ସଡ଼କ ପଥରେ ଛାଡ଼ିଲାନି ପୁଲିସ୍‌, ହେଲିକପ୍ଟରରେ ମଣିପୁରର ଏହି ଜିଲ୍ଲାକୁ ଗଲେ ରାହୁଲ ଗାନ୍ଧି

ଇମ୍ଫାଲ : ମଣିପୁରରେ ଆଦିବାସୀ ଓ ଅଣ ଆଦିବାସୀଙ୍କ ସଂଘର୍ଷ ଯୋଗୁ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଚୁରାଚାନ୍ଦପୁରକୁ ଆଜି ରାହୁଲ ଗାନ୍ଧି ଯାଉଥିବା ବେଳେ ତାଙ୍କୁ ବିଷ୍ଣୁପୁର ପାଖରେ ପୁଲିସ୍‌ ଅଟକାଇ ଦେଇଛି। ପୁଲିସ୍‌ ତାଙ୍କ କନଭୟକୁ ଆଗକୁ ବଢ଼ିବାକୁ…

ଗାଡ଼ି ସାଇଡ୍ ମରାକୁ ନେଇ ରାଜଧାନୀରେ ଗୁଳିକାଣ୍ଡ; ୩ ଗୁରୁତର

ଭୁବନେଶ୍ୱର : ରାଜଧାନୀରେ ଗୁଳିକାଣ୍ଡ । ଗାଡ଼ି ସାଇଡ଼୍ ମରାକୁ ନେଇ ବିଜେଡ଼ି କର୍ପୋରେଟରଙ୍କୁ ଗୁଳିମାଡ଼ । ଗୁଳିମାଡ଼ରେ ୩ ଜଣ ଆହତ ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି । ଆହତମାନେ ୱାର୍ଡ -୩୨ ବିଜେଡି କର୍ପୋରେଟର ଶ୍ରୀଧର ଜେନା, ଶିଖର…

ମାଗଣା ଯୋଜନା: ଉପ ରାଜ୍ୟପାଳଙ୍କୁ ପ୍ରଶ୍ନ କଲେ କେଜ୍ରିୱାଲ

ନୂଆଦିଲ୍ଲୀ : ମାଗଣା ଯୋଜନା ସମ୍ପର୍କରେ ଦିଲ୍ଲୀ ଉପ ରାଜ୍ୟପାଳ ଭିକେ ସକ୍ସେନା ଦେଇଥିବା ବୟାନକୁ ତୀବ୍ର ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦେଶର ରାଜଧାନୀ ଦିଲ୍ଲୀରେ କଠିନ ପରିଶ୍ରମ କରୁଥିବା ଲୋକଙ୍କୁ ଉପ ରାଜ୍ୟପାଳ ଆଦୌ ଅପମାନିତ କରନ୍ତୁ…

ମହାଆଡ଼ମ୍ବରରେ ଇଦ୍ ଉଲ ଫିତର ପାଳନ

ଭୁବନେଶ୍ୱର: ଆଜି ପବିତ୍ର ଇଦ୍ । ଉତ୍ସାହର ସହିତ ଇଦ୍ ଉଲ ଫିତର ପାଳନ କରୁଛନ୍ତି ଦେଶର ମୁସଲମାନ ଭାଇଭଉଣୀ । ମହାଆଡ଼ମ୍ବରରେ ସାମୂହିକ ନମାଜ ପାଠର ବ୍ୟବସ୍ଥା ହୋଇଛି । ସାଙ୍ଗସାଥୀ ଓ ବନ୍ଧୁବାନ୍ଧବଙ୍କୁ ନେଇ ଇଦ୍ ପାଳନ କରୁଛନ୍ତି…

ଦିଗପହଣ୍ଡିରେ ଡ଼ବଲ ମର୍ଡର, ୨ ଜଣଙ୍କୁ ହତ୍ୟା କରି ଜାଳି ଦେଲେ ଦୁର୍ବୃତ୍ତ, ଗାଁ ପୁରୁଷଶୂନ୍ୟ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁଡ଼ା ଗ୍ରାମରେ ଘଟିଛି ଡବଲ୍ ମର୍ଡର୍। ଆସାମାଜିକଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ହୋଇ ଗାଁ ଲୋକମାନେ ମିଶି ଦୁଇଜଣ ଯୁବକଙ୍କୁ ପିଟିପିଟି ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରିଛନ୍ତି। ଏହାପରେ ଉଭୟ ଯୁବକଙ୍କ ଦେହରେ…

ଶିମଲା ନୁହେଁ, ବେଙ୍ଗାଲୁରୁରେ ହେବ ବିରୋଧୀଙ୍କ ବୈଠକ

ନୂଆଦିଲ୍ଲୀ : ବିଜେପି ବିରୋଧରେ ବିରୋଧୀଙ୍କ ପରବର୍ତ୍ତୀ ବୈଠକ ବେଙ୍ଗାଲୁରୁରେ ଅନୁଷ୍ଠିତ ହେବ। ବିହାରର ପାଟନାରେ ବିରୋଧୀ ଦିନିକିଆ ବୈଠକ କରିଥିଲେ। ହେଲେ ବେଙ୍ଗାଲୁରୁରେ ଦୁଇ ଦିନ ଧରି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ୧୩ ଓ ୧୪ ତାରିଖରେ ଏହି…

ବଦଳିବ ମୋଦିଙ୍କ ମନ୍ତ୍ରିମଣ୍ଡଳ! ଜୁଲାଇ ୩ରେ ମନ୍ତ୍ରୀ ପରିଷଦ ବୈଠକ

ନୂଆଦିଲ୍ଲୀ : ପୁଣି ବଦଳିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳ। ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ କରିବାକୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଆସନ୍ତା ଜୁଲାଇ ୩ ତାରିଖ ସୋମବାର ପ୍ରଧାନମନ୍ତ୍ରୀ ମୋଦି ମନ୍ତ୍ରୀ ପରିଷଦ ବୈଠକର…

ସିଂହଦ୍ୱାର ନିକଟରେ ଲାଗିଲା ତିନି ରଥ

ପୁରୀ: ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ପହଣ୍ଡି ଓ ରଥଟଣା ହୋଇଥିଲା । ୫ ଲକ୍ଷରୁ ଅଧିକ ଭକ୍ତ ବାହୁଡା଼ ଯାତ୍ରା ରୁଣ୍ଢ ହୋଇଥିଲେ । ସୁରକ୍ଷା ଦୃଷ୍ଟିରୁ ୧୭୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ହଜାରେରୁ ଅଧିକ ପୋଲିସ ଅଧିକାରୀଙ୍କୁ…

‘ଦେଶ ବିରୋଧୀ କାମ କରିଥିବା ଲୋକଙ୍କୁ ଭେଟି ରାହୁଲ କ’ଣ ବାର୍ତ୍ତା ଦେବାକୁ ଚାହାନ୍ତି?’… ସ୍ମୃତି ଇରାନୀ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ନେଇ ଏକ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ବୁଧବାର ଏକ ସାମ୍ବାଦିକ ସମ୍ମିଳନୀ କରି ସ୍ମୃତି ଇରାନୀ କହିଛନ୍ତି କି, ରାହୁଲ ଗାନ୍ଧି ଆମେରିକା ଗସ୍ତରେ ଯାଇ ସୁନୀତା ବିଶ୍ବନାଥଙ୍କୁ ଭେଟିଥିଲେ।…

୫ଟି ସଚିବ ଯିବା ଦ୍ବାରା ଲୋକେ ଖୁସି ହେଉଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର: ମନମୋହନ ଓ ଅପରାଜିତାଙ୍କ ଅଭିଯୋଗ ଆଧାରରେ ୫ଟି ସଚିବଙ୍କୁ କେନ୍ଦ୍ରର ନୋଟିସ ପରେ କଡ଼ା ପ୍ରତିକ୍ରିୟା ରଖିଛି ବିଜେଡି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ସେମାନେ ଦିଲ୍ଲୀ ଦୌଲତାବାଦ ନ…