ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ୍

ଆଜିଠୁ ଆଉ ତିନିଟି ଜିଲ୍ଲାରେ ଖୋଲିଲା ସ୍କୁଲ । ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ଆଜିଠୁ ସ୍କୁଲ ଖୋଲିଛି । ଏସବୁ ଜିଲ୍ଲାରେ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ଟା ଯାଏ…

୫ଟି ଉପକ୍ରମରେ ବାହାନଗା ହାଇସ୍କୁଲର ପୁନଃନିର୍ମାଣ ହେବ; ୨.୪୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର :ବାଲେଶ୍ବର ଜିଲ୍ଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି । ସୂଚନାଯୋଗ୍ୟ…

ପ୍ରାଥମିକତା ଭିତ୍ତିରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଆୟୁଷ୍ମାନ ଭାରତ କାର୍ଡ ପ୍ରସ୍ତୁତ କର: ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ଅଧିକାରୀମାନଙ୍କୁ ପ୍ରାଥମିକତା ଭିତ୍ତିରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଆୟୁଷ୍ମାନ ଭାରତ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜେଏୱାଇ) ଅଧୀନରେ ସରକାର ପରିବାର…

କଣ୍ଠଶିଳ୍ପୀ ସୌରିନ ଭଟ୍ଟ ମାମଲା: କୋଲକାତାରୁ ଖାଲି ହାତରେ ଫେରିଲା କମିସନରେଟ୍ ପୁଲିସ

କଟକ: ଜଣାଶୁଣା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ କୋଲକାତାସ୍ଥିତ ଘରୁ ଖାଲି ହାତରେ ଫେରିଛି କମିସନରେଟ୍ ପୁଲିସ। ଗତ ବୁଧବାର ରାତିରେ ପୁଲିସ ଚଢ଼ଉ କରିଥିଲା। କିନ୍ତୁ ଘରେ ନ ଥିଲେ ସୌରିନ। ତାଙ୍କ ପରିବାର ଲୋକେ କହିଛନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ…

ବିରୋଧୀଙ୍କ ବଡ଼ ବୈଠକ ପୂର୍ବରୁ କଂଗ୍ରେସକୁ ଚରମବାଣୀ ଶୁଣାଇଲା ଆପ୍‌

ନୂଆଦିଲ୍ଲୀ : ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକ ଆସନ୍ତାକାଲି ବିହାରରେ ପାଟନାରେ ବଡ଼ ବୈଠକ କରିବାକୁ ଯାଉଛନ୍ତି। ଏହି ବୈଠକ ଜରିଆରେ ବିରୋଧୀ ଦଳଗୁଡ଼ିକ ନିଜର ଶକ୍ତିପ୍ରଦର୍ଶନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ହେଲେ ଏହା ପୂର୍ବରୁ ଦିଲ୍ଲୀ ଓ…

ବିରୋଧୀଙ୍କ ପାଟନା ବୈଠକକୁ ଯିବେନି ମୟାବତୀ, କଂଗ୍ରେସକୁ କଲେ ଟାର୍ଗେଟ

ପାଟନା : ବହୁ ପ୍ରତିକ୍ଷୀତ ବିରୋଧୀ ଦଳଗୁଡ଼ିକର ବୈଠକ ଆସନ୍ତାକାଲି ପାଟନାରେ ଅନୁଷ୍ଠିତ ହେବ। ୨୦୨୪ରେ ବିଜେପିକୁ ମାତ ଦେବା ପାଇଁ ବିରୋଧୀ ଦଳଗୁଡ଼ିକ ପାଟନାର ଶକ୍ତି ପ୍ରଦର୍ଶନ ସହ ରଣନୀତି ପ୍ରସ୍ତୁତ କରିବେ। ତେବେ ବିଏସ୍‌ପି ମୁଖିଆ ମାୟାବତୀ କିମ୍ବା…

ରାଜ୍ୟ ଆହାର ସୋସାଇଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ  ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ…

ଏଣିକି ଭାରତରେ ତିଆରି ହେବ ଯୁଦ୍ଧ ବିମାନ ଇଞ୍ଜିନ, GE ସହ ଡିଲ୍‌ ଫାଇନାଲ

ନୂଆଦିଲ୍ଲୀ : ଭାରତୀୟ ବାୟୁସେନା ବ୍ୟବହାର କରୁଥିବା ଯୁଦ୍ଧ ବିମାନର ଇଞ୍ଜିନ ଏଣିକି ଭାରତରେ ହିଁ ତିଆରି ହେବ। ଏଥିପାଇଁ ହିନ୍ଦୁସ୍ତାନ ଏରୋନଟିକ୍ସ ପ୍ରାଇଭେଟ ଲିଃ ସହ ଚୁକ୍ତି କରିଛି ଆମେରିକାର ଜେନେରାଲ ଇଲେକ୍ଟ୍ରିକ(GE) ଅରୋସ୍ପେସ। GE ସହାୟତାରେ ହାଲରେ ହିଁ…

କଟକ- ଭୁବନେଶ୍ୱରରେ ପ୍ରାକ୍ ମୌସୁମୀ ବର୍ଷା: ଟୁଇନସିଟିବାସୀ ଆଶ୍ୱସ୍ତ

ଭୁବନେଶ୍ବର: ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରୁ ଟୁଇନସିଟିବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଆଜି ସକାଳେ କଟକ ଓ ଭୁବନେଶ୍ବରରେ ପ୍ରଚଣ୍ଡ ତାତି ସହ ଗୁଳୁଗୁଳି ହେତୁ ଛଟପଟ ହେଉଥିଲେ ଲୋକେ। ହେଲେ ମଧ୍ୟାହ୍ନରେ ଆକସ୍ମିକ ଭାବେ ପ୍ରାକ୍ ମୌସୁମୀ ବର୍ଷା ହେବା କାରଣରୁ…

ଟ୍ରକକୁ ଧକ୍କା ଦେଲା ପିସିଆର, ୫ ପୋଲିସ୍‌ କର୍ମଚାରୀ ଆହତ

ବୌଦ୍ଧ : ପେଟ୍ରୋଲ ପମ୍ପରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପିସିଆର । ପାଞ୍ଚ ପୋଲିସ୍‌ କର୍ମଚାରୀ ଆହତ । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ମନମୁଣ୍ଡା ପେଟ୍ରୋଲ ପମ୍ପ ନିକଟରେ ଠିଆ ହୋଇଥିବା ଟ୍ରକକୁ ଖୁବ୍‌ ଜୋରରେ…