ମିଡିଆ ବିବାଦ: ଭାରତର ଶେଷ ସାମ୍ବାଦିକଙ୍କୁ ଦେଶ ଛାଡ଼ିବାକୁ କହିଲା ଚାଇନା

ନୂଆଦିଲ୍ଲୀ : ଭାରତ ଓ ଚାଇନା ମଧ୍ୟରେ ସୃଷ୍ଟି ହୋଇଥିବା ମିଡିଆ ବିବାଦ ତୀବ୍ର ହେବାରେ ଲାଗିଛି। ବିବାଦକୁ ଦୃଷ୍ଟିରେ ରଖି ଚାଇନାରେ କାମ କରୁଥିବା ଶେଷ ଭାରତୀୟ ସାମ୍ବାଦିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛି ବେଜିଂ। ତାଙ୍କୁ ଚଳିତ ମାସ…

ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ପୂର୍ବରୁ ଆରମ୍ଭ ହେଲା ‘ମୋଦି ଜୀ ଥାଳି’

ନୂଆଦିଲ୍ଲୀ : ଚଳିତ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଥିବା ବେଳେ ସେଠାକାର ସରକାରଙ୍କ ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ମୋଦିଙ୍କୁ ସ୍ୱାଗତ କରିବା ପାଇଁ ସେଠାରେ କେବଳ ସରକାରୀ ସ୍ତରରେ ପ୍ରସ୍ତୁତି…

ରାଜଧାନୀରେ ଗଡ଼ିବନି ବାଇକ ଟ୍ୟାକ୍ସି, ସୁପ୍ରିମକୋର୍ଟ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ : ଦିଲ୍ଲୀ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶକୁ ବଦଳାଇ ଦେଇଛନ୍ତି ସୁପ୍ରିମକୋର୍ଟ। ରାଜଧାନୀ ଦିଲ୍ଲୀର ରାସ୍ତାରେ ଗଡ଼ିବନି ବାଇକ ଟ୍ୟାକ୍ସି। ରାପିଡୋ, ଓଲା ଓ ଉବେର ଭଳି ସଂସ୍ଥା ରାଜଧାନୀରେ ବାଇକ ଟ୍ୟାକ୍ସି ସେବା ଯୋଗାଉ ଥିଲେ। ଏହାକୁ ଦିଲ୍ଲୀ ହାଇକୋର୍ଟ…

ଅମିତ ଶାହଙ୍କୁ ଷ୍ଟାଲିନଙ୍କ ପ୍ରଶ୍ନ- ଆପଣ କାହିଁକି ମୋଦିଙ୍କ ଉପରେ ରାଗିଛନ୍ତି

ଚେନ୍ନାଇ : ‘ଆପଣମାନେ କଠିନ ପରିଶ୍ରମ କରନ୍ତୁ ଓ ଭବିଷ୍ୟତରେ ତାମିଲନାଡୁରୁ ଜଣେ ବ୍ୟକ୍ତି ଯେପରି ଦେଶର ପ୍ରଧାନମନ୍ତ୍ରୀ ହୋଇପାରିବେ, ତାହା ସୁନିଶ୍ଚିତ କରନ୍ତୁ।’ ରବିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ତାମିଲନାଡୁରେ ତାଙ୍କ ଦଳୀୟ କର୍ମୀମାନଙ୍କୁ ଏହିଭଳି କିଛି କଥା…

ଗୁରୁବାର ଲ୍ୟାଣ୍ଡ‍ଫଲ କରିବ ବାତ୍ୟା ବିପର୍ଯ୍ୟୟ: ମୋଦିଙ୍କ ବୈଠକ, ଜାରି ହେଲା ହାଇ ଆଲର୍ଟ

ଅହମ୍ମଦାବାଦ : ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ‌ଆସନ୍ତା ଗୁରୁବାର ଲ୍ୟାଣ୍ଡଫଲ କରିବ। ବର୍ତ୍ତମାନ ଭୟଙ୍କର ବାତ୍ୟାର ରୂପ ନେଇଥିବା ବିପର୍ଯ୍ୟୟ ଲ୍ୟାଣ୍ଡଫଲ ବେଳେ ଅତି ଭୀଷଣ ବାତ୍ୟାରେ ପରିଣତ ହେବ। ଏଥିପାଇଁ ଭାରତୀୟ ପାଣିପାଗ ବିଭଗ ଗୁଜରାଟର…

ଟ୍ରେନ ଦୁର୍ଘଟଣାର ୧୦ ଦିନ; ଚିହ୍ନଟ ହୋଇନି ୮୧ ଶବ, ବାହାନଗାରେ ଆଜି ସାମୁହିକ ମୁଣ୍ଡନ ଓ ଦଶାହ କାର୍ଯ୍ୟକ୍ରମ

ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାର ଆଜି ୧୦ମ ଦିନ ।  ଅର୍ଥାତ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କର ୧୦ ଦିନ ବିତିଗଲାଣି । ତଥାପି ଅନେକ ଶବ ଚିହ୍ନଟ ହୋଇନି । ଭୁବନେଶ୍ୱର ଏମ୍ସରେ କଣ୍ଟେନରେ ରହିଛି ଶବ । ୮୧ଟି ଶବକୁ…

ରଙ୍ଗ୍‌‌ ରୁଟ୍‌‌ରେ ବଢୁଛି ଗାଡ଼ିଚାଳନା

ଭୁବନେଶ୍ୱର : ରଙ୍ଗ୍‌‌ରୁଟ୍‌‌(ବିପରୀତ ଦିଗ)ରେ ଗାଡ଼ି ଚଳାଇବା ସଂଖ୍ୟା ଦିନକୁ ଦିନ ବୃଦ୍ଧି ହେଉଛି। ଦୁର୍ଘଟଣା ବଢ଼଼ିବା ସହ ଧନଜୀବନ ଚାଲିଯାଉଛି। ବେପରୁଆ ହେଉ କିମ୍ବା ଅଧିକ ବୁଲାଣି ପଡ଼ୁଥିବାରୁ ଗାଡ଼ି ଚାଳକ ରଙ୍ଗ୍‌‌ରୁଟ୍‌‌ରେ ପଶିଯାଉଛନ୍ତି। ଏଥିସହିତ ରଙ୍ଗ୍‌‌ରୁଟ୍‌‌ ଚାଳକଙ୍କୁ ଜଗିବା ପାଇଁ…

୬ ମାସ ମଧ୍ୟରେ ଘଟଗାଁ ମା ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ଉନ୍ନତିକରଣ କରାଯିବ: 5T ସଚିବ

କେନ୍ଦୁଝର: ବଦଳିବ ଘଟଗାଁ ମା ତାରିଣୀ ମନ୍ଦିରର ରୂପରେଖ । ରାଜ୍ୟ ସରକାରଙ୍କ ଅନୁଦାନରେ ୬ ମାସ ମଧ୍ୟରେ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ଉନ୍ନତିକରଣ କରାଯିବ। ଏନେଇ ୭ ଦିନ ମଧ୍ୟରେ ଅନୁଦାନ ରାଶି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ତିନି-ଚାରି ଦିନ ପର୍ଯ୍ୟନ୍ତ କଲବଲ କରିବ ତାତି

ରଜ ପାଖେଇ ଆସୁଥିବା ବେଳେ ମୌସୁମୀ ବାୟୁ ଓଡ଼ିଶା ଆସି ନାହିଁ। ମୌସୁମୀ ବାୟୁ ଆସିବାରେ ବିଳମ୍ବ ହେଉଥିବା ବେଳେ ପୂରା ରାଜ୍ୟ ଅସହ୍ୟ ତାତିରେ କଲବଲ ହେଉଛି। ଏଭଳି ସ୍ଥିତିରେ ଆଜି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଆସିବ ନୂଆ ଡିଜିଟାଲ ଡାଟା ସୁରକ୍ଷା ବିଲ୍‌ : ସୋସିଆଲ ମିଡିଆରେ ନିଷିଦ୍ଧ ହେବ ୧୧ କିସମର ପୋଷ୍ଟ

ନୂଆଦିଲ୍ଲୀ : ଏବେ ଡିଜିଟାଲ ଦୁନିଆରେ ପ୍ରାୟତଃ ସବୁ କିସମର କାରବାର ଇଣ୍ଟରନେଟ୍‌ ଉପରେ ନିର୍ଭର କରୁଛି। ଆର୍ଥିକ କାରବାର ଠାରୁ ଆରମ୍ଭ କରି ସୋସିଆଲ ମିଡିଆ ପର୍ଯ୍ୟନ୍ତ ସବୁକିଛି ଇଣ୍ଟରନେଟ୍‌ ମାଧ୍ୟମରେ କରିବା ସମ୍ଭବ ହେଉଛି। କିନ୍ତୁ ଦିନକୁ ଦିନ ଇଣ୍ଟରନେଟର…