ଭିଜିଲାନ୍ସ ଜାଲରେ ପୂର୍ବତନ DSWO, ୧୧ଟି ସ୍ଥାନରେ ରେଡ୍
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ପରେ ଭଦ୍ରକର ପୂର୍ବତନ ଡିଏସ୍ଡବ୍ଲୁଓ ଜୟନ୍ତୀ ବେହେରାଙ୍କ ଘରେ ଭିଜିଲାନ୍ସ ଚଢଉ କରୁଛି । ବାଲେଶ୍ୱର, ଭଦ୍ରକ, ଭୁବନେଶ୍ୱରର ୧୧ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି । ଭୁବନେଶ୍ୱର ଗୌତମ ନଗର ଓ ଓଲଡ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ପରେ ଭଦ୍ରକର ପୂର୍ବତନ ଡିଏସ୍ଡବ୍ଲୁଓ ଜୟନ୍ତୀ ବେହେରାଙ୍କ ଘରେ ଭିଜିଲାନ୍ସ ଚଢଉ କରୁଛି । ବାଲେଶ୍ୱର, ଭଦ୍ରକ, ଭୁବନେଶ୍ୱରର ୧୧ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି । ଭୁବନେଶ୍ୱର ଗୌତମ ନଗର ଓ ଓଲଡ…
ଭୁବନେଶ୍ୱର: ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।ଓଡ଼ିଶା ଛୁଇଁଲା ମୌସୁମୀ । ଦୁଇ ଦିନ ଭିତରେ ସାରା ରାଜ୍ୟରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ । ଏହା ପ୍ରଭାବରେ ସାରା ଓଡିଶାରେ ବର୍ଷା ଜାରି ରହିଛି । ବିଶେଷ କରି…
ପୁରୀ : ପୁରୀ ପାଇଁ ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ। ପୁରୀକୁ ପୁଣି ଥରେ ବିଶ୍ବ ଦରବାରରେ ପରିଚିତ କରାଇବା ପାଇଁ ନେଲେ ଏପରି ନିସ୍ପତି। ବଢ଼ିଲା ଅବଢ଼ା ଯୋଜନାର ଅଟକଳ । ପୂର୍ବରୁ ୩୨୦୮ କୋଟି ଟଙ୍କା ଖର୍ଚ୍ଚ ଅଟକଳ ହୋଇଥିଲା…
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ ଅନୁମୋଦନ…
ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୨ତାରିଖ ଅପରାହ୍ନ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଂଚିବା ପରେ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟକୁ ସିଧାସଳଖ ଗସ୍ତ କରିବେ…
ବାହାନଗା : ବାହାନଗା ଦୁର୍ଘଟଣା ପରେ ଖୋଲିଲା ବାହାନଗା ଉଚ୍ଚବିଦ୍ୟାଳୟ। ବହୁ ବାଦ ବିବାଦ ପରେ ବାହାନଗା ସ୍କୁଲ ଘର ଭଙ୍ଗା ଯାଇଥିଲା। ଏହି ବିଦ୍ୟାଳୟ ପରିସରରେ ୧୦୦ରୁ ଊର୍ଦ୍ଧ୍ବ ଶବ ରହିଥିଲା। ପିଲାମାନେ ଭୟ କରୁଥିବାରୁ ସ୍କୁଲ ଘର ଭଙ୍ଗା…
ମୁମ୍ବାଇ : ପାକିସ୍ତାନ କ୍ରିକେଟ ବୋର୍ଡକୁ ଏକ ବଡ଼ ଝଟକା ଦେଇଛନ୍ତି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଓ ଭାରତର ବିସିସିଆଇ । ଆଇସିସି ଓ ବିସିସିଆଇ ଆଗରେ ପାକିସ୍ତାନ କ୍ରିକେଟ୍ ବୋର୍ଡ ଦାବି କରିଥିଲା ଯେ, ୨୦୨୩ ବିଶ୍ବକପ୍ ମ୍ୟାଚ୍ ଚେନ୍ନାଇ…
ନିୟୁର୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲିଠୁ ୩ ଦିନିଆ ରାଜକୀୟ ଆମେରିକା ଗସ୍ତରେ ଯାଇଥିବା ବେଳେ ଟ୍ୱିଟରର ମାଲିକ ଏଲନ ମସ୍କଙ୍କ ସହ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ପରେ ମସ୍କ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇବା…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ମହିଳା କନିଷ୍ଠ ଯନ୍ତ୍ରୀ। ତାଙ୍କ ନାଁ ପ୍ରଣତି ସାହୁ। ସେ ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଲକରେ ନିଯୁକ୍ତ ହୋଇଛନ୍ତି। ବିଲ୍ ପାସ୍ କରାଇ ଦେବା ପାଇଁ କନିଷ୍ଠ ଯନ୍ତ୍ରୀ ପ୍ରଣତି ସାହୁ ଜଣେ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ହତ୍ୟା କରିବେ ବୋଲି ଜଣେ ବ୍ୟକ୍ତି ଆଜି ଦିଲ୍ଲୀ ପୁଲିସର ‘ଆଉଟର୍ ଡିଷ୍ଟ୍ରିକ୍ଟ୍’ ପୁଲିସକୁ ଦୁଇଟି ‘ପିସିଆର୍’ କଲ୍ କରିଥିବା କଥା ‘ଇଣ୍ଡିଆ ଟିଭି’…