କୁଜଙ୍ଗରେ ଡବଲ ମର୍ଡର, ଯୁବକର କଟୁରି ଚୋଟରେ ଦୁଇ ମହିଳାଙ୍କ ମୃତ୍ୟୁ
ପାରାଦ୍ବୀପ: ଜଗତସିଂହପୁର ଜିଲ୍ଲା କୁଜଙ୍ଗରେ ଡବଲ ମର୍ଡର। ଯୁବକର କଟୁରି ଚୋଟରେ ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି। ବଳରାମପୁର ନ୍ୟାସନାଲ ସ୍କୁଲ ନିକଟରେ ଦୁଇ ମହିଳାଙ୍କୁ ହତ୍ୟା କରିଛି ଦୁର୍ବୃତ୍ତ । ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ପ୍ରାପ୍ତଖବର ଅନୁଯାୟୀ ଆଜି…
