରୀ ବିବାହ…

ଜଳପ୍ରପାତରେ ବୁଡ଼ି ଯୁବକ ନିଖୋଜ

ଧର୍ମଗଡ଼: ଡୋକରୀଚଞ୍ଚରା ଜଳପ୍ରପାତରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଛନ୍ତି। ଜଳ ପ୍ରପାତରେ ସେଲଫି ନେଉଥିବାବେଳେ ଖସିପଡ଼ି ଜଣେ ଯୁବକ ନିଖୋଜ ହୋଇଛନ୍ତି। ଡୋକରୀଚଞ୍ଚରାର ୪ ଯୁବକ ଜଳପ୍ରପାତକୁ ଗାଧୋଇବାକୁ ଯାଇଥିଲେ। ଜଣେ ଯୁବକ ସେଲଫି ନେଉଥିବା ବେଳେ ପାଣିକୁ ଖସିପଡ଼ି…

ୟୁଟୁବ୍ ଭିଡ଼ିଓକୁ କେନ୍ଦ୍ରକରି ଫୁଟିଲା ଗୁଳି, ୟୁଟୁବର ସମେତ ୬ ଅଭିଯୁକ୍ତ ଗିରଫ

ବାଲେଶ୍ବର: ଅଶ୍ଳୀଳ ଭାଷା ବ୍ୟବହାର କରି ୟୁଟ୍ୟୁବରେ ଭିଡ଼ିଓ ପୋଷ୍ଟିଂ କରୁଥିଲା। ଆଉ ଲକ୍ଷ ଲକ୍ଷ ଟଙ୍କା ଉପାର୍ଜନ କରୁଥିଲା। ଏକ ପୋଷ୍ଟିଂ ଭିଡ଼ିଓରେ ଜଣେ ଫଲୋଅରଙ୍କ କମେଣ୍ଟକୁ କେନ୍ଦ୍ର କରି ୟୁଟୁବର ଗୁଳି ଚଳାଇଥିଲା। ଗୁଳିକାଣ୍ଡ ସମ୍ପର୍କରେ ଅଭିଯୋଗ ହେବା…

ଗଞ୍ଜେଇ କାରବାରରୁ ବାପ, ପୁଅ କୋଟିପତି

ନିଶା କାରବାରରୁ କୋଟିପତି ହୋଇଥିବା ଓ ଆଖି ଖୋସିଦେଲା ଭଳି ଅଚଳାଚଳ ସମ୍ପତ୍ତି ଠୁଳ କରିଥିବା ମାଫିଆ ବାପ, ପୁଅଙ୍କୁ ଗିରଫ କରିଛି ଏସ୍‌ଟିଏଫ୍ ଓ ବ୍ରହ୍ମଗିରି ପୁଲିସ। ନିଶା କାରବାର କରି ଠୁଳ କରୁଥିବା ବହୁ ସଂଖ୍ୟକ ପ୍ଲଟ, ଏକାଧିକ…

ମଧ୍ୟାହ୍ନ ଭୋଜନରୁ ବାହାରିଲା ସାପ, ହସ୍ପିଟାଲରେ ୯୮ ଜଣ ପିଲା

ପାଟନା : ସ୍କୁଲରେ ପିଲାମାନଙ୍କୁ ସରକାରଙ୍କ ପକ୍ଷରୁ ମିଳୁଥିବା ମଧ୍ୟାହ୍ନ ଭୋଜନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରୁ ମିଳିଛି ଗୋଟିଏ ମଲା ସାପ। ଏହାକୁ ଖାଇ ୯୮ ଜଣ ସ୍କୁଲ ପିଲା ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି…

ନୂଆ ସଂସଦ ଭବନରେ ଅଖଣ୍ଡ ଭାରତର ଛାପ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ରବିବାର ନୂତନ ସଂସଦ ଭବନ ଉଦଘାଟିତ ହୋଇଛି। ତେବେ ସଂସଦ ଭବନର ଗୋଟିଏ ସ୍ଥାନରେ ଅଖଣ୍ଡ ଭାରତର ଛାପ ଦେଖିବାକୁ ମିଳିଛି। ଅଖଣ୍ଡ ଭାରତର ବ୍ୟାପ୍ତି, କଳା କୌଶଳ ଓ ସାହିସକତାକୁ ନେଇ ବିଚକ୍ଷଣ ଶୈଳୀରେ କାଳାକୃତିଗୁଡିକ ପ୍ରଦର୍ଶନ…

ସରକାରୀ କର୍ମଚାରୀଙ୍କ ବଦଳି ନେଇ ଜିଲ୍ଲାପାଳ ଓ ନିର୍ବାଚନ ଅଧିକାରୀଙ୍କୁ ଚିଠି ଲେଖିଲା ରାଜସ୍ବ ବିଭାଗ

ଭୁବନେଶ୍ବର: ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଏବେ ଠାରୁ ଆରମ୍ଭ ହୋଇଯାଇଛି। ସରକାରୀ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ଶେଷ କରିବାକୁ ନିର୍ଦ୍ଦେଶ ହୋଇଛି। ସବୁ ଜିଲ୍ଲାପାଳ ଓ ନିର୍ବାଚନ ଅଧିକାରୀମାନଙ୍କୁ ଚିଠି ଲେଖି ରାଜସ୍ୱ ଓ ବିପର୍ଯ୍ୟ ପରିଚାଳନା ବିଭାଗ…

ମଣିପୁରରେ ପୁଲିସର ବଡ଼ ଅପରେସନ : ୪୦ ବିଚ୍ଛିନ୍ନତାବାଦୀ ମୃତ

ଇମ୍ଫାଲ : ଉତ୍ତରପୂର୍ବ ରାଜ୍ୟ ମଣିପୁରର ବିଭିନ୍ନ ସ୍ଥାନରେ ପୁଲିସ କମାଣ୍ଡୋ ଓ ସଶସ୍ତ୍ର ବିଚ୍ଛିନ୍ନତାବାଦୀଙ୍କ ମଧ୍ୟରେ ଗତ ୮ ଘଣ୍ଟା ଧରି ଗୁଳି ବିନିମୟ ଜାରି ରହିଛି । ଏହି ଅପରେସନରେ ପ୍ରାୟ ୪୦ ବିଚ୍ଛିନ୍ନତାବାଦୀ ମୃତ୍ୟୁବରଣ କରିଥିବା ମୁଖ୍ୟମନ୍ତ୍ରୀ…