ମୋଦିଙ୍କ ଆମେରିକା ଗସ୍ତ ଆରମ୍ଭ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଠାରୁ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ସମୟରେ ତାଙ୍କୁ ପ୍ରଥମଥର ହ୍ୱାଇଟହାଉସ୍ରେ ଆତିଥ୍ୟ ପ୍ରଦାନ କରାଯିବ। ଏହି ଐତିହାସିକ ଗସ୍ତ ଓ ଭେଟଘାଟ ପୂର୍ବରୁ ଆମେରିକା ସହ ଭାରତର ସମ୍ପର୍କକୁ ନେଇ ବଡ଼…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଠାରୁ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ସମୟରେ ତାଙ୍କୁ ପ୍ରଥମଥର ହ୍ୱାଇଟହାଉସ୍ରେ ଆତିଥ୍ୟ ପ୍ରଦାନ କରାଯିବ। ଏହି ଐତିହାସିକ ଗସ୍ତ ଓ ଭେଟଘାଟ ପୂର୍ବରୁ ଆମେରିକା ସହ ଭାରତର ସମ୍ପର୍କକୁ ନେଇ ବଡ଼…
ନୂଆଦିଲ୍ଲୀ : ଆଫ୍ରିକୀୟ ଦେଶ ଗାମ୍ବିଆ ସମେତ ସମଗ୍ର ବିଶ୍ୱରେ ୩୦୦ ଜଣ ଶିଶୁଙ୍କ ମୃତ୍ୟୁ ପାଇଁ ଭାରତରେ ପ୍ରସ୍ତୁତ କଫ୍ ସିରପକୁ ଦାୟୀ କରିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ । ଫଳରେ ଭାରତରେ ପ୍ରସ୍ତୁତ ୭ଟି କଫ ସିରପ (କାଶ…
ଚଣ୍ଡୀଗଡ଼ : ଗୁରୁବାଣୀ ସମସ୍ତଙ୍କ ପାଇଁ ଓ ସମସ୍ତେ ଏହାକୁ ମାଗଣାରେ ଶୁଣି ପାରିବେ ଏବଂ ଦେଖିପାରିବେ। ଲୋକମାନେ ନିଜ ପସନ୍ଦର ଚ୍ୟାନେଲରେ ଗୁରୁବାଣୀର ସିଧାପ୍ରସାରଣର ଦୃଶ୍ୟ ଦେଖିବାକୁ ସକ୍ଷମ ହେବେ ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ କହିଛନ୍ତି। ଆଜି…
ଅହମ୍ମଦାବାଦ : ପବିତ୍ର ରଥଯାତ୍ରା ଉପଲକ୍ଷେ ଗୁଜରାଟର ଅହମ୍ମଦାବାଦ ଉତ୍ସବମୁଖର ଥିବାବେଳେ ସେଠାରେ ଏକ ଅଘଟଣ ଘଟିଛି । ରଥ ଯାଉଥିବା ରାସ୍ତା ନିକଟରେ ଥିବା ଏକ କୋଠାର ବାଲକୋନି ଭାଙ୍ଗିପଡ଼ିବାରୁ ଜଣେ ଲୋକ ମୃତ୍ୟୁବରଣ କରିଥିବାବେଳେ ଆହୁରି କିଛି ଲୋକ…
ନୂଆଦିଲ୍ଲୀ : ଦେଶର ବିଭିନ୍ନ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଲୋକମାନେ ପ୍ରବଳ ଖରା ଯୋଗୁ ଅସୁସ୍ଥ ହେବା ସହ ପ୍ରାଣ ମଧ୍ୟ ହରାଉଛନ୍ତି। ମୌସୁମୀ ଠିକଣା ସମୟରେ ଆସି ନଥିବାରୁ ଲୋକମାନେ ଖରା ମାଡ଼ରେ ଡହଳ ବିକଳ…
ରାୟପୁର: ଭକ୍ତ ଓ ଭଗବାନଙ୍କର ମହା ମିଳନର ମହାନ ପର୍ବ ରଥଯାତ୍ରା ସ୍ଥାନୀୟ ଗାୟତ୍ରୀନଗରସ୍ଥିତ ଛତିଶଗଡ଼ର ସର୍ବବୃହତ ଶ୍ରୀ ଜଗନ୍ନାଥ ମନ୍ଦିରଠାରେ ମହାସମାରୋହରେ ପାଳନ କରାଯାଇଛି। ଚଳିତବର୍ଷ ଏଠାରେ ଉପସ୍ଥିତ ଲକ୍ଷାଧିକ ଭକ୍ତଙ୍କ ମଧ୍ୟରେ ଏହି ଭବ୍ୟ ମହୋତ୍ସବକୁ କେନ୍ଦ୍ର କରି…
ନୂଆଦିଲ୍ଲୀ : ଐତିହାସିକ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ବିଶ୍ୱର ୧ନଂ ଧନୀ ତଥା ଟେସଲା ଓ ଟ୍ୱିଟର ମାଲିକ ଏଲନ ମସ୍କଙ୍କୁ ଭେଟିବେ। ମସ୍କ ଟ୍ୱିଟର କିଣିବା ପରେ ମୋଦି ତାଙ୍କୁ ପ୍ରଥମଥର ଭେଟିବାକୁ ଯାଉଛନ୍ତି।…
ଇସ୍ଲାମାବାଦ: ଚୀନ୍ ପାକିସ୍ତାନର ପଞ୍ଜାବରେ ଏକ ପରମାଣୁ କାରଖାନା ସ୍ଥାପନ କରିବ ବୋଲି ପାକ୍ ସରକାର ଆଜି (ମଙ୍ଗଳବାର) ଘୋଷଣା କରିଛନ୍ତି। ଦୁଇ ସର୍ବକାଳୀନ ସହଯୋଗୀ ଦେଶ ମଧ୍ୟରେ ରଣନୈତିକ ସହଯୋଗ ବୃଦ୍ଧିର ସଙ୍କେତ ସ୍ୱରୂପ ଚୀନ୍ ଏହି ୧୨୦୦ ମେଗାୱାଟ୍…
ମୁମ୍ବାଇ : ଇନଫୋସିସ୍ର ସହ ପ୍ରତିଷ୍ଠାତା ନନ୍ଦନ ନିଲେକାନି ଆଇଆଇଟି ବମ୍ବେକୁ ୩୧୫ କୋଟି ଟଙ୍କା ଦାନ ଆକାରରେ ଦେଇଛନ୍ତି। ଆଇଆଇଟି ବମ୍ବେ ସହ ତାଙ୍କର ସମ୍ପର୍କ ୫୦ ବର୍ଷ ପୂରିଛି। ତେଣୁ ଏହି ସ୍ମୃତିକୁ ଅଧିକ ସ୍ମରଣୀୟ କରିବା ଉଦ୍ଦେଶ୍ୟରେ…
ଭୁବନେଶ୍ୱର: ଅଘୋଷିତ ବିଦ୍ୟୁତ କାଟକୁ ନେଇ ସାରା ରାଜ୍ୟରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଡାକରା ଦିଆଯାଇଛି । ରାଜଧାନୀର ଗ୍ରୀଡକୋ ଅଫିସ ସମ୍ମୁଖରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଶହଶହ କଂଗ୍ରେସ କର୍ମୀ ଗ୍ରୀଡକୋ…