ପର୍ଜଙ୍ଗ ତହସିଲଦାରଙ୍କୁ ପ୍ରାଣାନ୍ତକ ଆକ୍ରମଣ ଘଟଣା: ୮ ଅଭିଯୁକ୍ତ ଗିରଫ
କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ତହସିଲଦାର ସିରିୟଲ ସୁଭ୍ର ପଟେଲ ଓ ରାଜସ୍ବ ନିରୀକ୍ଷକ ଆଲୋକ ଲେଙ୍କାଙ୍କୁ ଶୁକ୍ରବାର ଦିନ ପ୍ରାଣାନ୍ତକ ଆକ୍ରମଣ ଘଟଣାରେ ପୁଲିସ ଏହି ମାମଲାରେ ସଂପୃକ୍ତ ଥିବା ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମୁକ୍ତାପସି…