ଜୁନ ୨୩ରେ ପାଟନାରେ ବିରୋଧୀଙ୍କ ମହାମେଳି
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪କୁ ନେଇ ବିଜେପି ବିରୋଧରେ ସମସ୍ତ ରାଜନୈତିକ ଦଳର ପ୍ରସ୍ତାବିତ ବୈଠକ ପାଇଁ ନୂଆ ତାରିଖ ଧାର୍ଯ୍ୟ କରାଯାଇଛି। ଆସନ୍ତା ୨୩ ତାରିଖରେ ପାଟନାରେ ସମସ୍ତ ରାଜନୈତିକ ଦଳର ବୈଠକ ବସିବ। ଜେଡିୟୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଲଲନ…
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪କୁ ନେଇ ବିଜେପି ବିରୋଧରେ ସମସ୍ତ ରାଜନୈତିକ ଦଳର ପ୍ରସ୍ତାବିତ ବୈଠକ ପାଇଁ ନୂଆ ତାରିଖ ଧାର୍ଯ୍ୟ କରାଯାଇଛି। ଆସନ୍ତା ୨୩ ତାରିଖରେ ପାଟନାରେ ସମସ୍ତ ରାଜନୈତିକ ଦଳର ବୈଠକ ବସିବ। ଜେଡିୟୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଲଲନ…
କଟକ: ଏସସିବି ମେଡିକାଲରେ ଦୁଇଦିନ ହେବ ସ୍ୱାମୀ ଗୋପାଳ ହେମ୍ବ୍ରମକୁ ଖୋଜୁଛନ୍ତି ପଶ୍ଚିମବଙ୍ଗର ରୁପା ହେମ୍ବ୍ରମ। ସାନ୍ତରାଗାଛି ଜଙ୍କସନରୁ ଚେନ୍ନାଇ ଯାତ୍ରା କରୁଥିବା ବେଳେ କରମଣ୍ଡଳ ଏକ୍ସପ୍ରେସ ବାହାନଗାଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣା ଖବର ପାଇ ସ୍ତ୍ରୀ ଓ ପରିବାର ଲୋକେ…
ଭୁବନେଶ୍ୱର: ମାଆଟି ଆଖିରେ ଆଖିଏ ଲୁହ । କେତେବେଳେ ସେ ଲୁହ ଆଖିରେ ଆଖିରେ ଶୁଖିଯାଉଛି ତ, ଆଉ କେତେବେଳେ ଅମାନିଆ ହୋଇ ବୋହି ଆସୁଛି ଗାଲ ପାଖକୁ । ଲୁହକୁ କାନିରେ ପୋଛି ଦେଇ ପୁଣି ଗାଲରେ ହାତଦେଇ କୋହ…
ନୂଆଦିଲ୍ଲୀ : ଖରିଫ ଫସଲ ପାଇଁ ଆଜି କେନ୍ଦ୍ର ସରକାର ଧାନ ସମେତ ବିଭିନ୍ନ ଖାଦ୍ୟ ଶସ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍ପି ବୃଦ୍ଧି କରିଛନ୍ତି। ଚାଷୀଙ୍କ ଆୟ ଓ ଚାଷର ବିକାଶ ପାଇଁ କେନ୍ଦ୍ର ସରକାର ଏପରି ନିଷ୍ପତ୍ତି…
ବାଲେଶ୍ୱର : ବାହାନଗା ରେଳ ଦୁର୍ଘଟଣାରେ ମୃତ ଓ ଆହତ ବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ସହାୟତା। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯାଇଛି। ଦୁର୍ଘଟଣାରେ ବାଲେଶ୍ୱର ଜିଲ୍ଲାର ୧୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିବାର ଓ ଆତ୍ମୀୟସ୍ୱଜଙ୍କୁ…
ନୂଆଦିଲ୍ଲୀ : ସର୍ବସମ୍ମୁଖରେ ଆଜି କାନ୍ଦି ପକାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ସେ ଜେଲରେ ଥିବା ତାଙ୍କ ସହକର୍ମୀ ମନୀଷ ସିସୋଦିଆଙ୍କୁ ବହୁତ ମିସ କରୁଥିବା କଥା ମଧ୍ୟ କହିଛନ୍ତି। ଦିଲ୍ଲୀରେ ଗୋଟିଏ ନୂଆ ସ୍କୁଲ ଉଦଘାଟନ କରିବା ବେଳେ…
ସୁବର୍ଣ୍ଣପୁର : ଦୁଇ ଭାଇଙ୍କ କଳିର ସମାଧାନ କରିବାକୁ ଯାଇ ପୋଲିସ ହଟହଟା । ସୁବର୍ଣ୍ଣପୁର ସୁବଳୟା ଥାନାର ଏଏସଆଇ ଗୌରହରି ମେହେରଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ଗ୍ରାମବାସୀ । ଏହା ହେଉଛି ସୋମବାର ଦିନର ଘଟଣା । ତିଲେଇମାଲ ଗାଁର ରତ୍ନାକର…
କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା ନେଇଛି ଶତାଧିକ ଜୀବନ । ହଜାର ହଜାର ଯାତ୍ରୀ ଆହତ ହୋଇଛନ୍ତି । ବଡ଼ ଦୁର୍ଘଟଣାରୁ ବଞ୍ଚିଗଲେ ନେପାଳର ଯୁବକ । ଖୋଜି ଖୋଜି ୫ ଦିନ ପରେ ପୁଅ ପାଖରେ ପହଞ୍ଚିଛନ୍ତି ପରିବାର ଲୋକ ।…
ବାଲେଶ୍ୱର: ବାହାନଗା ଟ୍ରେନ ଟ୍ରାଜେଡି ନେଇଛି ୨୮୮ ଜୀବନ । ବର୍ତ୍ତମାନ ସୁଦ୍ଧା ୨୦୫ ମୃତଦେହ ଚିହ୍ନଟ ହୋଇ ହସ୍ତାନ୍ତର କରାଯାଇଛି । ବାକି ୮୩ ମୃତଦେହ ହସ୍ତାନ୍ତର ହୋଇନାହିଁ । ସମସ୍ତ ମରଶରୀର ଏବେ ଭୁବନେଶ୍ୱର ଏମ୍ସରେ ସଂରକ୍ଷିତ କରି ରଖାଯାଇଛି…
ଲକ୍ଷ୍ନୌ : କୋର୍ଟ ରୁମ ବାହାରେ ଫୁଟିଛି ଗୁଳି। ଓକିଲ ବେଶରେ ଆସି ପୁଲିସ୍ ହେପାଜତରେ ଥିବା ଜଣେ ଗ୍ୟାଙ୍ଗଷ୍ଟରକୁ ଗୁଳି କରି ହତ୍ୟା କରିଛି ଜଣେ ବ୍ୟକ୍ତି। ଏହି ଗୁଳି ମାଡ଼ରେ କିଛି ପୁଲିସ୍ କର୍ମଚାରୀ ଓ ଜଣେ ଯୁବତୀ…