ଆଜି ରାଜ୍ୟର ୧୮ଟି ସହରର ତାପମାତ୍ର ୪୦ ଡିଗ୍ରି ଉପରେ
ଭୁବନେଶ୍ବର: କ୍ରମାଗତ ଦ୍ବିତୀୟ ଦିନରେ ରାଜ୍ୟର ଅଧିକାଂଶ ଅଞ୍ଚଳର ଲୋକେ ଗ୍ରୀଷ୍ମପ୍ରବାହରେ ଛଟପଟ ହୋଇଛନ୍ତି। ପ୍ରାୟ ୨ ସପ୍ତାହ ପରେ ରାଜ୍ୟରେ ପୁଣି ଥରେ ଗ୍ରୀଷ୍ମ ଲହରିର ପ୍ରଭାବ ଦେଖିବାକୁ ମିଳିଛି। ଆଜି ରାଜ୍ୟର ୧୮ଟି ସହରର ତାପମାତ୍ର ୪୦ ଡିଗ୍ରି…