ଆତତାୟୀଙ୍କ ଗୁଳିରେ KCF ମୁଖ୍ୟ ପରମଜିତ ନିହତ
ଲାହୋର : ଖଲିସ୍ତାନୀ ଆତଙ୍କବାଦୀ ପରମଜିତ ପଂଜଓ୍ଵରକୁ ପାକିସ୍ତାନରେ ହତ୍ୟା କରାଯାଇଛି । ସେ ପୋଲିସ ଫାଇଲରେ ମୋଷ୍ଟ ଓ୍ଵାଣ୍ଟେଡ ଥିଲା । ଲାହୋରରେ ତାକୁ ଗୁଳି କରି ହତ୍ୟା କରାଯାଇଛି । ପାକିସ୍ତାନରେ ଛଦ୍ମ ବେଶରେ ରହି ସେଠାରୁ ଖଲିସ୍ତାନ ଆନ୍ଦୋଳନ…
ଲାହୋର : ଖଲିସ୍ତାନୀ ଆତଙ୍କବାଦୀ ପରମଜିତ ପଂଜଓ୍ଵରକୁ ପାକିସ୍ତାନରେ ହତ୍ୟା କରାଯାଇଛି । ସେ ପୋଲିସ ଫାଇଲରେ ମୋଷ୍ଟ ଓ୍ଵାଣ୍ଟେଡ ଥିଲା । ଲାହୋରରେ ତାକୁ ଗୁଳି କରି ହତ୍ୟା କରାଯାଇଛି । ପାକିସ୍ତାନରେ ଛଦ୍ମ ବେଶରେ ରହି ସେଠାରୁ ଖଲିସ୍ତାନ ଆନ୍ଦୋଳନ…
ବ୍ରିଟେନରେ ଆଜିଠୁ ବିଦ୍ଧିବଦ୍ଧ ଭାବେ ଆରମ୍ଭ ହୋଇଛି କିଙ୍ଗ ଚାର୍ଲସ ତୃତୀୟଙ୍କ ରାଜୁତି। ଆଜି ଲଣ୍ଡନର ବକିଙ୍ଗହମ୍ ପ୍ୟାଲେସରେ ଭବ୍ୟ ରାଜ୍ୟାଭିଷେକ ସମାରୋହରେ ଦେଶର ନୂଆ ରାଜା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି କିଙ୍ଗ ଚାର୍ଲ୍ସ ତୃତୀୟ। ୱେଷ୍ଟମିନଷ୍ଟର ଆବେରେ ବିଧିବଦ୍ଧ…
ଦୀର୍ଘଦିନ ହେଲା ଦିଲ୍ଲୀର ଯନ୍ତରମନ୍ତରରେ ଆନ୍ଦୋଳନ କରୁଥିବା ଦେଶର ଷ୍ଟାର ରେସଲରଙ୍କୁ ସମର୍ଥନ ଘୋଷଣା କରିଛନ୍ତି ହଜାର ହଜାର ଚାଷୀ। କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନାର ଅଭିଯୋଗ ଆଣି ଦେଶ ପାଇଁ ପଦକ…
ମୁମ୍ବାଇ: ପାଖାପାଖି ଆଠ ଦଶନ୍ଧି ଧରି ଚାଲିଥିବା ଆଇନଗତ ଲଢେଇର ଅନ୍ତ ଘଟାଇ ବମ୍ବେ ହାଇକୋର୍ଟ ମହାରାଷ୍ଟ୍ର ସରକାରଙ୍କୁ ଦକ୍ଷିଣ ମୁମ୍ବାଇର ଦୁଇଟି ଫ୍ଲାଟକୁ ୯୩ ବର୍ଷ ବୟସ୍କା ମହିଳାଙ୍କୁ ମାଲିକାନା ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଫ୍ଲାଟଗୁଡିକ ଦକ୍ଷିଣ ମୁମ୍ବାଇର…
ବେଙ୍ଗାଲୁରୁ : କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ବଜରଙ୍ଗ ଦଳ, ବଜରଙ୍ଗ ବାଲି ଏବଂ ନିକଟରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ‘ଦ କେରଳ ଷ୍ଟୋରୀ’ ଭଳି ପ୍ରସଙ୍ଗ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରଧାନମନ୍ତ୍ରୀ…
ଆଦିବାସୀ ଓ ଅଣଆଦିବାସୀ ସଂଘର୍ଷକୁ ନେଇ ଅଶାନ୍ତ ହୋଇ ଉଠିଥିବା ମଣିପୁରରେ ୫୪ ଜଣଙ୍କ ମୃତ୍ୟୁ ଘଟିଥିବା ସରକାରୀ ଭାବେ କୁହାଯାଇଛି। ତେବେ ବୁଧବାର ଠାରୁ ଆରମ୍ଭ ହୋଇଥିବା ହିଂସା ଓ ପୋଡ଼ାଜଳାରେ ଆହୁରି ଅଧିକ ସଂଖ୍ୟକ ଲୋକ ପ୍ରାଣ ହରାଇଥିବା…
ନୂଆଦିଲ୍ଲୀ: ରେଳବାଇ ଉପରୁ ଅଯଥା ଭାର କମାଇବାକୁ ଏବେ ପ୍ରିଣ୍ଟିଂ ପ୍ରେସ ବନ୍ଦ କରିବାକୁ ଘୋଷଣା କରିଛି ରେଳବାଇ | ବାସ୍ତବରେ ଅକ୍ଟୋବର ୨୦୧୭ରେ ତତ୍କାଳୀନ ରେଳମନ୍ତ୍ରୀ ପୀୟୁଷ ଗୋୟଲ ରେଳବାଇ ଦ୍ୱାରା ନିୟନ୍ତ୍ରିତ ସମସ୍ତ ପ୍ରିଣ୍ଟିଂ ପ୍ରେସ ବନ୍ଦ କରିବାକୁ…
ଇତିହାସ ରଚିଛନ୍ତି ଜଣେ ମୁସଲିମ ଛାତ୍ର। ନାଁ ତାଙ୍କର ମହମ୍ମଦ ଇରଫାନ। କିନ୍ତୁ ସେ ଉତ୍ତର ପ୍ରଦେଶର ଦ୍ୱାଦଶ ଶ୍ରେଣୀ ସଂସ୍କୃତ ବୋର୍ଡ ପରୀକ୍ଷାରେ ଟପ୍ପର ହୋଇଛନ୍ତି। ସେ ମୁସଲିମ ହୋଇଥିଲେ ମଧ୍ୟ ସଂସ୍କୃତ ଭାଷା ପ୍ରତି ତାଙ୍କର ବେଶ ଦୁର୍ବଳତା ରହିଛି।…
ହିଂସା ପ୍ରଭାବିତ ସୁଦାନରୁ ଆଉ ୧୯୨ ଜଣ ଭାରତୀୟଙ୍କୁ ଅପରେସନ କାବେରି ଦ୍ୱାରା ସ୍ୱଦେଶ ଅଣାଯାଇଛି। ଭାରତୀୟ ବାୟୁସେନାର ସି-୧୭ ଗ୍ଲୋବମାଷ୍ଟର-୩ ବିମାନରେ ସମସ୍ତଙ୍କୁ ନନ୍ ଷ୍ଟପ ୨୪ ଘଣ୍ଟାର ଅପରେସନ ଦ୍ୱାରା ଭାରତରେ ପହଞ୍ଚା ଯାଇଛି। ଅପରେସନ ବେଳେ କେବଳ…
କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ତାଙ୍କ ପରିବାରକୁ ହତ୍ୟା କରିବାକୁ ଯୋଜନା କରୁଛି ବିଜେପି। ପ୍ରଧାନମନ୍ତ୍ରୀ ମୋଦି ତଥା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ଖାସ୍ ଅନୁଗତ ଏଥିନିମନ୍ତେ ପ୍ରସ୍ତୁତ କରୁଛନ୍ତି ଯୋଜନା । କଂଗ୍ରେସ ପ୍ରତି କର୍ଣ୍ଣାଟକବାସୀଙ୍କ ଭଲ ପାଇବା ଦେଇ…