June 10, 2023

୪୦ ଡିଗ୍ରି ଉପରେ ୨୦ ସହରର ତାପାମାତ୍ରା, ଝାରସୁଗୁଡ଼ା ସର୍ବାଧିକ ୪୪.୮ ଡିଗ୍ରି

ଭୁବନେଶ୍ବର: ପ୍ରଚଣ୍ଡ ଖରା ସହିତ ଗୁଳୁଗୁଳିରେ ରାଜ୍ୟବାସୀ ଛଟପଟ ହେଉଛନ୍ତି। ଥଣ୍ଡା ପବନ ପାଇବାକୁ ବ୍ୟାକୁଳ ହେଉଥିଲେ ବି ଏହା ମିଳୁନାହିଁ। ମୁଣ୍ଡଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଆଗମନରେ ବିଳମ୍ବ କାରଣରୁ ଏଭଳି ଅବସ୍ଥା ଦେଖାଯାଇଛି।…

ପୂର୍ବତନ ଯୁବ କଂଗ୍ରେସଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତର ଘର ଭାଙ୍ଗିଲେ, ନିଆଁ ଲଗାଇଲେ ଉତ୍ତ୍ୟକ୍ତ ଲୋକେ

ରାୟଗଡ଼ା: କାଶୀପୁର ବ୍ଲକରେ ପୂର୍ବତନ ଯୁବ କଂଗ୍ରେସ ସଭାପତି ଗଜେନ୍ଦ୍ର ନାଏକଙ୍କୁ ଶୁକ୍ରବାର ଜଘନ୍ୟ ହତ୍ୟାକାଣ୍ଡ ଘଟଣାରେ ଉତ୍ତ୍ୟକ୍ତ ସମର୍ଥିତ ଜନତା ଚାନ୍ଦଗିରି ଗାଁରେ ଗୋଟିଏ ଘର ପୋଡ଼ିଦେଇଥିବା ସହ ଅଭିଯୁକ୍ତଙ୍କ ଘର ସହ ଅନ୍ୟ ଦୁଇଟି ଘର ଭଙ୍ଗାରୁଜା କରିଥିବା…

ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣା: ମୃତଦେହର ଦାବିବାର ନ ଥିଲେ ୫ ଦିନ ପରେ ହୋଇପାରେ ସଂସ୍କାର

ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ପରେ ଭୁବନେଶ୍ୱର ଏମ୍‌ସକୁ ଆସିଥିବା ଅଧିକ କ୍ଷତବିକ୍ଷତ ମୃତଦେହର କେହି ଦାବିଦାର ନ ମିଳିଲେ ଆସନ୍ତା ୪-୫ ଦିନ ପରେ ଏହାକୁ ସଂସ୍କାର କରି ଦିଆଯାଇପାରେ। ଏନେଇ ଏମ୍‌ସ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌ସର…

ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ବ୍ୟାପକ ନିଶାଦ୍ରବ୍ୟ ନଷ୍ଟ କଲା ଏସଟିଏଫ

ଭୁବନେଶ୍ବର: ନିଶା ବେପାର ବିରୁଦ୍ଧରେ ଏସଟିଏଫ ପକ୍ଷରୁ ଜୋରସୋରରେ ପଦକ୍ଷେପ ନିଆଯାଉଛି। ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ବ୍ୟାପକ ନିଶାଦ୍ରବ୍ୟ ନଷ୍ଟ କଲା ଏସଟିଏଫ । ସୂଚନା ଅ୍ନୁଯାୟୀ, ଗତ ଏକ ବର୍ଷ ମଧ୍ୟରେ ୧୪୩୪ଟି କେସରେ ୨୨୦ ଟନ…

ଚଢା ଦରରେ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ : ଖାଦ୍ୟ ଓ ଖାଉଟି କଲ୍ୟାଣ ମନ୍ତ୍ରୀ

ଭୁବନେଶ୍ୱର: ଦିନକୁ ଦିନ ଦେଶରେ ବଢିଚାଲିଥିବା ଦର ଦାମ୍ । ଡାଲିଠୁ ଆରମ୍ଭ କରି ଖାଇବା ତେଲ ଏବଂ ଅନ୍ୟାନ୍ୟ ସାମଗ୍ରୀର ମୂଲ୍ୟ ବଢିବାରେ ଲାଗିଛି । ଯାହାକୁ ନେଇ କେନ୍ଦ୍ର ସରକାରଙ୍କୁ ଦାୟୀ କରିଛନ୍ତି ଖାଦ୍ୟ ଓ ଖାଉଟି କଲ୍ୟାଣ…

ପାୱାର କଟ ହେଉନାହିଁ, ଭିତ୍ତିଭୂମି ଅସୁବିଧା ଯୋଗୁଁ କଟୁଛି ଲାଇନ : ଶକ୍ତି ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପାୱାର ସଟେଜ ନାହିଁ। ପାୱାର କଟ କେଉଁଠି ହେଉନାହିଁ । ପବନ ହେଲେ ଲାଇନ କାଟିବାକୁ ବାଧ୍ୟ । କାଳ ବୈଶାଖୀ ଦ୍ୱାରା ଅନେକ ସ୍ଥାନରେ ଖୁଣ୍ଟ ପଡ଼ି ଯାଇଛି। ଖୁଣ୍ଟ ଲଗେଇକି ତାର ଲଗେଇବା ସମୟ ସାପେକ୍ଷ।…

ପ୍ରି ଆକ୍ଟିଭେଟେଡ ସିମ୍‌ ରାକେଟ୍‌ର ପର୍ଦ୍ଦାଫାସ୍‌, ପୁରୀରୁ ୮ ଜଣଙ୍କୁ ବାନ୍ଧିଲା ସାଇବର ପୋଲିସ

କଟକ: କଟକ ସାଇବର ଥାନା ପୁଲିସକୁ ବଡ ସଫଳତା ମିଳିଛି। ପୁଲିସ ହାତରେ ଧରାପଡ଼ିଛନ୍ତି ସିମ ଚାଲାଣକାରି ଗ୍ୟାଙ୍ଗ୍‌ର ୮ ଜଣ ସଦସ୍ୟ। ଏହି ଗ୍ୟାଙ୍ଗର ସଦସ୍ୟମାନେ ପୁରୀରୁ ଦେଶର ବିଭିନ୍ନ ରାଜ୍ୟକୁ ମୋବାଇଲ ସିମ ଯୋଗାଉଥିଲେ। ସେମାନେ ଯୋଗାଉଥିବା ସିମ୍‌ଗୁଡ଼ିକ…

ଆପଣଙ୍କ ମୋବାଇଲ୍‌ ଫୋନ ଚୋରି ହେଲେ ପ୍ରଥମେ କରିବେ କ’ଣ ?

ଭୁବନେଶ୍ବର: ଆଜିକାଲି ଅନେକ ଲୋକଙ୍କ ମୋବାଇଲ ହଜିଯାଉଛି କିମ୍ବା ଚୋରି ହୋଇଯାଉଥିବାର ଅଭିଯୋଗ ହେଉଛି। ଏଭଳି କ୍ଷେତ୍ରରେ ସେମାନଙ୍କୁ ଆଉ ହଇରାଣ ହେବାକୁପଡ଼ିବନି କି ଚିନ୍ତିତ ହେବାକୁ ପଡ଼ିବନି। କାରଣ ଏଥିପାଇଁ ଓଡ଼ିଶା ପୋଲିସ ପକ୍ଷରୁ ପ୍ରତିକାରର ବ୍ୟବସ୍ଥା କରାଯାଇଛି। ଜାଣନ୍ତୁ…

ବାହାନଗା ବଜାର ଷ୍ଟେସନରେ ଏବେ ରହିବ ନାହିଁ କୌଣସି ଟ୍ରେନ୍

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଷ୍ଟେସନରେ ଏବେ କୌଣସି ଟ୍ରେନ୍ ରହିବ ନାହିଁ। ଏନେଇ ଦକ୍ଷିଣ ପୂର୍ବ ରେଳପଥ ସିପିଆର୍‌ଓ ଆଦିତ୍ୟ ଚୌଧୁରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାହାନଗା ବଜାର ଷ୍ଟେସନରେ ମେମୁ, ଏକ୍ସପ୍ରେସ୍ ବା ପାସେଞ୍ଜର୍ ଟ୍ରେନ୍…

ବିଦ୍ୟୁତ ଆଘାତରେ ଚାଲିଗଲା ମା ଓ ପୁଅଙ୍କ ଜୀବନ

ଖଇରା/ସୋର: ବାଲେଶ୍ବର ଜିଲ୍ଳା ଖଇରା ଥାନା ଅଧୀନ ମହତୀପୁର ପଞ୍ଚାୟତର ନାହୁଲ ଗାଁର ବିଦ୍ୟୁତ ଆଘାତରେ ମାଆ ପୁଅଙ୍କ ମୃତ୍ୟୁ ଘଟିଛି। ନାହୁଳ ଗ୍ରାମର ପୂର୍ଣ୍ଣଚନ୍ଦ୍ର ଦାସଙ୍କ ସ୍ତ୍ରୀ ତିଳୋତ୍ତମା ଦାସ(୪୫) ଓ ପୁଅ ରାମଚନ୍ଦ୍ର ଦାସ (୨୭) ଆଜି ସକାଳେ…