ଇମ୍ରାନ ଖାଁଙ୍କ ଲାହୋର ଘରେ ଲୁଚିଛନ୍ତି ୪୦ ଆତଙ୍କବାଦୀ ! ଘରକୁ ଘେରିଲେ ପୁଲିସ୍
ଲାହୋର : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଲାହୋରରେ ଥିବା ଜମାନ ପାର୍କ ଘରେ ୩୦ରୁ ୪୦ ଆତଙ୍କବାଦୀ ରହିଛନ୍ତି ଓ ଇମ୍ରାନ ସେମାନଙ୍କୁ ଆଶ୍ରୟ ଦେଇଛନ୍ତି ପାକିସ୍ତାନ ସରକାର ଦାବି କରିଛନ୍ତି । ସେମାନଙ୍କୁ ପୁଲିସ ହାତରେ ଦେବାକୁ…