ବାହାନଗା ବଜାର ଷ୍ଟେସନରେ ଏବେ ରହିବ ନାହିଁ କୌଣସି ଟ୍ରେନ୍
ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଷ୍ଟେସନରେ ଏବେ କୌଣସି ଟ୍ରେନ୍ ରହିବ ନାହିଁ। ଏନେଇ ଦକ୍ଷିଣ ପୂର୍ବ ରେଳପଥ ସିପିଆର୍ଓ ଆଦିତ୍ୟ ଚୌଧୁରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାହାନଗା ବଜାର ଷ୍ଟେସନରେ ମେମୁ, ଏକ୍ସପ୍ରେସ୍ ବା ପାସେଞ୍ଜର୍ ଟ୍ରେନ୍…
