ଲୁଙ୍ଗି ଓ ନାଇଟୀ ପିନ୍ଧି ବୁଲିବା ଉପରେ ଲାଗିଲା କଟକଣା, ଲୋକଙ୍କ ଭିତରେ ଅସନ୍ତୋଷ

ନୋଏଡା : ସର୍ବସାଧାରଣ ସ୍ଥାନରେ ଲୋକଙ୍କ ପାଇଁ ଡ୍ରେସ କୋଡ୍‌ର ବ୍ୟବସ୍ଥା କରିଛି ଗ୍ରେଟର ନୋଏଡା ସୋସାଇଟୀର ମାଲିକ ସଂଘ। ଗ୍ରେଟର ନୋଏଡା ଫେଜ ୨ରେ ଥିବା ହିମସାଗର ଆପାର୍ଟମେଣ୍ଟରେ ରହୁଥିବା ଲୋକଙ୍କ ପାଇଁ ଜାରି ହୋଇଥିବା ନୋଟିସରେ ଲୁଙ୍ଗି ଓ…

ଲଣ୍ଡନରେ ଭାରତୀୟ ଯୁବତୀଙ୍କୁ ହତ୍ୟା କଲା ବ୍ରାଜିଲ ଯୁବକ, ଗିରଫ କଲା ପୁଲିସ୍

ଲଣ୍ଡନ : ଲଣ୍ଡନର ୱେମ୍ବଲିରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଉଚ୍ଚଶିକ୍ଷା ପାଇଁ ଲଣ୍ଡନ ଯାଇଥିବା ହାଇଦ୍ରାବାଦର ଜଣେ ୨୭ ବର୍ଷୀୟା ଛାତ୍ରୀଙ୍କୁ ବ୍ରାଜିଲର ଜଣେ ଯୁବକ ଛୁରି ଭୁସି ହକ୍ୟା କରିଛି । ମୃତ ଭାରତୀୟ ଯୁବତୀଙ୍କ…

ହ୍ବାଟ୍ସଆପରେ ମିଳିବ ଭିଡିଓ ମେସେଜ୍ ସୁବିଧା

ନୂଆଦିଲ୍ଲୀ : ଲୋକପ୍ରିୟ ମେସେଜିଂ ଆପ ହ୍ୱାଟସଆପରେ ଚାଟିଂ କରିବାର ଶୈଳୀ ଏବେ ସମ୍ପୂର୍ଣ୍ଣ ବଦଳିବାକୁ ଯାଉଛି । ହ୍ୱାଟସଆପ ଏକ ଆଶ୍ଚର୍ଯ୍ୟଜନକ ଫିଚର ଆଣିବାକୁ ଯାଉଛି । ଏହି ଫିଚରକୁ ୟୁଜର୍ସମାନେ ଦୀର୍ଘ ଦିନ ଧରି ଅପେକ୍ଷା କରିଥିଲେ ।…

ଗୋଟିଏ ଦିନରେ ୫ଟି ବନ୍ଦେ ଭାରତ ଟ୍ରେନର ଉଦଘାଟନ କରିବେ ମୋଦୀ

ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ଭାରତୀୟ ରେଳ ଦେଶରେ ଏକାସାଙ୍ଗରେ ୫ଟି ବନ୍ଦେ ଭାରତ ଟ୍ରେନର ଉଦଘାଟନ କରିବାକୁ ନିଷ୍ପତ୍ତି ନେଇଛି । ଏହି ୫ଟି ବନ୍ଦେ ଭାରତ ଟ୍ରେନର ରୁଟ୍ ସ୍ଥିର କରାଯାଇଛି ଏବଂ ଉଦଘାଟନ ତାରିଖ ମଧ୍ୟ ଚୂଡ଼ାନ୍ତ…

କାଲି ସନ୍ଧ୍ୟା ବେଳେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ବିପର୍ଯ୍ୟୟ, ୪୫ ହଜାର ଲୋକ ସ୍ଥାନାନ୍ତର

ଅହମ୍ମଦାବାଦ : ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ଆସନ୍ତାକାଲି ସନ୍ଧ୍ୟା ବେଳେ ଗୁଜରାଟର କଚ୍ଛ ଜିଲ୍ଲା ଅନ୍ତର୍ଗତ ଜଖୌ ପୋର୍ଟ ନିକଟରେ ଲ୍ୟାଣ୍ତଫଲ କରିବ। ଲ୍ୟାଣ୍ଡଫଲ ବେଳେ ବିପର୍ଯ୍ୟୟ ଅତି ଭୀଷଣ ବାତ୍ୟାର ରୂପରେ ରହିଥିବ। ତେଣୁ ଏହାର…

ଜୁଲାଇ ୪ରେ କୁସ୍ତି ମହାସଂଘର ନିର୍ବାଚନ

ନୂଆଦିଲ୍ଲୀ : ବିବାଦରେ ଥିବା ଭାରତୀୟ କୁସ୍ତି ମହାସଂଘର ନିର୍ବାଚନ ଆସନ୍ତା ଜୁଲାଇ ୪ରେ ଅନୁଷ୍ଠିତ ହେବ। ଏଥିପାଇଁ ଭାରତୀୟ ଅଲିମ୍ପିକ ଆସୋସିଏସନ(ଆଇଓଏ) ପ୍ରକ୍ରିୟା ଆରମ୍ଭ କରିଛି। ନିର୍ବାଚନକୁ ସଂପୂର୍ଣ୍ଣ ନିରପେକ୍ଷ ଓ ସ୍ୱଚ୍ଛତାର ସହ କରିବା ପାଇଁ ଆଇଓଏ ଜମ୍ମୁ-କଶ୍ମୀର…

ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର/ପୁରୀ: ମହାପ୍ରଭୁ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ। ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହି ଥାଏ। ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରଥଯାତ୍ରା ତୃତୀୟ ତଥା ଶେଷ…

ପାଚିକା-ସହାୟିକାଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି କରୁଥିବା ରାଜ୍ୟର କ୍ଷମତାସୀନ ବିଜେଡି ସରକାର ଆଜି ରାଜ୍ୟର ପ୍ରାଥମିକ ସ୍କୁଲଗୁଡ଼ିକରେ ମଧ୍ୟାହ୍ନଭୋଜନ ଦାୟିତ୍ୱରେ ନିୟୋଜିତ ପାଚିକା ଓ ସହାୟିକାଙ୍କୁ ଶାଢ଼ୀ ଭତ୍ତା ବାଣ୍ଟିଛନ୍ତି । ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ଶାଢ଼ୀ ଭତ୍ତା…

ପୂର୍ବବର୍ଷ ଭଳି ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ: ପୁଲିସ ମହାନିର୍ଦ୍ଦେଶକ

ପୁରୀ: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଖେଇ ଆସୁଛି। ଆଉ ୬ ଦିନ ପରେ ଅର୍ଥାତ ଆସନ୍ତା ୨୦ ତାରିଖରେ ମହାପ୍ରଭୁଙ୍କ ଘୋଷଯାତ୍ରା ଅନୁଷ୍ଠିତ ହେବ। ଏଥି ପାଇଁ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି…

ବାହାନଗା ଟ୍ରେନ ଟ୍ରାଜେଡି: ତଦନ୍ତର ସପ୍ତାହକ ପରେ ସନ୍ଦିଗ୍ଧଙ୍କ ବିରୋଧରେ ଠୋସ ପ୍ରମାଣ ମିଳିଛି

ବାହାନଗା ଟ୍ରେନ ଟ୍ରାଜେଡିର କାରଣ ଖୋଜୁଛି ସିବିଆଇ। ତଦନ୍ତର ସପ୍ତାହକ ପରେ ସନ୍ଦିଗ୍‌ଧଙ୍କ ବିରୋଧରେ ଠୋସ ପ୍ରମାଣ ପାଇଥିବା କୁହାଯାଇଛି। ଷ୍ଟେସନର ଆସିଷ୍ଟାଣ୍ଡ ମ୍ୟାନେଜର ଓ ସିଗ୍‌ନାଲ ଇନ୍‌ଚାର୍ଜଙ୍କୁ ମାରାଥନ ଜେରା କରି ବହୁ ତଥ୍ୟ ସିବିଆଇ ହାସଲ କରିଥିବା ଜଣାପଡ଼ିଛି।…