June 2023

ବାଲେଶ୍ୱର ଟ୍ରେନ୍ ଟ୍ରାଜେଡି: ସୋର ସେକ୍ସନର ସିଗନାଲ ଜେଇଙ୍କୁ ଧରି ପଚରାଉପରା କରୁଛି ସିବିଆଇ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ୍ ଟ୍ରାଜେଡିର ଖୋଲତାଡ଼ ଜୋରଦାର କରିଛି CBI। ଆଜି ସୋର ସେକ୍ସନର ସିଗନାଲ JE ଅମୀର ଖାନଙ୍କୁ ନେଇ ପଚରାଉଚରା ଓ ଛାନଭିନ୍ କରୁଛି CBI। ଆମୀରଙ୍କୁ ତାଙ୍କ କରମପୁର ସ୍ଥିତ ବାସଭବନକୁ ନେଇ…

ବିଶ୍ବପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ରାଜ୍ୟବାସୀ ତଥା…

ତାଳଧ୍ୱଜ ରଥ ଟଣା ବେଳେ ଠେଲାପେଲା

ପୁରୀ : ପୁରୀରେ ତାଳଧ୍ୱଜ ରଥ ଟଣା ବେଳେ ଠେଲାପେଲା। ପ୍ରାୟ ୨୫ ଜଣ ଲୋକ ଠେଲା ପେଲାରେ ପଡ଼ି ଯିବା ପରେ ସେମାନଙ୍କ ଉପରେ ଚଢ଼ିଗଲେ ଲୋକେ। ଲୋକେ ଦଳି ଦେବାରୁ ବହୁ ଲୋକ ଆହତ ହୋଇ ପୁରୀ ସଦର…

ରାଜ୍ୟରେ ପ୍ରାକ୍‌ ମୌସୁମୀ ଜନିତ କାଳବୈଶାଖୀ ଓ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି। ଫଳରେ ଆଗକୁ ଆଉ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ନଥିବା ବେଳେ ପ୍ରାକ୍‌ ମୌସୁମୀ ଜନିତ କାଳବୈଶାଖୀ ଓ ବର୍ଷାରେ…

ବାହାନଗାର ବିକାଶ ପାଇଁ ୨ କୋଟି ଟଙ୍କାର ଅନୁଦାନ ଘୋଷଣା କଲେ ରେଳମନ୍ତ୍ରୀ

ବାହାନଗା : ବାହାନଗା ବଜାର ଷ୍ଟେସନ୍‌ରେ ଘଟିଥିଲା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା। ଆଜି ସେଠାରେ ପୁଣି ଥରେ ପହଞ୍ଚିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସେ ବାହାନଗା ବାସୀଙ୍କ ସହିତ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ରେଳ ଦୁର୍ଘଟଣା ସମୟରେ…

ଘୁଞ୍ଚିଲା ଯୁକ୍ତ-୨ ନାମଲେଖା ନିମନ୍ତେ ଆବେଦନ ତାରିଖ: ସାମ୍‌ସ ପୋର୍ଟାଲ୍‌ରେ ଆବେଦନ ତାରିଖ ୨୬ ଜୁନ୍ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର: ଅଭିଭାବକ, ଅଧ୍ୟକ୍ଷ ଏବଂ ଛାତ୍ରଛାତ୍ରୀମାନଙ୍କର ଅନୁରୋଧ ଅନୁଯାୟୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏକାଦଶ ଶ୍ରେଣୀ ପାଇଁ ସାମସ୍ ପୋର୍ଟାଲ www.samsodisha.in ଜରିଆରେ ଆବେଦନ ତାରିଖକୁ ୨୦/୦୬/୨୦୨୩ ପରିବର୍ତ୍ତେ ୨୬/୦୬/୨୦୨୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତିା ଏହି ପରିବର୍ତ୍ତିତ ସୂଚୀ ଅନୁଯାୟୀ…

ଏସିଆ କପ ପୂର୍ବରୁ ପାକିସ୍ତାନ କ୍ରିକେଟରେ ହଙ୍ଗାମା, ୬ ମାସରେ ହିଁ ଅଧ୍ୟକ୍ଷ ପଦ ଛାଡିଦେଲେ ନଜମ ସେଠୀ

ନୂଆଦିଲ୍ଲୀ: ବହୁ ବିବାଦ ପରେ ଏସିଆ କପ୍ ୨୦୨୩ ଚିତ୍ର ସ୍ପଷ୍ଟ ହେବା ପରେ ଏବେ ଆଇସିସି ଦିନିକିଆ ବିଶ୍ୱକପ୍ ୨୦୨୩ର କାର୍ଯ୍ୟସୂଚୀ ମଧ୍ୟ ଖୁବ୍ ଶୀଘ୍ର ଘୋଷଣା ହେବ ବୋଲି ସମସ୍ତେ ଆଶା ରଖିଛନ୍ତି। କିନ୍ତୁ ଏସିଆ କପ ପୂର୍ବରୁ…

ଏସି କ୍ୟାବିନରେ ବସି ଟ୍ରକ ଚଳାଇବେ ଡ୍ରାଇଭର୍, ନୀତିନ ଗଡ଼କରୀଙ୍କ ଘୋଷଣା

ନୂଆଦିଲ୍ଲୀ : ଟ୍ରକ୍ ଚାଳକଙ୍କ ପାଇଁ ଖୁସି ଖବର । ୨୦୨୫ରୁ ସମସ୍ତ ଟ୍ରକର କ୍ୟାବିନ୍ ଶୀତତାପ ନିୟନ୍ତ୍ରିତ ହେବା ବାଧ୍ୟତାମୂଳକ ହେବ । ଏହା ଫଳରେ ପ୍ରବଳ ଖରାରେ ଗାଡ଼ି ଚଳାଉଥିବା ଟ୍ରକ୍ ଡ୍ରାଇଭରଙ୍କୁ ଆଶ୍ବସ୍ତି ମିଳିବ । ଦୀର୍ଘ…

ବଜରଙ୍ଗବାଲୀ ଭଗବାନ ନୁହନ୍ତି କହି ପୁଣି ବିବାଦରେ ସଂଳାପକାର ମନୋଜ

ମୁମ୍ବାଇ : ପୁଣି ବିବାଦରେ ଫିଲ୍ମ ଆଦିପୁରୁଷର ଡାଏଲଗ ଲେଖିଥିବା ମନୋଜ ମୁନ୍ତାଶିର। ଆଦିପୁରୁଷ ଫିଲ୍ମରେ ସେ ବିଭିନ୍ନ ଚରିତ୍ର ପାଇଁ ଲେଖିଥିବା ଡାଏଲଗକୁ ନେଇ ବିବାଦ ଚାଲିଥିବା ବେଳେ ଏବେ ମନୋଜଙ୍କ ଆଉ ଏକ ବୟାନ ସାମ୍ନାକୁ ଆସିଛି। ସେ…

ଆଶ୍ରମରେ ଅନାଥ ନାବାଳିକାଙ୍କୁ ମାସ ମାସ ଧରି ଦୁଷ୍କର୍ମ କରୁଥିବା ସାଧୁ ଗିରଫ

ହାଇଦ୍ରାବାଦ: ଜନୈକା ଅନାଥ ୧୫ ବର୍ଷୀୟା ନାବାଳିକାଙ୍କୁ ଆଶ୍ରମରେ ଅନେକ ମାସ ଧରି ଦୁଷ୍କର୍ମ କରିଥିବା ଅଭିଯୋଗରେ ଆନ୍ଧ୍ରପ୍ରଦେଶର ଜଣେ ସାଧୁ ସୋମବାର ରାତିରେ ଗିରଫ ହୋଇଛନ୍ତି। ବିଶାଖାପାଟଣାର ଭେଙ୍କୋଜିସ୍ଥିତ ଜ୍ଞାନନନ୍ଦ ଆଶ୍ରମର ପ୍ରଶାସକ ପୂର୍ଣ୍ଣାନନ୍ଦ ସରସ୍ୱତୀଙ୍କୁ ବିଜୟୱାଡ଼ାରେ ଜଣେ ନାବାଳିକାଙ୍କ…