ଗ୍ୟାଙ୍ଗଷ୍ଟର କବଳରୁ ମୁକ୍ତ କରିଥିବା ଜମିରେ ଫ୍ଲାଟ ତିଆରି କରି ୭୬ ଜଣଙ୍କୁ ବାଣ୍ଟିଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ : ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ତଥା ରାଜନେତା ଅତିକ୍ ଅହମଦ ଦଖଲରେ ରଖିଥିବା ଜମିରେ ବୁଲଜର ଚଲାଇ ଏହାକୁ ଅକ୍ତିଆରକୁ ନେଇଥିବା ଉତ୍ତରପ୍ରଦେଶ ଯୋଗୀ ଆଦିତ୍ୟନାଥ ସରକାର ଏଠାରେ ପ୍ରଧାନମନ୍ତ୍ରୀ ଆବାସ ଘର ତିଆରି କରି ୭୬ ଜଣ ଗରିବ ଲୋକଙ୍କୁ…

କୋକା କୋଲା ପିଉଥିଲେ ସାବଧାନ, ହୋଇପାରେ କ୍ୟାନସର

ନୂଆଦିଲ୍ଲୀ :ଯଦି ଆପଣ କୋକା କୋଲା ପିଉଉଛନ୍ତି, ତା’ହେଲେ ସାବଧାନ ହୋଇଯାଆନ୍ତୁ। କାରଣ ଏହାକୁ ପିଇବା ଦ୍ୱାରା କ୍ୟାନସର ଭଳି ମାରାତ୍ମକ ରୋଗ ହୋଇପାରେ। ଡାଏଟ କୋକୋ ଠାରୁ ଆରମ୍ଭ କରି ବିଭିନ୍ନ ଖାଦ୍ୟ ପଦାର୍ଥରେ ବ୍ୟବହାର ହେଉଥିବା କୃତ୍ରିମ ମିଠା…

ଶ୍ରୀଜିଉଙ୍କ ଅଧରପଣା ନୀତି ସଂପନ୍ନ

ପୁରୀ: ଶ୍ରୀଜିଉଙ୍କୁ ଲାଗି ହେଲା ଅଧର ପଣା । ତିନି ରଥ ଉପରେ ଭଙ୍ଗାଗଲା ଅଧର ହାଣ୍ଡି । ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ପଣାକୁ ଶ୍ରୀବିଗ୍ରହଙ୍କ ଅଧର ପର୍ଯ୍ୟନ୍ତ ନିର୍ମିତ ତିନିଟି ଲେଖାଏଁ ତୁମ୍ଭାକାର ହାଣ୍ଡିରେ ପ୍ରସ୍ତୁତ କରାଯାଇଥିଲା । ସିଂହଦ୍ୱାର…

ଦିଲ୍ଲୀ ଅଧ୍ୟାଦେଶ ଅଣସାମ୍ୱିଧାନିକ ଅଭିଯୋଗ ନେଇ ସୁପ୍ରିମ୍‌କୋର୍ଟ ଗଲା ଆପ୍‌

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ପ୍ରଶାସନିକ ସେବା ଉପରେ ନିୟନ୍ତ୍ରଣ ରଖିବା ପାଇଁ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବିରୋଧରେ ଆଜି ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିୱାଲଙ୍କ ଆପ୍‌ ଦଳ ସୁପ୍ରିମ୍‌କୋର୍ଟ ଯାଇଛି। ସରକାରଙ୍କ ଅଧ୍ୟାଦେଶ ବେଆଇନ ବୋଲି ସୁପ୍ରିମ୍‌କୋର୍ଟରେ ଆପ୍‌(ଆମ ଆଦମୀ…

ଗୁଜୁରାଟରେ ବର୍ଷା ଆଣିଲା ବିତ୍ପାତ, ୨ ଦିନରେ ନେଲେଣି ୯ ଜୀବନ

ଗାନ୍ଧୀନଗର : ଗୁଜୁରାଟରେ ବର୍ଷା ଆଣିଲା ବିତ୍ପାତ, ୨ ଦିନ ଭିତରେ ୯ ଜୀବନ ନେଲେଣି। ସୂଚନା ମୁତାବକ ଗତ ୩୦ ଘଣ୍ଟା ଭିତରେ ଏଠାରେ ପ୍ରାୟ ୨୦୦ ମିଲିମିଟର ବର୍ଷା ହୋଇଛି। ମୂଷଳ ଧାରା ବର୍ଷା ଯୋଗୁ ବହୁ ଅଞ୍ଚଳ…

ବଢିଲା ସ୍ବଳ୍ପ ସଂଚୟ ସ୍କିମର ସୁଧହାର

ନୂଆଦିଲ୍ଲୀ : କ୍ଷୁଦ୍ର ସଞ୍ଚୟ ଯୋଜନା ଗୁଡ଼ିକରେ ନିବେଶ କରୁଥିବା ନାଗରିକଙ୍କୁ ସରକାର ଖୁସି ଖବର ଆଣିଦେଇଛନ୍ତି । ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ ତ୍ରୟମାସ ପାଇଁ ସରକାର କେତେକ ସ୍ବଳ୍ପ ସଂଚୟ ଯୋଜନା ଉପରେ ସୁଧ ହାର ୦.୩ ପ୍ରତିଶତ…

ଟ୍ୱିଟରକୁ ଝଟକା ଦେଲେ କର୍ଣ୍ଣାଟକ ହାଇକୋର୍ଟ, ସରକାରଙ୍କ ନିର୍ଦ୍ଦେଶ ନ ମାନିବାରୁ ଦେବ ୫୦ ଲକ୍ଷ ଟଙ୍କାର ଜରିମାନା

ବେଙ୍ଗାଲୁରୁ: କର୍ଣ୍ଣାଟକ ହାଇକୋର୍ଟ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ୱିଟରକୁ ଏକ ବଡ଼ ଝଟକା ଦେଇଛନ୍ତି। ଟ୍ୱିଟରର ଆବେଦନକୁ ଖାରଜ କରି କୋର୍ଟ କହିଛନ୍ତି ଯେ ବର୍ଷେ ଧରି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପାଳନ ନକରିବାରୁ ୫୦ ଲକ୍ଷ ଟଙ୍କାର ଜରିମାନା ଦେବାକୁ…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜୁଲାଇ ୩ ଓ ୪ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭିଜିବ ଓଡ଼ିଶା । ଜୁଲାଇ ୩ରୁ ହେବ ପ୍ରବଳ ବର୍ଷା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜୁଲାଇ ୩ ଓ ୪ରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର…

ଅବ୍ୟାପାରରେ ବ୍ୟାପାର: ଭର୍ତ୍ତୃହରି

ଭୁବନେଶ୍ୱର: ଫାଇଭଟି ସଚିବଙ୍କୁ ନେଇ ବିବାଦ ଓ ସେୀମ୍ୟ ପଟ୍ଟନାୟକଙ୍କ ପ୍ରଶ୍ନ ପ୍ରସଙ୍ଗ । ଏସବୁ ଅବ୍ୟାପାରରେ ବ୍ୟାପାର ବୋଲି କହିଲେ ସାଂସଦ ଭର୍ତ୍ତୃହରି ମହତାବ । ସୌମ୍ୟ ବାବୁ ପ୍ରଶ୍ନ କଲେ ,ମୁଖ୍ୟମନ୍ତ୍ରୀ ତାର ଉତ୍ତର ଦେଇ ସାରିଛନ୍ତି ।…

ଯୁବକଙ୍କୁ ମାଡ଼ ମାରି ରାଜଧାନୀରୁ ବନ୍ଧା ହେଲେ ‘ନକଲି ପୋଲିସ ଅଧିକାରୀ’

ଭୁବନେଶ୍ୱର: ନିଜକୁ ଥାନା ଅଧିକାରୀ ପରିଚୟ ଦେଇ ଯୁବକଙ୍କୁ ମାଡ଼ ମାରୁଥିବା ଜଣେ ନକଲି ପୋଲିସକୁ ଗିରଫ କରିଛି କମିଶନରେଟ୍ ପୋଲିସ । ଶୁକ୍ରବାର ପୋଲିସରେ ଏନେଇ ଅଭିଯୋଗ ପରେ ନକଲି ପୋଲିସ ଅଧିକାରୀ ରଶ୍ମି ରଞ୍ଜନ ଭୂୟାଁଙ୍କ ହାତରେ ହାତକଡ଼ି ପକାଇଛି…