June 2023

ମିଳୁନି ମହାପ୍ରୟାଣ ଗାଡ଼ି,ସା‌ଇକେଲରେ ବୁହାହେଲା ମୃତଦେହ

ସୁବର୍ଣ୍ଣପୁର: ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଜିଲ୍ଲାରେ ମୃତକଙ୍କୁ ମିଳିଲାନି ମହାପ୍ରୟାଣ ଗାଡ଼ି। ଫଳରେ ସାଇକେଲ ବୁହା ହୋଇଛି ମୃତଦେହ। ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଦୃଶ୍ୟ। ମେଘଲା ଗାଁର ରୁକ୍ମିଣୀ ସାହୁ ନାମକ ଜଣେ ଅସହାୟ ବୃଦ୍ଧା…

୨୧ ତାରିଖରେ ଓଡ଼ିଶା ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବାଲେଶ୍ୱର : ୨୧ ତାରିଖରେ ଓଡ଼ିଶା ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବାଲେଶ୍ୱର ଆସିବେ ରେଳମନ୍ତ୍ରୀ । ବାହାନଗା ରେଳ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିଥିବା ସ୍ଥାନୀୟ ଅଞ୍ଚଳର ବ୍ୟକ୍ତିଙ୍କୁ ଭେଟିବେ ଅଶ୍ୱିନୀ ବୈଷ୍ଣବ । ଗତ…

ଦିନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୨.୨ ଡିଗ୍ରୀ ସେଲସିୟସ

ଭୁବନେଶ୍ୱର : ପୁଣି ସକାଳୁ ସକାଳୁ ଜାଳିଲାଣି ଖରା । ଆଷାଢ଼ରେ ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ । ଭୀଷଣ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିରେ ଆଉଟୁ ପାଉଟୁ ଲୋକେ । ତେବେ ଏତିକିରେ ତ୍ରାହି ମିଳିବନି । ଆହୁରି…

ସୁଭଦ୍ରାଙ୍କ ଦର୍ପଦଳନ ରଥ ଅଖରେ ଫାଟ

ପୁରୀ: ଦର୍ପଦଳନ ରଥର ଅଖରେ ଫାଟ ହୋଇଥିବା ନେଇ ଚର୍ଚ୍ଚା ହେଉଛି। ରଥର ପଛପଟରେ ଥିବା ସାନ ଉଛୁଳା ଅଖରେ ଫାଟ ହୋଇଛି। ଏହି ସାନ ଉଛୁଳା ଉପରେ ରଥର ସମ୍ପୂର୍ଣ୍ଣ ଭାର ନିର୍ଭର କରିଥାଏ। ଏବେ ଫାଟ ଖବର ଜଣାପଡ଼ିବା…

ରାତି ଅଧିଆ ପୋଲିସ ବାବୁଙ୍କ ରାସଲୀଳା, ଅସଂଯତ ଅବସ୍ଥାରେ ଧରିଲେ ସ୍ତ୍ରୀ

ବଲାଙ୍ଗୀର : ଧରା ପଡିଲା ପୋଲିସ ବାବୁଙ୍କ ଚୋରା ପୀରତି । ରାତି ଅଧିଆ ପୋଲିସ ବାବୁଙ୍କ ରାସଲୀଳା ଚାଲିଥିବା ବେଳେ ଧରାଇ ଦେଲେ ସ୍ତ୍ରୀ । ପୋଲିସକୁ ସାଙ୍ଗରେ ଧରି ପହଞ୍ଚିଗଲେ ସ୍ୱାମୀ ପାଖରେ । ଆଉ ପ୍ରେମିକାକୁ ଭେଟିବାକୁ…

ରାଜନୈତିକ ହିଂସାକୁ ନେଇ ହଣାକଟା, ଜିଲ୍ଲା ପରିଷଦଙ୍କ ପରିବାରକୁ ସଂଘବଦ୍ଧ ଆକ୍ରମଣ

ଯାଜପୁର: ଯାଜପୁର ବ୍ଳକ ଅନ୍ତର୍ଗତ ଏରବାଙ୍କ ଅଞ୍ଚଳରେ ରାଜନୈତିକ ହିଂସାକୁ ନେଇ ହଣାକଟା । ଗତକାଲି ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲାର ୩୧ ନମ୍ବର ଜୋନ ଜିଲ୍ଲା ପରିଷଦ ସଦସ୍ୟ ବିନୋଦ କୁମାର ମାଝିଙ୍କ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି…

ବାଇକକୁ ଧକ୍କା ଦେଇ ଜଳିଗଲା ଟ୍ଯାଙ୍କର ; ୨ ମୃତ

ରାୟଗଡା : ବାଇକୁ ଧକ୍କାଦେଲା ଟ୍ଯାଙ୍କର । ୨ ମୃତ, ଜଣେ ଗୁରୁତର ଆହତ । ଘଟଣା ସ୍ଥଳରେ ଜଳିଗଲା ଟ୍ଯାଙ୍କର । ରାୟଗଡା ଜିଲ୍ଲା କାଶିପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ଶଙ୍କରଡା ଗାଁ ନିକଟରେ ଏହି ମର୍ମନ୍ତୁଦ ସଡ଼କ…

ଭିଜିଲାନ୍ସ ଜାଲରେ ସିନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ

ବାରିପଦା: ଆଜି ସକାଳେ ବାଲେଶ୍ୱର, କେନ୍ଦୁଝର ଓ ମୟୁରଭଞ୍ଜ ଭିଜିଲାନ୍ସ ପକ୍ଷରୁ ବାରିପଦା ଉପଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅବସ୍ଥାପିତ ବରିଷ୍ଠ କିରାଣୀ ରାମଚନ୍ଦ୍ର ସେନଙ୍କ କୁଳିଅଣା ବ୍ଲକ ପଢିଆରୀପୁର ସ୍ଥିତ ବାସଭବନ, ରଘୁନାଥଗଞ୍ଜ ସ୍ଥିତ ଶ୍ରୀରାମ ଭବନ, ଉପଜ଼ିଲ୍ଲାପାଳ କାର୍ଯ୍ୟାଳୟ, ତାଙ୍କ ଶ୍ୱଶୁର…

ରଜ ଦୋଳିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଙ୍କୀ : ରଜ ଦୋଳିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବାଙ୍କୀ ଏନ୍‌ଏସି ଅଞ୍ଚଳର ବ୍ରହ୍ମେଇ ଠାକୁରାଣୀଙ୍କ ପୀଠରେ ଲାଗିଥିଲା ରଜ ଦୋଳି। ସେଠାରେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଯୁବକ ଜଣକ ହେଉଛନ୍ତି ବାଙ୍କୀ ସାହାଡ଼ାପଦା…

ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ପ୍ରାଣୀ ଚିକିତ୍ସା ଅଧିକାରୀ

ବ୍ରହ୍ମପୁର: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଗଂଜାମ ଜିଲ୍ଲା ଆସିକା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ରବିନାରାୟଣ ସାହୁ । ବିଭାଗ ପକ୍ଷରୁ ଭଡ଼ାରେ ଚାଲୁଥିବା ଭ୍ରାମ୍ୟମାଣ ଗାଡିର ୨୦୨୩-୨୪ ବର୍ଷ ନିମନ୍ତେ ଅନୁମତି ନବୀକରଣ କରିବାକୁ ଜଣେ…