ଗଠନ ହେଲା କଲ୍ୟାଣ ବୋର୍ଡ : ଡ୍ରାଇଭର ଓ କର୍ମଚାରୀଙ୍କୁ ମିଳିବ ୪ଲକ୍ଷ ଟଙ୍କାର ସହାୟତା
ଭୁବନେଶ୍ୱର: ଗତ ମାର୍ଚ୍ଚ ମାସରେ ଡ୍ରାଇଭରମାନେ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲେ | ଆଉ ଡ୍ରାଇଭରଙ୍କ ଆନ୍ଦୋଳନ ପାଇଁ ଅତ୍ୟାବଶ୍ୟକ ସମାଗ୍ରୀ ପରିବହନ ବ୍ୟବସ୍ଥା ପ୍ରଭାବିତ ହୋଇଥିଲା। ବିଶେଷ କରି ବାହାର ରାଜ୍ୟରୁ ଆସୁଥିବା ପନିପରିବା, ଫଳ ସହ…