ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(କେନ୍ୟୁଜ): ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି । ଏହା ସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି । ଏହି କ୍ଷତିଗ୍ରସ୍ତ ଲୋକଙ୍କ…