ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ
ଭୁବନେଶ୍ବର: ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ । ରୋହିତଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସୁପାରିସ । ରାଜ୍ୟପାଳଙ୍କୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ । ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ବିଭାଗର ବାର୍ଷିକ ରିପୋର୍ଟ…
