ବାର୍‌ରେ ବିଳମ୍ବିତ ରାତିରେ ଗଣ୍ଡଗୋଳ ଘଟଣା: ମ୍ୟାନେଜରଙ୍କ ସମେତ ୧୦ ଗିରଫ

ଭୁବନେଶ୍ଵର: ସ୍ଥାନୀୟ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଭେନସ୍ ବାରରେ ବିଳମ୍ବିତ ରାତିରେ ଗଣ୍ଡଗୋଳ ଘଟଣାରେ ୧୦ଜଣଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ପୁଲିସ । ବିଳମ୍ବିତ ରାତିରେ ଗଣ୍ଡଗୋଳ ସମୟର ଭିଡିଓ ସମ୍ନାକୁ ଆସିବା ପରେ ଆକ୍ସନ ମୋଡରେ କମିସନରେଟ ପୁଲିସ ।…

ଢେଙ୍କାନାଳ ଟାଟା ଷ୍ଟିଲ ମେରାମୁଣ୍ଡଳି ପାଓ୍ଵାରପ୍ଲାଣ୍ଟରେ ବ୍ଲାଷ୍ଟ, ୧୯ ଗୁରୁତର

ଢେଙ୍କାନାଳ:ଢେଙ୍କାନାଳ ଟାଟାଷ୍ଟିଲ ମେରାମଣ୍ଡଳୀ ଫେଜ ୨ର BAPP-2 Powerplantରେ ଦୁର୍ଘଟଣା । ଅନଲାଇନ ସ୍କିନଲାଇନିଂ କାମ ଚାଲିଥିଲା ବେଳେ ଅତ୍ୟଧିକ ଚାପରେ ପ୍ରୋଜେକ୍ଟଟି ବ୍ଲାଷ୍ଟିଂ ହୋଇଛି । ପ୍ରାୟ ୧୯ ଜଣ  ଗୁରୁତର ହୋଇଥିବା ସୂଚନା ମିଳିଛି । ଡିପାର୍ଟମେଣ୍ଟ ମୁଖ୍ୟ …

ରାଜ୍ୟରେ ବିଦ୍ୟୁତ କାଟକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେଲା ଚାଲିଥିବା ଘନଘନ ବିଦ୍ୟୁତ କାଟକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି ଯେ ସେ ଗତ ୫ ଦିନ ହେବ ଓଡ଼ିଶାରେ ଅଛନ୍ତି। ବିଦ୍ୟୁତ କାଟକୁ…

ସରକାରୀ କର୍ମଚାରୀଙ୍କୁ ରଜ ଭେଟି ଦେଲେ ରାଜ୍ୟ ସରକାର: ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି

ଭୁବନେଶ୍ବର: ରାଜ୍ୟ ସରକାର ମଙ୍ଗଳବାର ଦିନ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪% ବୃଦ୍ଧି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮%ରୁ ୪୨%କୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମହଙ୍ଗା…

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ମହିଳା ମୃତ

ମୋହନା: ଗଜପତି ଜ଼ିଲ୍ଲା ଅଡବା ଥାନା ଦମାଦୁଆ ଗ୍ରାମ ନିକଟରେ ବାଇକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଚାଳକ ଗୁରୁତର ଆହତ ହୋଇଛନ୍ତି । ମୃତକ କନ୍ଧମାଳ ଜ଼ିଲ୍ଲା ଦାର୍ଶିଙ୍ଗବାଡ଼ି ଗ୍ରାମର ହେମନ୍ତୀ ନାୟକ ହୋଇଥିବା ବେଳେ ଆହତ…

ଯାଜପୁର ରୋଡ ସୋନ୍‌କୋ ଜୁଏଲରୀ ଡକାୟତି ଘଟଣା: ବିହାରରୁ ଜଣେ ଡକାୟତ ଗିରଫ

ଯାଜପୁର : ଯାଜପୁର ରୋଡ ସୋନ୍‌କୋ ଜୁଏଲରୀ ଡକାୟତି ଘଟଣାରେ ପୋଲିସକୁ ସଫଳତା। ବିହାରରୁ ଜଣେ ଡକାୟତକୁ ଗିରଫ କଲା ପୋଲିସ। ଗିରଫ ଡକାୟତ ବିହାର ବୈଶାଳୀ ଜିଲ୍ଲାର ରୂପେଶ କୁମାର ବୋଲି ଯାଜପୁର ଏସପି ଭିନିତ ଅଗ୍ରୱାଲ କହିଛନ୍ତି। ମେ…

ଟ୍ରେନ୍ ଧକ୍କା ଦେବାରୁ ଯୁବକଙ୍କ ମୃତ୍ୟୁ

ବେତନଟୀ ସଦର: ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବାମଡ଼ା ଉପକଣ୍ଠ ଭଗବାନପୁର ଗ୍ରାମ ରେଳ ଲାଇନ ନିକଟରେ ଟ୍ରେନ ଧକ୍କାରେ ଜଣେ ବାଇକ ଆରୋହୀ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି।  ମୃତକ ହେଲେ ଭଗବାନପୁର ଗ୍ରାମର ସର୍ବେଶ୍ୱର ଦେହୁରୀଙ୍କ ପୁଅ…

କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ଗିରଫ

କଟକ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶଚନ୍ଦ୍ର ଭୂୟାଁଙ୍କୁ ଗିରଫ କରିଛି ଭିଜିଲାନ୍ସ। ସେ ତାଙ୍କ ଆୟ ଠାରୁ ୧୮୩% ଅଧିକ ସଂପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଭିଜିଲାନ୍ସ ପକ୍ଷରୁ…

ବସ୍‌-ଟ୍ରକ୍‌ ଧକ୍କା, ୧୦ରୁ ଉର୍ଦ୍ଧ୍ୱ ଆହତ

ରାଉଲକେଲା: ବସ୍‌-ଟ୍ରକ୍‌ ଧକ୍କା, ୧୦ରୁ ଉର୍ଦ୍ଧ୍ୱ ଆହତ । ଝାରସୁଗୁଡା ଜିଲ୍ଲା ବୀରମିତ୍ରପୁର ରାଣୀ ସତିମନ୍ଦିର ନିକଟରେ ଦୁର୍ଘଟଣା ଘଟିଛି । ଝାଡଖଣ୍ଡ ଆରାରୁ ବୀରମିତ୍ରପୁରରୁ ଝାରସୁଗୁଡା ଯାଉଥିଲା ଯାତ୍ରୀବାହୀ ବସ୍‌ । ରାଣୀ ସତିମନ୍ଦିର ନିକଟରେ ଓଭରଟେକ୍‌ କରୁଥିବାବେଳେ ମାଲ୍‌ବାହୀ…

ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ଗୁଳିମାଡ଼

ଘଟଗାଁ: ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ଗୁଳିମାଡ଼। କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ସିଂଘବିଲା ନିକଟରେ ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ଗୁଳିମାଡ଼ ହୋଇଛି । ଗୁରୁତର ଯୁବକ ହେଲେ ପୂର୍ଣ୍ଣଚନ୍ଦ୍ର ଦାସ । ପୂର୍ଣ୍ଣଚନ୍ଦ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି…