ଶ୍ରୀମନ୍ଦିର ପରିଚାଳନା କମିଟିରେ ୨୬୨ କୋଟି ଖର୍ଚ୍ଚ ବଜେଟ ପାରିତ
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ସପ୍ତାହେ ଥିବା ବେଳେ ଆଜି ନୀଳାଦ୍ରୀ ଭକ୍ତନିବାସରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ବସିଥିବା ପରିଚାଳନା କମିଟି ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ୍ ପାରିତ ହୋଇଛି। ଏଥିସହ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ…
