June 2023

‘ଦି ଟାଇଟନ୍‌’ ବିସ୍ଫୋରଣ ଅତ୍ୟନ୍ତ ଭୟାବହ : ଉଦ୍ଧାରକାରୀ ଦଳ

ନୂଆଦିଲ୍ଲୀ: ଗତ ରବିବାର ‘ଓସେନ୍‌ ଗେଟ୍‌ ଏକ୍ସପିଡିସନ୍‌’ଦ୍ବାରା ପରିଚାଳିତ କ୍ଷୁଦ୍ର ବୁଡ଼ାଜାହାଜ ‘ଟାଇଟନ୍‌’ ଆଟ୍‌ଲାଣ୍ଟିକ୍‌ ମହାସାଗର ଭିତରେ ହଠାତ୍‌ ବିସ୍ଫୋରଣର ଶିକାର ହୋଇଥିଲା। ଫଳରେ ଏଥିରେ ଥିବା ୫ଜଣ ଯାତ୍ରୀଙ୍କ ଏଥିରେ ମୃତ୍ୟୁ ହୋଇଯାଇଥିବା ଖବର ମିଳିଛି। ଏହି ୫ଜଣ ଯାତ୍ରୀ…

5-ଟି ଉପକ୍ରମରେ ନନ୍ଦନକାନନ ର ହେବ ରୂପାନ୍ତର, ବିଶ୍ବସ୍ତରୀୟ ହେବ ନନ୍ଦନକାନନ

ଦୁଇଟି ପର୍ଯ୍ୟାୟରେ ରୂପାନ୍ତର ହେବ ୨୦୨୩-୨୫ ଓ ୨୦୨୫-୨୮ ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ୍‌ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବ ପିଲାଙ୍କ ପାଇଁ ପ୍ରକୃତି ଶିକ୍ଷା ଉପରେ ଏକ ଆକର୍ଷଣୀୟ କେନ୍ଦ୍ର…

ଭାରତରେ ଧର୍ମ, ଜାତି, ଲିଙ୍ଗ କିମ୍ବା ବର୍ଣ୍ଣକୁ ନେଇ କୌଣସି ପାତରଅନ୍ତରର ପ୍ରଶ୍ନ ହିଁ ନାହିଁ – ମୋଦି

ଭାରତରେ ବାକ୍‌ ସ୍ୱାଧୀନତା ଓ ସଂଖ୍ୟାଲଘୁଙ୍କ ସହ ପାତରଅନ୍ତର କରାଯାଉଥିବା ପ୍ରଶ୍ନର ଉତ୍ତର ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ମୋଦି ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ମିଶି ସାମ୍ବାଦିକମାନଙ୍କ କିଛି ପ୍ରଶ୍ନର ଉତ୍ତର ଦେଇଥିଲେ। ଏହି…

ସାହିତ୍ୟ ଅକାଦେମି ପକ୍ଷରୁ ଘୋଷଣା ହେଲା ବାଲ୍ ସାହିତ୍ୟ ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ୱର: ୨୦୨୩ ବର୍ଷ ପାଇଁ ଆଜି ସାହିତ୍ୟ ଅକାଦେମି ପକ୍ଷରୁ ବାଲ୍ ସାହିତ୍ୟ ପୁରସ୍କାର ଘୋଷଣା କରାଯାଇଛି | ଚଳିତବର୍ଷ ୨୨ଟି ଭାଷାରେ ପ୍ରକାଶିତ ଶିଶୁସାହିତ୍ୟ ସମ୍ବଳିତ ପୁସ୍ତକ ପାଇଁ ପୁରସ୍କାର ଘୋଷଣା କରାଯାଇଛି | ଓଡ଼ିଆ ଭାଷାରେ ପ୍ରକାଶିତ ଯୁଗଳ…

ୟୁଏସ କଂଗ୍ରେସକୁ ମୋଦିଙ୍କ ସମ୍ବୋଧନ, କହିଲେ- ଆତଙ୍କବାଦୀର ମୁକାବିଲା ପାଇଁ କିନ୍ତୁ, ପରନ୍ତୁ ଶବ୍ଦର ପ୍ରୟୋଗ ଉଚିତ ନୁହେଁ

ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ମୋଦି ୟୁଏସ କଂଗ୍ରେସର ମିଳିତ ଅଧିବେଶନରେ ନିଜ ଅଭିଭାଷଣ ରଖିଛନ୍ତି । ଏହି ଅବସରରେ ସେ ଭାରତ ଆମେରିକା ସମ୍ପର୍କ ଉପରେ ଗୁରୁତ୍ୱାରୋପ କରିବା ସହ ମିଳିତ ଭାବେ ଆତଙ୍କବାଦର ମୁକାବିଲା କରିବାକୁ ଆହ୍ୱାନ କରିଛନ୍ତି।…

ଯୁବତୀଙ୍କୁ ଛୁରୀ ଭୁସି ହତ୍ୟା ଘଟଣା: କେନ୍ଦ୍ରାପଡ଼ାରୁ ଅଭିଯୁକ୍ତ ଯୁବକ ଗିରଫ

ଭୁବନେଶ୍ବର/କେନ୍ଦ୍ରାପଡ଼ା: ଗତ ୨୦ ତାରିଖ ଦିନ ଭୁବନେଶ୍ବରରେ ଜଣେ ଯୁବତୀଙ୍କୁ ଛୁରୀ ଭୁସି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ରମେଶ ବାରିକ ‌ଆଜି କେନ୍ଦ୍ରାପଡ଼ାରୁ ଗିରଫ ହୋଇଛି। ପୁଲିସ ଅଭିଯୁକ୍ତ ରମେଶକୁ ଗିରଫ କରିବା ପରେ ଅଧିକ ପଚରାଉଚରା କରୁଛି। ସୂଚନାଯୋଗ୍ୟ,…

ଆବାସ ଦୋଷୀ ଜେଲ ଯିବେ: ଗିରିରାଜ

ଭୁବନେଶ୍ୱର: ଅବାସ ଦୁର୍ନୀତି ତଦନ୍ତ ହେବ କହିଲେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ । ତଦନ୍ତ କରାଯାଇ ଯିଏ ଦୋଷୀ,ଜେଲ ପଠାଯିବ ବୋଲି କହିଲେ ଗିରିରାଜ । ଆବାସ ଦୁର୍ନୀତ୍ତିରେ ହେରଫେରକୁ ରୋକିବାକୁ ଚେଷ୍ଟା କରାଯିବ । ଆବାସ ସହ ମନରେଗା କାର୍ଯ୍ୟ…

ହୋଟେଲ ରୁମ୍‌ରୁ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ

ଦେବଗଡ଼ ସହରରେ ଥିବା ଏକ ହୋଟେଲ ରୁମରୁ ମିଳିଲା ଏସବିଆଇ ସିଏସି ମ୍ୟାନେଜରଙ୍କ ଝୁଲନ୍ତା ମୃତଦେହ। ତାଙ୍କ ନାଁ ସୁବାସ ଅଗ୍ରୱାଲ। ତାଙ୍କ ଘର ସମ୍ବଲପୁରର ଅଇଁଠାପାଲିରେ। ଗତ ୪ ଦିନ ହେଲା ସୁବାସ ଅଗ୍ରୱାଲ ଦେବଗଡ଼ ଏସ୍‌ବିଆଇରେ ସିଏସି ମ୍ୟାନେଜର…

ଆପଣ ବାହା ହୁଅନ୍ତୁ ଆମେ ବରଯାତ୍ରୀ ଯିବୁ – ରାହୁଲଙ୍କୁ କହିଲେ ଲାଲୁ

ପାଟନା : ନିଜର ମଜାଳିଆ ଅନ୍ଦାଜ ପାଇଁ ଜଣାଶୁଣା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଆଜି ବିରୋଧୀଙ୍କ ମହା ବୈଠକରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି। ପାଟନାରେ ବିରୋଧୀ ଦଳଗୁଡ଼ିକର ମହା ବୈଠକ ପରେ ସାମ୍ବାଦିକ…

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ, ନଗଦ ୩ କୋଟି ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କୋଟିପତି ବାବୁ। ଜବତ ହୋଇଛି କୋଟି କୋଟି ଟଙ୍କା, ସୁନା, ରୁପା ଅଳଙ୍କାର ଓ ସୁନା ବିସ୍କୁଟ । ଏହି କୋଟିପତି ବାବୁ ହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ । ଏତେ ପରିମାଣର ଟଙ୍କା…