କୋଟିଆରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ବାଣ୍ଟିଲେ ତାଙ୍କ ଯୋଜନା, କହିଲେ ଆନ୍ଧ୍ର-ଓଡ଼ିଶା ଭାଇଭାଇ
କୋରାପୁଟ ଜିଲ୍ଲାର ବିବାଦୀୟ କୋଟିଆ ଗ୍ରାମରେ ପୁଣି ଆନ୍ଧ୍ରର ଅନୁପ୍ରବେଶ। ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ତଥା ସାଲୁର ବିଧାୟକ ପିଡ଼ିକା ରାଜନ ଦୋରା କୋଟିଆ ଗ୍ରାମ ପୁଞ୍ଜର ଫଗୁଣସିନେରୀ ଓ ଫାଟୁସିନେରୀ ଗସ୍ତ କରିଛନ୍ତି। ଆନ୍ଧ୍ର ପ୍ରଶାସନିକ ଅଧିକାରୀଙ୍କ ସହ ଘର ଘର ବୁଲିବା ସହ…