ପେନ୍ ହସପିଟାଲରେ ଅଗ୍ନିକାଣ୍ଡ
ଭୁବନେଶ୍ବର: ରାଜଧାନୀର ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ପେନ ହସପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଅଫିସ ଷ୍ଟେସନାରୀ ଓ ବିଭିନ୍ନ କଲମ ମିଳୁଥିବା ଦୋକାନ ପେନ ହସପିଟାଲରେ ଭିତରୁ ଧୁଅଁା ବାହାରୁଥିବା ଦେଖିବାକୁ ମିଳିଥିଲା। ପରବର୍ତ୍ତି ସମୟରେ ସେଠାରେ ନିଆଁ ଲାଗି ଯାଇଥିଲା। ସାରା…