୧୦୦ ଛୁଇଁଲା ଟମାଟୋ ଦର

ଭୁବନେଶ୍ୱର: ହଠାତ୍ ଟମାଟୋ ଦର ଆକାଶ ଛୁଆଁ । ୨୫ରୁ ୩୦ ଟଙ୍କାରେ ମିଳୁଥିବା ଟମାଟୋ ଏବେ ୧୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି । ଦେଶର ବିଭିନ୍ନ ସ୍ଥାନରେ ଦର ଶହେ ଟଙ୍କା ପହଞ୍ଚିଲାଣି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ…

ଚାକିରି ଛାଡ଼ିଲେ ବିଧାୟକ ସୁରଙ୍କ ପୁଅ ମନ୍ମଥ ରାଉତରାୟ

ଭୁବନେଶ୍ୱର: ଚାକିରି ଛାଡ଼ିଲେ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । ଏୟାର ଇଣ୍ଡିଆରେ କ୍ୟାପଟେନ୍ ଭାବେ କାର‌୍ୟ୍ୟରତ ଥିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ । ୨୦୨୪ରେ ସୁର ରାଉତରାୟ ନିର୍ବାଚନ ଲଢ଼ିବେନି ବୋଲି ପୂର୍ବରୁ…

ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଲେ ସରକାର

ନବରଙ୍ଗପୁର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବରିଷ୍ଠ ଓଡିଶା ପ୍ରଶାସନିକ ସେବା ଅଧିକାରୀ ନବରଙ୍ଗପୁରର ପୂର୍ବତନ ସହକାରୀ ଉପ- ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ରାଉତଙ୍କୁ ସରକାରୀ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବିଭିନ୍ନ ଦୁର୍ନୀତିରେ ଅଭିଯୋଗରେ ଜଡିତ ଥିବା…

କେନ୍ଦୁପତ୍ରରେ ଜିଏସ୍‌ଟି ପ୍ରତ୍ୟାହାର ଦାବିରେ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: କେନ୍ଦୁପତ୍ର ଯାହାକି ଏକ କ୍ଷୁଦ୍ର ଜଙ୍ଗଲ ଉତ୍ପାଦନ । ଓଡିଶାର ପ୍ରାୟେ ୮ ଲକ୍ଷ ଆଦିବାସୀ ଅଧ୍ୟୁଷିତ ଲୋକେ ଏହି କେନ୍ଦୁ ପତ୍ର ଉପରେ ନିର୍ଭର କରିଥାନ୍ତି । ଆଦିବାସୀ ମାନଙ୍କର ଏହା ହେଉଛି ଆର୍ଥିକ ମେରୁଦଣ୍ଡ । କେନ୍ଦୁପତ୍ରର…

ଦିଗପହଣ୍ଡି ବସ୍‌ ଦୁର୍ଘଟଣା: OSRTC ବସର ଡ୍ରାଇଭର୍‌ ଗିରଫ

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ଆସିଲା ବଡ଼ ଖବର । ଦୁର୍ଘଟଣାଗ୍ରସ୍ତ OSRTC ବସ୍‌ ଡ୍ରାଇଭର୍‌ ଗିରଫ । ଦୁର୍ଘଟଣାଗ୍ରସ୍ତ OSRTC ବସ୍‌ ଡ୍ରାଇଭର୍‌ ମାନସ ପ୍ରଧାନଙ୍କୁ ଗିରଫ କରିଛି ଦିଗପହଣ୍ଡି ଥାନା ପୋଲିସ । ଗତକାଲି ରାତିରେ ତାଙ୍କୁ ପଚରାଉଚରା କରାଯାଇଥିଲା…

ଅଡିଓ ମୁଖ୍ୟମନ୍ତ୍ରୀଙ୍କର ବୋଲି ଆମେ ଗ୍ରହଣ କରିପାରୁନୁ: ଶରତ ପଟ୍ଟନାୟକ

ଭୁବନେଶ୍ୱର: ବରଗଡ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଅଡିଓକୁ ନେଇ ଏବେ ସବୁଠି ପ୍ରଶ୍ନ ଉଠୁଛି । ଏହାକୁ ନେଇ କଂଗ୍ରେସ ଉଠାଇଲା ପ୍ରଶ୍ନ । ୫ଟି ଲୋକଙ୍କ ନିକଟରେ ରଖିଥିଲେ ଅଡିଓ । ସେ ଅଡିଓ ମୁଖ୍ୟମନ୍ତ୍ରୀଙ୍କର ବୋଲି ପ୍ରମାଣ କଣ ବୋଲି…

ଓଡ଼ିଶା କ୍ୟାଡର ଆଇଏଏସ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲା କେନ୍ଦ୍ର ; ଅଭିଯୋଗ ଆଣିଥିଲେ ବିଜେପି ସାଂସଦ ଓ ନେତା

ଭୁବନେଶ୍ୱର: ଓଡ଼ିଶାର ନିର୍ଦ୍ଦିଷ୍ଟ ସଚିବ ସ୍ତରର ସରକାରୀ କର୍ମଚାରୀଙ୍କୁ ନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ କେନ୍ଦ୍ର ସରକାର । ଉକ୍ତ ସଚିବଙ୍କ ବିରୁଦ୍ଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର…

ମୁଁହ ଖୋଲିଲେ ପୁଟିନ୍‌, କହିଲେ- ସବୁ ପଶ୍ଚିମ ଦେଶଙ୍କ ଚାଲ୍‌

ମସ୍କୋ : ରୁଷର ମିଲିଟାରୀ ଶାସନ ଓ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ଦେଖାଦେଇଥିବା ବିଦ୍ରୋହ ଥମିବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ରାଷ୍ଟ୍ରପତି ପୁଟିନ । ଏହା ବିରୋଧୀଙ୍କ ଚାଲ୍‌ ବୋଲି ପୁଟିନ୍‌ କହିବା ସହ ଏଥିରେ…

ଆରମ୍ଭ ହୋଇଛି ଏକାମ୍ର ପ୍ରକଳ୍ପ ପାଇଁ ଭୂମିପୂଜନ

ଭୁବନେଶ୍ୱର: ଝଲସୁଛି ଏକାମ୍ର କ୍ଷେତ୍ର । ଶ୍ରୀଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ଉନ୍ନତିକରଣ ଓ ଶୋଭାବୃଦ୍ଧି ପାଇଁ ପ୍ରସ୍ତାବିତ ଏକାମ୍ର କ୍ଷେତ୍ର ପ୍ରକଳ୍ପର ଶିଳାନ୍ୟାସ ମହୋତ୍ସବ ଚାଲିଛି । ବ୍ରାହ୍ମଣ ପଣ୍ଡିତଙ୍କ ମନ୍ତ୍ରପାଠ, ନାମ ସଂକୀର୍ତ୍ତନ ସାଙ୍ଗକୁ ଓମ୍‌ ନମଃ ଶିବାୟ ଧ୍ୱନିରେ କମ୍ପୁଛି…

ବିମାନ ସିଟରେ ଶୌଚ କଲେ ଯାତ୍ରୀ, ଓହ୍ଲାଇବା ପରେ ଗିରଫ କଲା ପୁଲିସ

ନୂଆଦିଲ୍ଲୀ : ବିମାନରେ ଯାତ୍ରୀମାନଙ୍କ ବିଶୃଙ୍ଖଳିତ ଆଚରଣ ମାମଲା ବଢିଚାଲିଛି । ଡିଜିସିଏର ତାଗିଦ ଓ ବିମାନ କର୍ତ୍ତୃପକ୍ଷଙ୍କ ବିଭିନ୍ନ ପଦକ୍ଷେପ ସତ୍ତ୍ବେ ଏସବୁ ମାମଲା କମୁନାହିଁ । ନିକଟରେ ଏୟାର ଇଣ୍ଡିଆର ମୁମ୍ବାଇ-ଦିଲ୍ଲୀ ବିମାନରେ ଯାତ୍ରା କରୁଥିବା ଜଣେ ବ୍ୟକ୍ତିକୁ…