ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ରେଡ୍‌

ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ।…

ବରିଷ୍ଠ କଂଗ୍ରେସ ନେତାଙ୍କ ଘରେ IT ରେଡ୍‌

ଚାନ୍ଦବାଲି: ଧାମରା ଅଞ୍ଚଳର ବରିଷ୍ଠ କଂଗ୍ରେସ ନେତା ତଥା ଶିଳ୍ପପତି ଦିଗମ୍ବର ଦାସଙ୍କ ଘରେ ଇନକମ ଟ୍ୟାକ୍ସ ବିଭାଗର ଚଢ଼ାଉ । ଆଜି ସକାଳୁ ତାଙ୍କ ବାସଗୃହ ସମେତ, ଧାମରା ବରଫ କଳ , ଅଫିସ ,ଭଦ୍ରକରେ ଥିବା ବାସଗୃହ ଆଦି ୪ଟି…

ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଯାଜପୁର : ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର । ଯାଜପୁର୍‌ ରୋଡ ଟମକା ଥାନା ଅନ୍ତର୍ଗତ ରଥପଦା ଛକ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି। ହତ୍ୟା ସନ୍ଦେହରେ ଟମକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  ମୃତକଙ୍କ ପରିଚୟ…

ଖଣି ମାଫିଆ ସୁଶାନ୍ତ ବରାଡ଼ ଗିରଫ

ନୟାଗଡ଼ : ଗିରଫ ହେଲା ଡ଼ନ ଖଣି ମାଫିଆ।  ନୟାଗଡ଼ ରଣପୁର ମୟୁରଝାଲିଆ ବେଆଇନ ଖଣି ଖନନ ମାମଲାରେ NGTର ଛାଡ ପରେ ବନ୍ଧା ହେଲେ ଖଣି ମାଫିଆ ସୁଶାନ୍ତ ବରାଡ଼ । ରଣପୁର ତହସିଲ କୃଷ୍ଣପୁର ଗ୍ରାମର ଶୁଶାନ୍ତ ବରାଡ଼ଙ୍କ ନାଁରେ…

ବାପାକୁ କୁରାଢ଼ିରେ ହାଣି ମାରିଦେଲା ପୁଅ

ପିପିଲି: ପୁରୀ ଜ଼ିଲ୍ଲା ପିପିଲି ଥାନା ସାନକଣ୍ଟି ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ପୁଅର କୁରାଢ଼ି ଚୋଟରେ ଚାଲିଗଲା ବାପାର ଜୀବନ। ବାପା ହୃଷିକେଶ ପ୍ରଧାନଙ୍କ ମୃତ୍ୟୁ ଘଟିଛି। ତାଙ୍କର ବୟସ ୬୦ ବର୍ଷ ହେବ ବୋଲି କୁହାଯାଉଛି। ସୂଚନା ଅନୁଯାୟୀ…

ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ମାରିଦେଲା ସ୍ୱାମୀ

ବଲାଙ୍ଗିର: ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ମାରିଦେଲା ସ୍ୱାମୀ। ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘୁମେର ଗାଁ ରେ ମହୁଲ ଫଳ ଗୋଟାଇବାକୁ ଯିବା ବେଳେ ଘଟିଛି ଅଘଟଣ । ପାରିବାରିକ କଳହ ହେତୁ ଉଭୟଙ୍କ ମଧ୍ୟରେ ବଚସା ହେବାରୁ ଉତ୍ୟକ୍ତ ହୋଇ ସ୍ତ୍ରୀକୁ…

ଘରକୁ ଫେରିଲେ ଆନ୍ଦୋଳନରତ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ: ନୂଆଦିଲ୍ଲୀ : ଦିଲ୍ଲୀରେ ଭାରତୀୟ କୁସ୍ତି ମହାସଂଘ (ଡବ୍ଲୁଏଫ୍‌ଆଇ) ସଭାପତି ବ୍ରିଜଭୂଷଣ ଶରଣସିଂହଙ୍କ ଗିରଫ ଦାବିରେ ଆନ୍ଦୋଳନ ଚଲାଇଥିବା କୁସ୍ତିଯୋଦ୍ଧାମାନେ ଶେଷରେ ଘରକୁ ଫେରିଛନ୍ତି। କେବଳ ସାକ୍ଷୀ ମଲ୍ଲିକ ଏକମାତ୍ର ଆନ୍ଦୋଳନକାରୀ ଭାବେ ଦିଲ୍ଲୀରେ ରହିଛନ୍ତି। ଆନ୍ଦୋଳନକାରୀମାନେ ଏବେ ନୀରବ…

୮୦ ଦଶକ ଟିପ୍ପଣୀ ପାଇଁ ଅଡ଼ୁଆରେ ରାହୁଲ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ତାଙ୍କର ଏକ ଟିପ୍ପଣୀ ଦ୍ବାରା ନିଜ ଗୋଡ଼ରେ ନିଜେ କୁରାଢ଼ି ମାରିଥିବା ଚର୍ଚ୍ଚା ହେଉଛି। କାଲିଫର୍ଣ୍ଣିଆରେ ଭାରତୀୟ ବଂଶୋଦ୍ଭବଙ୍କୁ ଉଦ୍‌ବୋଧନ ଦେଇ ରାହୁଲ କହିଛନ୍ତି, ‘୧୯୮୦ ଦଶକରେ ଦେଶରେ ଦଳିତମାନଙ୍କ ସ୍ଥିତି ଯେଭଳି…

ଓଡ଼ିଶାରେ ଏଫ୍‌ଡିଆଇ ପ୍ରବାହ ମାତ୍ର ୦.୦୮%

ନୂଆଦିଲ୍ଲୀ : ଓଡ଼ିଶାକୁ ୨୦୧୯ ଅକ୍ଟୋବରରୁ ମାର୍ଚ୍ଚ ୩୧, ୨୦୨୩ ମଧ୍ୟରେ ପ୍ରତ୍ୟକ୍ଷ ବିଦେଶ ପୁଞ୍ଜିଲଗାଣ (ଏଫ୍‌ଡିଆଇ) ରହିଛି ମାତ୍ର ୦.୦୮ ପ୍ରତିଶତ। କେନ୍ଦ୍ର ସରକାରଙ୍କ ଡିପାର୍ଟମେଣ୍ଟ୍‌ ଅଫ୍‌ ପ୍ରମୋସନ୍‌ ଅଫ୍‌ ଇଣ୍ଡଷ୍ଟ୍ରିଜ୍‌ ଆଣ୍ଡ୍‌ ଇଣ୍ଟରନାଲ୍‌ ଟ୍ରେଡ୍‌ (ଡିପିଆଇଆଇଟି)ର ସଦ୍ୟତମ ପରିସଂଖ୍ୟାନରୁ…

ଗାଧୋଇଲା ବେଳେ ବୁଡ଼ି ଯାଉଥିଲେ ୩ ଯୁବକ; ସମୁଦ୍ରକୁ ଡେଇଁ ଉଦ୍ଧାର କଲେ ‘ବିଜେପି’ ବିଧାୟକ ହୀରା ସୋଲାଙ୍କି

ଗାନ୍ଧୀନଗର: ଗୁଜରାଟ ଅନ୍ତର୍ଗତ ପଟୱା ଗ୍ରାମ ନିକଟରେ ସମୁଦ୍ରରେ ବୁଡ଼ିଯାଉଥିବା ୩ଜଣ ଯୁବକଙ୍କୁ ରାଜୁଲା ନିର୍ବାଚନ ମଣ୍ଡଳୀର ‘ବିଜେପି’ ବିଧାୟକ ହୀରା ସୋଲାଙ୍କି ବୁଧବାର ଦିନ ଉଦ୍ଧାର କରିଥିବା କଥା ‘ଇଣ୍ଡିଆ ଟୁଡେ’ ରିପୋର୍ଟ କରିଛି। ସଂଗୃହୀତ ସୂଚନା ଅନୁସାରେ, ବୁଧବାର…