୧୨୦୫ ନୂଆ ଡାକ୍ତରଙ୍କୁ ମିଳିଲା ନିଯୁକ୍ତି
ଭୁବନେଶ୍ବର : ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ମନ୍ତ୍ର ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ରାଜ୍ୟରେ ନୂଆ ମେଡିକାଲ କଲେଜ ଖୋଲିବା ଠୁ ନେଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଜିଲ୍ଲା…
ଭୁବନେଶ୍ବର : ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ମନ୍ତ୍ର ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ରାଜ୍ୟରେ ନୂଆ ମେଡିକାଲ କଲେଜ ଖୋଲିବା ଠୁ ନେଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଜିଲ୍ଲା…
ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗାରେ ଗତ ୨ ତାରିଖରେ ଦୁର୍ଘଟଣାର ଶିକାର ହୋଇଥିବା ୨୮୮ ଜଣ ଯାତ୍ରୀଙ୍କ ଏଯାଏଁ ମୃତ୍ୟୁ ହୋଇସାରିଛି। ଏମାନଙ୍କର ମଧ୍ୟର ଏମ୍ସ ଭୁବନେଶ୍ବରକୁ ଏପର୍ଯ୍ୟନ୍ତ ୧୨୩ଟି ମୃତଦେହ ଆସିସାରିଛି। କିନ୍ତୁ ଆହୁରି ୩୯ଟି ମୃତଦେହ ଆସିବ ବୋଲି…
ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରେ ଆଜି ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ଅଛନ୍ତି। ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳ ହମାମୀରା ଗାଁ ନିକଟରେ ହାତୀ ଆକ୍ରମଣରେ…
ବାହାନଗା ଟ୍ରେନ୍ ଟ୍ରାଜେଡିର କାରଣ କଣ ? ଆଜି ଗ୍ରାଉଣ୍ଡରେ ସରଜମିନ ତଦନ୍ତ କରିଛି ସିବିଆଇ । ଆଜି ଦୁର୍ଘଟଣାସ୍ଥଳରେ ଖୋଳତାଡ କରିଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ୫ ଜଣିଆ ଟିମ୍ । ଏଥିସହ ବାହାନଗା ଷ୍ଟେସନ ଓ ସିଗନାଲ୍ ରୁମ୍,…
ନୂଆଦିଲ୍ଲୀ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆସନ୍ତାକାଲିଠୁ ଆରମ୍ଭ ହେବ ବିଶ୍ବ ଟେଷ୍ଟ ଚାମ୍ପିୟନସିପ। ଲଣ୍ଡନରେ ଏହା ଖେଳାଯିବାକୁ ଥିବା ବେଳେ ଏବେ ଭାରତୀୟ ଟିମ୍ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଭାରତ ଲଗାତାର ଦ୍ବିତୀୟ ଥର ଏହି ଚାମ୍ପିୟନସିପ ଖେଳିବାକୁ…
ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗାରେ ଗତ ୨ ତାରିଖ ଦିନ ଘଟିଥିବା କରମଣ୍ଡଳ ଏକ୍ସପ୍ରେସ୍, ଯଶୋବନ୍ତପୁର-ହାୱଡା ଏକ୍ସପ୍ରେସ୍ ଓ ମାଲଗାଡ଼ି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।…
ବାଲେଶ୍ବର: ବାହାନଗାରେ ଘଟିଥିବା ଭୟାବହ ଟ୍ରେନ ଦୁର୍ଘଟଣାର ତଦନ୍ତ ପାଇଁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଟିମ୍ ବାଲେଶ୍ବର ପହଞ୍ଚି ଦୁର୍ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି।ଏହି କ୍ରମରେ ଦେଖିବାକୁ ଗଲେ ଦୁର୍ଘଟଣାର ଖବର ପାଇ ଯୁଦ୍ଧକାଳୀନଭିତ୍ତିରେ ଏନଡିଆରଏଫ ଟିମ ଘଟଣାସ୍ଥଳରେ ପହଞ୍ଚି…
କଟକ: ବାଲେଶ୍ବର ଜିଲ୍ଲା ବାହାନଗାରେ ଗତ ୨ ତାରିଖ ଦିନ କରମଣ୍ଡଳ ଏକ୍ସପ୍ରେସ୍ ଓ ଯଶବନ୍ତପୁର-ହାୱଡା ଏକ୍ସପ୍ରେସ୍ ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଲୋକଙ୍କୁ ମଙ୍ଗଳବାର ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଭେଟିଛନ୍ତି। ସେ…
ଭୁବନେଶ୍ବର: ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ଓଡ଼ିଶା ସରକାର ଏବଂ ଭୁବନେଶ୍ବର ଏମ୍ସକୁ ପ୍ରଶଂସା କରିଛନ୍ତି। ଏମ୍ସ ଭୁବନେଶ୍ବରରେ ମଙ୍ଗଳବାର ପହଞ୍ଚି ପଶ୍ଚିମବଙ୍ଗର ଦୁଇ ମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶଶୀ ପଞ୍ଜା ଏବଂ ଶ୍ରୀମତୀ ଭଟ୍ଟାଚାର୍ଯ୍ୟ…
ବିଶାଖାପାଟଣା : ଆନ୍ଧ୍ରପ୍ରଦେଶରେ ମଙ୍ଗଳବାର ଏକ ରୋଚକ ଘଟଣା ଘଟିଛି । ଜାତୀୟ ରାଜପଥରେ ଯାଉଥିବାବେଳେ ବିୟର ବୋଝେଇ ଏକ ଟ୍ରକ୍ ଓଲଟି ପଡ଼ିଥିଲା । ଏହା ଦେଖିବା ପରେ ଲୋକମାନେ ଡ୍ରାଇଭରକୁ ଉଦ୍ଧାର କରିବେ କ’ଣ, ବିୟର ବୋତଲ ଲୁଟିବା…