ଆଜି ୪୩ ଡିଗ୍ରୀ ଉପରେ ୩ ସହର, ୪୩.୭ ଡିଗ୍ରୀ ସହ ବଲାଙ୍ଗିର ଉତ୍ତପ୍ତ ସହର
ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଲାଗି ରହିଛି। ଯାହାଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆଜି ୪୩ ଡିଗ୍ରୀ ଉପରେ ୩ ସହର ରହିଛି। ୪୩.୭ ଡିଗ୍ରୀ ସହ ବଲାଙ୍ଗିର ପାଲଟିଛି ଉତ୍ତପ୍ତ ସହର। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…