ଡିୟୁ ଖାଲି ବିଶ୍ବବିଦ୍ୟାଳୟ ନୁହେଁ, ଏକ ଆନ୍ଦୋଳନ ମଧ୍ୟ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଦିଲ୍ଲୀ ବିଶ୍ବବିଦ୍ୟାଳୟ (ଡିୟୁ) କେବଳ ବିଶ୍ବବିଦ୍ୟାଳୟ ନୁହେଁ, ଗୋଟାଏ ଆନ୍ଦୋଳନ ବୋଲି ଆଜି ଏହାର ଶତବାର୍ଷିକୀ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ବିଶ୍ବବିଦ୍ୟାଳୟର ନର୍ଥ ବ୍ଲକ୍‌ରେ ତିନୋଟି ଅଟ୍ଟାଳିକା ନିର୍ମାଣ…

ବିଜେଡି ନେତାଙ୍କର ସାମାନ୍ୟତମ ସ୍ୱାଭିମାନ ଥିଲେ, ୫ଟି ସଚିବଙ୍କ ଗସ୍ତକୁ ସମର୍ଥନ କରନ୍ତେ ନାହିଁ

ଭୁବନେଶ୍ଵର: ୫ଟି ସଚିବ ଭି କେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ନେଇ ପୁଣି ବିଜେଡି ଉପରେ ବର୍ଷିଛି ବିଜେପି। ଆଜି ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି,  ଯେତେବେଳେ ସରକାର ମୁଣ୍ଡବିହୀନ ହୋଇଯାଏ, ସେତେବେଳେ ଏହିଭଳି ବିଲକ୍ଷଣ ଦେଖିବାକୁ ମିଳିଥାଏ।…

5T ସଚିବ ଭି. କେ ପାଣ୍ଡିଆନଙ୍କ ଜଗତସିଂହପୁର ଗସ୍ତର ଦ୍ଵିତୀୟ ଦିନ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଗସ୍ତରେ 5T ସଚିବ ଭି. କେ ପାଣ୍ଡିଆନ । 5T ସଚିବ ଭି. କେ ପାଣ୍ଡିଆନଙ୍କ ଗସ୍ତର ଆଜି ୨ୟ ଦିନ । ୨ୟ ଦିନରେ ଜଗତସିଂହପୁର ସଦର ମହକୁମାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ…

ବାହାନଗା ରେଳ ଦୁର୍ଘଟଣା; ଆସିଲା ୨୯ ମୃତଦେହର ଡିଏନ୍‌ଏ ରିପୋର୍ଟ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାକୁ ୨୮ ଦିନ ପୂରିଥିବା ବେଳେ ଆଜି ୨୯ ମୃତଦେହଙ୍କର DNA ରିପୋର୍ଟ ଆସିଛି। ଏହି ରିପୋର୍ଟ ଆଧାରରେ ଆଜି ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି। ସେପଟେ ଘଟଣାକୁ ପାଖାପାଖି…

ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା, ଦର୍ଶନରୁ ବଞ୍ଚିତ ଭକ୍ତ

ଆଠଗଡ଼  : ଧୋଇଗଲା ଧବଳେଶ୍ୱର ଅସ୍ଥାୟୀ ରାସ୍ତା। ଧବଳେଶ୍ୱରକୁ ସଂଯୋଗ କରୁଥିବା ଅସ୍ଥାୟୀ ରାସ୍ତା ଭାସିଯାଇଛି। ମହାନଦୀରେ ଅଧିକ ବର୍ଷା ପାଣି ଆସିବାରୁ ଅସ୍ଥାୟୀ ରାସ୍ତାଟି ଧୋଇଯାଇଛି। ଫଳରେ ବାବା ଧବଳେଶ୍ୱରଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଶ୍ରଦ୍ଧାଳୁ। ମଞ୍ଚେଶ୍ୱର ନଦୀ ଘାଟରୁ ପାଇକରାପୁର…

ଖୁବ୍ ଶୀଘ୍ର କାର୍ଯ୍ୟାନୁଷ୍ଠାନ ହେବା ଉଚିତ୍‌: ଜୁଏଲ ଓରାମ

ଭୁବନେଶ୍ୱର: ୫ଟି ସଚିବଙ୍କ ବିଭିନ୍ନ ଜିଲ୍ଲା ଗସ୍ତକୁ ସାଂସଦ ଜୁଏଲ ଓରାମଙ୍କ ବିରୋଧ । ଅପରାଜିତା ଷଢଙ୍ଗୀ ଉଠାଇଥିବା ପ୍ରସଙ୍ଗକୁ ଠିକ୍ କହିଲେ ଜୁଏଲ୍ । ଆଇଏଏସ୍ ଅଡଫିସର କିଭଳି ଭାବେ ସିଧାସଳଖ ରାଜନୀତି କରୁଛନ୍ତି ପଶ୍ନ କରିଛନ୍ତି ସାଂସଦ। ଏଥିପାଇଁ…

ରୂପାରେ ଆଚ୍ଛାଦିତ ହେଲା ସିଂହଦ୍ୱାର

ପୁରୀ: ଶ୍ରୀମନ୍ଦିରର ମୁଖ୍ୟ ପ୍ରବେଶ ଦ୍ୱାର ସିଂହଦ୍ୱାର ରୂପା ଛାଉଣୀରେ ଆଚ୍ଛାଦିତ ହେବା କାମ ଶେଷ ହୋଇଛି। ଭାଇ-ଭଉଣୀ ମନ୍ଦିର ଭିତରେ ପ୍ରବେଶ କରିବା ପୂର୍ବରୁ ଶେଷ ହୋଇଛି କାମ। ମୁମ୍ବାଇରୁ ଆସିଥିବା କାରିଗରମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ଶେଷ…

ଭାରସାମ୍ୟ ହରାଇ ଗଛକୁ ପିଟିହେଲା କାର, ଦୁର୍ଘଟଣାରେ ୩ ମୃତ

ଉମରକୋଟ : ପୁଣି ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହାରଇ ଗଛକୁ ପିଟିଲା କାର, ୩ ମୃତ। ନବରଙ୍ଗପୁର ଜିଲ୍ଲା ଉମରକୋଟ-ଝରିଗାଁ ରାସ୍ତାର ବାସିନୀ ଛକରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ଜଣେ ଗୁରୁତରଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା…

ଫୁଲ ତୋଳିବା ବେଳେ ଅଘଟଣ: ପାଇଖାନା ଟାଙ୍କିକୁ ଖସି ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

କଟକ: ଫୁଲ ତୋଳୁଥିବା ସମୟରେ ପାଇଖାନା ଟାଙ୍କିକୁ ଖସି ପଡ଼ି ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। କଟକ ଯୋବ୍ରା ଅଞ୍ଚଳରେ ଏହି ଘଟଣାଟି ଘଟିଛି। ମୃତ ମହିଳାଙ୍କ ନାଁ ଜୟନ୍ତୀ ରାଉତ ଓ ତାଙ୍କ ବୟସ ୫୮ ବର୍ଷ ବୋଲି ଜଣାପଡ଼ିଛି। ଆଜି…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ତିନି ଠାକୁର, ରାତି ୧୨ଟା ପର୍ଯ୍ୟନ୍ତ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ : ଆଷ‌ାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ଦାଣ୍ଡରେ ବିରାଜମାନ ତିନିରଥ ଉପରେ ମହାପ୍ରଭୁ ସୁନାବେଶ(ବଡ଼ତଢ଼ାଉ ବେଶ)ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମହାପ୍ରଭୁଙ୍କ ଏହି ବିରଳ ବେଶ ଦର୍ଶନ କରି ଲକ୍ଷାଧିକ ଭକ୍ତ ନିଜକୁ ଧନ୍ୟ ମନେ କରିଛନ୍ତି। ପ୍ରଶାସନ ପକ୍ଷରୁ…